କରୋନା ସଂକ୍ରମଣ ବୃଦ୍ଧି ପରେ ଆଲର୍ଟ ମୋଡରେ କେନ୍ଦ୍ର, ସ୍ୱାସ୍ଥ୍ୟମନ୍ତ୍ରୀମାନଙ୍କ ସହ ବୈଠକ କରିବେ ମନସୁଖ ମାଣ୍ଡବୀୟ
ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବଢୁଥିବାରୁ ଏହାର କିପରି ମୁକାବିଲା କରାଯାଇପାରିବ ସେନେଇ ତତ୍ପରତା ପ୍ରକାଶ କରିଛନ୍ତି କେନ୍ଦ୍ର ସରକାର । ଦେଶର କୋଭିଡ୍ ସ୍ଥିତି ନେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବୀୟ ଶୁକ୍ରବାର ଅପରାହ୍ନରେ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ…