Latest Odisha News

BREAKING NEWS

Browsing Tag

manmohan samal

ଓଡ଼ିଶା ଆସିବେ ବିଜେପି କେନ୍ଦ୍ରୀୟ ନେତୃତ୍ବ; କରିବେ ସମୀକ୍ଷା, ଦେବେ ଗୁରୁମନ୍ତ୍ର 

ଭୁବନେଶ୍ୱର : ଶିବରାଜ ସିଂ ଚୌହାନଙ୍କ ଠୁ ଆରମ୍ଭ କରି ଜେ ପି ନଡ୍ଡା।ନୀତିନ ଗଡ଼କରୀଙ୍କ ଠୁ ରାଜନାଥ ସିଂ। ବିଜେପିର କେନ୍ଦ୍ରୀୟ ଟିମ୍ ଏବେ ଓଡ଼ିଶା ପାଇଁ ଚଲେଇଛି ଗୋଟି ଚାଳନା। ୨୪ ନିର୍ବାଚନ ପାଇଁ ଏବେଠୁ ଅଣ୍ଟା ଭିଡିଲାଣି ରାଜ୍ୟ ବିଜେପି । ସଜାଡ଼ିଲଣି ମଇଦାନ, ଆରମ୍ଭ କଲାଣି ରଣନୀତି। ଚଳିତ…

୯ ବର୍ଷରେ ମୋଦି ଯାହା କରିଛନ୍ତି, ସ୍ୱାଧୀନତା ପରଠାରୁ ଲୋକଙ୍କ ପାଇଁ ହୋଇନଥିଲା: ମନମୋହନ

ଭୁବନେଶ୍ୱର: ମୋଦି ସରକାରଙ୍କ ସେବା, ସୁଶାସନ ଓ ଗରୀବକଲ୍ୟାଣର ଗତ ୯ ବର୍ଷର ସଫଳତାକୁ ପ୍ରତ୍ୟେକ ଘରେ ଘରେ ପହଂଚାଇବା ପାଇଁ ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ସଭାପତି ଶ୍ରୀ ଜଗତ୍ ପ୍ରକାଶ ନଡ୍ଡାଙ୍କ ନିର୍ଦ୍ଦେଶକ୍ରମେ ମାସେ ବ୍ୟାପି ‘ମହା ଜନସଂପର୍କ ଅଭିଯାନ’ର ଚାଲିଛି । ଆଜି ଭଦ୍ରକ ଜିଲ୍ଲା…

ବିଜେପିର ‘ଜନସମ୍ପର୍କ ଅଭିଯାନ’, ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର: କେନ୍ଦ୍ରର ମୋଦି ସରକାରକୁ ୯ ବର୍ଷ ପୂରିଛି । ୯ ବର୍ଷରେ ସରକାର କଣ କଣ କରିଛନ୍ତି । ଦେଶ କେତେ ବଦଳିଛି ? ମୋଦି ସରକାରର ଗୌରବମୟ ୯ ବର୍ଷ ଶାସନର ସଫଳତାକୁ ନେଇ ଦଳ ମାସେ ବ୍ୟାପୀ ‘ଜନସମ୍ପର୍କ ଅଭିଯାନ’ ଆରମ୍ଭ କରିବ । ଆଉ ଏହି ‘ଜନସମ୍ପର୍କ ଅଭିଯାନ’ରେ ଯୋଗ ଦେବାକୁ ଓଡ଼ିଶା…

ଝାରସୁଗୁଡ଼ା ଫଳାଫଳର ସମୀକ୍ଷା କରିବୁ: ବିଜେପି

ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡିର ବିଜୟ ହୋଇଛି । ବିଜେଡି ପ୍ରାର୍ଥୀ ଦୀପାଳି ଦାସ ୪୮ ହଜାର ୭୨୧ ଭୋଟ୍ ବ୍ୟବଧ୍ୟାନରେ ବିଜେପିର ଟଙ୍କଧର ତ୍ରିପାଠୀଙ୍କ ଠାରୁ ବିଜୟୀ ହୋଇଛନ୍ତି । ଝାରସୁଗୁଡ଼ା ଉପନିର୍ବାଚନ ଫଳାଫଳ ଆସିବା ପରେ ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ବିଜେପି ସଭାପତି…

‘ରାଜ୍ୟ ବିଜେପି’ ସତରେ ଲଢ଼ିବ ନା ଖାଲି ଲଢେଇ କଥା କହିବ?

ଭୁବନେଶ୍ୱର: ଓଡିଶାକୁ ନେଇ ବିଜେପିର ସ୍ୱତନ୍ତ୍ର ପ୍ଲାନ କଣ ? ରାଜ୍ୟ ବିଜେପିର ନୂଆ ମଙ୍ଗୁଆଳ ଦାୟିତ୍ୱ ନେଇ ମନମୋହନ ସାମଲ ଦିଲ୍ଲୀ ଗସ୍ତ କରି ପ୍ରଧାନମନ୍ତ୍ରୀ ଓ ଅନ୍ୟ ବରିଷ୍ଠ ନେତାଙ୍କୁ ଭେଟି ଓଡିଶା ଫେରିବା ପରେ ଏଭଳି ଚର୍ଚ୍ଚା ଜୋର ଧରିଛି। ରାଜ୍ୟରେ ୫୧ ପ୍ରତିଶତରୁ ଅଧିକ ଭୋଟ ପାଇଁ…

ଦିଲ୍ଲୀରେ ପିଏମ୍ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ଭୁବନେଶ୍ୱର: ରାଜ୍ୟ ବିଜେପିର ନୂଆ ସଭାପତି ମନମୋହନ ସାମଲ ଦଳର ସ୍ଥାପନା ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଆଲୋଚନା କରିଛନ୍ତି । ଏନେଇ ମନମୋହନ ଟ୍ୱିଟ୍ କରି ଲେଖିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ସହ ବେଶ୍ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ପ୍ରଧାନମନ୍ତ୍ରୀ ତାଙ୍କର ବହୁ…

ଆଗ୍ରେସିଭ ରାଜ୍ୟ ବିଜେପି, କେନ୍ଦ୍ରର ସହଯୋଗ ମିଳିବ ତ?

ଭୁବନେଶ୍ୱର: ଆକ୍ରମଣତ୍ମକ ମୁଦ୍ରାରେ ରାଜ୍ୟ ବିଜେପି। ନୂଆ ଆଗ୍ରେସିଭ ଟିମକୁ ନେଇ ଆଗାମୀ ସାଧାରଣ ନିର୍ବାଚନରେ ଶାସନକୁ ଆସିବାକୁ ଯୋଜନା କରୁଛି ଦଳ। ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର ଶାସକ ଦଳ ଉପରେ ଲଗାତର ବର୍ଷି ଚାଲିଛନ୍ତି। ବହୁ ସମ୍ବେଦନଶୀଳ ପ୍ରସଙ୍ଗରେ ଶାସକ ଦଳର ମଙ୍ଗୁଆଳଙ୍କୁ…

ଦାୟିତ୍ୱ ନେଲେ ମନମୋହନ ସାମଲ, କହିଲେ ‘ଓଡ଼ିଆଙ୍କ ସ୍ୱର ପାଲଟିବ ବିଜେପି’

ଭୁବନେଶ୍ୱର:  ରାଜ୍ୟ ବିଜେପିର ନୂତନ ସଭାପତି ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ମନମୋହନ ସାମଲ । ଦଳୀୟ କାର୍ଯ୍ୟାଳୟରେ ମନମୋହନଙ୍କୁ ବିପୁଳ ସ୍ୱାଗତ କରାଯାଇଛି । ଏହି ଅବସରରେ ମନମୋହନ ସାମଲ କହିଛନ୍ତି, ଭାରତୀୟ ଜନତା ପାର୍ଟି ହେଉଛି ଆଭ୍ୟନ୍ତରୀଣ ଗଣତାନ୍ତ୍ରିକ ଏବଂ କ୍ୟାଡର ଭିତ୍ତିକ…

ବିଜେପିର ନୂଆ ଫଣ୍ଡା, ଆନୁଗତ୍ୟ ନୁହେଁ ପ୍ରଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର: ଆଗାମୀ ନିର୍ବାଚନ ପାଇଁ ସଜାଡି ହେଉଛି ବିଜେପି। ସୁନୀଲ ବଂଶଲ ବିଜେପିର କ୍ଷେତ୍ରିୟ ପ୍ରଭାରୀ ଦାୟୀତ୍ୱ ନେବା ସହ ଜୟନାରାୟଣ ବିରୋଧୀ ଦଳ ନେତା ପଦ ସମ୍ଭାଳିଛନ୍ତି। ଏବେ ଆଉ ଜଣେ ପୁରୁଖା ଅନୁଭବୀ ନେତା ମନମୋହନ ସାମଲ ରାଜ୍ୟ ବିଜେପିର ସଭାପତି ପଦ ମଣ୍ଡନ କରିଛନ୍ତି। ବଂଶଲ ପ୍ରଭାରୀ…