Latest Odisha News

BREAKING NEWS

Browsing Tag

Manish Sisodia

ମନୀଷ ସିସୋଦିଆଙ୍କ ୫୨ କୋଟି ଟଙ୍କାର ସମ୍ପତ୍ତି ଜବତ କଲା ଇଡି

ନୂଆଦିଲ୍ଲୀ: ଅବକାରୀ ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ, ତାଙ୍କ ପତ୍ନୀ ଓ ଅନ୍ୟ ୩ଜଣ ଅଭିଯୁକ୍ତଙ୍କର ୫୨.୨୪ କୋଟି ଟଙ୍କା ସମ୍ପତ୍ତି ଜବତ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ସିସୋଦିଆ ଓ ତାଙ୍କ ପତ୍ନୀ ସୀମାଙ୍କ ନାମରେ ଥିବା ୭୦…

ସିସୋଦିଆଙ୍କ ଜାମିନ ଆଦେଶ ଉପରେ ଶୁଣାଣି କରିବେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ: ଦିଲ୍ଲୀରେ ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଜେଲରେ ଅଛନ୍ତି। ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ଅର୍ଥାତ୍ ଇଡି ଏହି ଘଟଣାର ତଦନ୍ତ ଜାରି ରଖିଛି। ସେପଟେ ଆଜି ଅପରାହ୍ନ ୨.୩୦ରେ ସିସୋଦିଆଙ୍କ ଜାମିନ ଆଦେଶ ଉପରେ ଦିଲ୍ଲୀ ହାଇକୋର୍ଟ ରାୟ ଘୋଷଣା…

ସିସୋଦିଆଙ୍କ ଅନ୍ତରୀଣ ଜାମିନ ଆବେଦନକୁ ଖାରଚ କଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଆପ୍ ନେତା ମନୀଷ ସିସୋଦିଆଙ୍କୁ ଝଟକା। ତାଙ୍କ ଅନ୍ତରୀଣ ଜାମିନ ଆବେଦନ ଅଗ୍ରାହ୍ୟ କରିଛନ୍ତି ଦିଲ୍ଲୀ ହାଇକୋର୍ଟ। ସିସୋଦିଆ ନିଜ ଅସୁସ୍ଥ ପତ୍ନୀଙ୍କୁ ଭେଟିବା ଲାଗି ଅନ୍ତରୀଣ ଜାମିନ ଆବେଦନ କରିଥିଲେ। ଉଚ୍ଚ ନ୍ୟାୟାଳୟ କହିଛନ୍ତି ଯେ…

ମନୀଷ ସିସୋଦିଆଙ୍କୁ ନିରାଶ କଲେ ଅଦାଲତ, ଏପ୍ରିଲ ୧୭ ପର୍ଯ୍ୟନ୍ତ ହାଜତ ମିଆଦ ବୃଦ୍ଧି

ନୂଆଦିଲ୍ଲୀ : ମଦ ଦୁର୍ନୀତି ମାମଲାରେ ଛନ୍ଦି ହୋଇ ବିଚାର ବିଭାଗୀୟ ହାଜତରେ ଥିବା ଦିଲ୍ଲୀର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ସୋମବାର ନିରାଶ ହେବାକୁ ପଡ଼ିଛି । କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଦ୍ୱାରା ତଦନ୍ତ କରାଯାଉଥିବା ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀର ରୌଜ୍‌…

ତିହାରରୁ ସିସୋଦିଆଙ୍କ ତୀର! କଏଦ କରି କଷ୍ଟ ଦେଇ ପାରନ୍ତି କିନ୍ତୁ ମୋ ମନୋବଳ ଭାଙ୍ଗିବନି

ନୂଆଦିଲ୍ଲୀ : ତିହାର ଜେଲରେ ଥାଇ ବି ଜୋଶଭରା ଅନ୍ଦାଜରେ ବୟାନ ରଖିଛନ୍ତି ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ । ନିଜ ଅଫିସିଆଲ୍ ଟ୍ୱିଟର ଆକାଉଣ୍ଟ ଜରିଆରେ ସାହେବ ସମ୍ବୋଧନ ସହ ସିସୋଦିଆ କହିଛନ୍ତି, ଜେଲରେ ମୋତେ ପୁରାଇ ମୋତେ କଷ୍ଟ ଦେଇ ପାରନ୍ତି କିନ୍ତୁ ମୋର ମନୋବଳ ଭାଙ୍ଗି…

ଜାମିନ୍ ଶୁଣାଣି ପୂର୍ବରୁ ମନୀଷ ସିସୋଦିଆଙ୍କୁ ଗିରଫ କଲା ED

ନୂଆଦିଲ୍ଲୀ: ସିବିଆଇ ପରେ ମନୀଷ ସିସୋଦିଆଙ୍କୁ ଇଡି ଗିରଫ ଦର୍ଶାଇଛି । ପୂର୍ବତନ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଆଜି ଜେରା ପରେ ଗିରଫ ଦର୍ଶାଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଆଜି ଦିନ ୧୦ଟାରୁ ତିହାର ଜେଲରେ ସିସୋଦିଆଙ୍କୁ ଦିନ ୧୦ଟାରୁ ଇଡି ଜେରା ଆରମ୍ଭ କରିଥିଲା । ମନି…

‘କୁଖ୍ୟାତ କଏଦୀଙ୍କ ସହ ସିସୋଦିଆ’, ଜେଲରେ ହତ୍ୟା କରିବାକୁ ଷଡ଼ଯନ୍ତ୍ର ହୋଇଥିବା ‘ଆପ୍’ର ଅଭିଯୋଗ

ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମନୀଷ ସିସୋଦିଆଙ୍କ ଗିରଫଦାରୀକୁ ନେଇ ରାଜନୀତି ଥମୁନି । ଆମ୍ ଆଦମୀ ପାର୍ଟିର ବିଧାୟକ ସୌରଭ ଭରଦ୍ୱାଜ କହିଛନ୍ତି, କେନ୍ଦ୍ର ସରକାରଙ୍କ ଷଡ଼ଯନ୍ତ୍ର ପାଇଁ ଆଜି ଜେଲରେ ମନୀଷ ସିସୋଦିଆ । ତାଙ୍କୁ ଷଡ଼ଯନ୍ତ୍ର କରି ତିହାରର ୧ ନମ୍ବର ଜେଲରେ…

କେନ୍ଦ୍ରୀୟ ସଂସ୍ଥାର ଅପବ୍ୟବହାର ନେଇ ପିଏମ୍ ମୋଦିଙ୍କୁ ୮ଟି ବିରୋଧୀ ଦଳର ଚିଠି, କଂଗ୍ରେସ ଚୁପ୍  

ନୂଆଦିଲ୍ଲୀ: ଇଡି, ସିବିଆଇ ଭଳି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ନିରପେକ୍ଷ ହୋଇ କାମ କରୁନାହାଁନ୍ତି । କେନ୍ଦ୍ର ସରକାରଙ୍କ ହାତବାରିସୀ ହୋଇ କାମ କରୁଥିବା ଅଭିଯୋଗ କରିଛନ୍ତି ବିରୋଧୀ । ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଗିରଫ ପରେ ସିବିଆଇ ଓ କେନ୍ଦ୍ର ସରକାରଙ୍କୁ ନେଇ ରାଜନୀତି…

୧୮ ଫୋନ, ୪ ନମ୍ବର ବ୍ୟବହାର କରୁଥିଲେ ସିସୋଦିଆ, ଦିନକରେ ବଦଳାଉଥିଲେ ୩ ମୋବାଇଲ

ନୂଆଦିଲ୍ଲୀ: କେନ୍ଦ୍ରୀୟ ଯାଞ୍ଚ ବ୍ୟୁରୋ ଏବଂ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆଙ୍କ ନାଁରେ ଚାର୍ଜସିଟ ଦାଖଲ କରିସାରିଛି । ଚାର୍ଜସିଟିରେ ଦୁଇ ଯାଞ୍ଚ ଏଜେନ୍ସି  ମନୀଷଙ୍କ ବିରୋଧରେ ଉଲ୍ଲେଖ କରିଛନ୍ତି, ସେ ୧୧ଟି ଫୋନ କିଣିଥିଲେ । ଏସବୁ…

ଦିଲ୍ଲୀ ମଦ ନୀତି ମାମଲାରେ ମନୀଷ ସିସୋଦିଆଙ୍କୁ ଗିରଫ କଲା ସିବିଆଇ

ନୂଆଦିଲ୍ଲୀ: ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ସିବିଆଇ ଗିରଫ କରିଛି । ଦିଲ୍ଲୀ ମଦ ଦୁର୍ନୀତି ଅଭିଯୋଗ ମାମଲାରେ ସିସୋଦିଆଙ୍କୁ ଗିରଫ କରିଛି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା । ଆଜି ସକାଳୁ ସିବିଆଇ ପ୍ରାୟ ୯ ଘଣ୍ଟା ଧରି ସିସୋଦିଆଙ୍କୁ ଜେରା କରିବା ପରେ ଗିରଫ କରିଛି । ଜେରା…