ମନିଷ ଅନୁରାଗ ମୃତ୍ୟୁ ମାମଲା: ୩ ଅଭିଯୁକ୍ତର ଚାଲିଛି ଲାଏ ଡିଟେକସନ୍ ଟେଷ୍ଟ
ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନିଷ ଅନୁରାଗ ମୃତ୍ୟୁ ମାମଲାରେ ତଥ୍ୟ ପ୍ରମାଣ ଯୋଗାଡ଼ କରୁଛି ପୋଲିସ । ଜେରା ବେଳେ ଅଭିଯୁକ୍ତଙ୍କ ମୁହଁରୁ ସତ ଉଗାରିଛି ପୋଲିସ । ଆଜି ପୋଲିସ ୩ ଜଣଙ୍କର ଲାଏ ଡିଟେକସନ୍ ଟେଷ୍ଟ କରାଉଛି । ଏଥିପାଇଁ ଭୁବନେଶ୍ୱର ଷ୍ଟେଟ ଫୋରେନସିକ୍ ଲାବରେ…