ମାତିଲେ ମାଓବାଦୀ; ଦନ୍ତେୱାଡାରେ ଇନଫର୍ମର ସନ୍ଦେହରେ ହତ୍ୟା, ବିଜାପୁରରେ ବିଛାଇଲେ ଲାଣ୍ଡମାଇନ
ମାଲକାନଗିରି : ସୀମାନ୍ତରେ ପୁଣି ମାତିଲେ ମାଓବାଦୀ । ଛତିଶଗଡରେ ଇନଫର୍ମର ସନ୍ଦେହରେ ଜଣଙ୍କୁ ହତ୍ୟା କରିଥିବାବେଳେ ଯବାନଙ୍କୁ ଟାର୍ଗେଟ କରି ଲାଣ୍ଡମାଇନ ବିଛାଇଥିଲେ ।
ମାଲକାନଗିରି ଛତିଶଗଡ ସିମାନ୍ତ ଦନ୍ତେୱାଡା ଜିଲ୍ଲାରେ ଦେଖା ଦେଇଛି ମାଓ ହିଂସା । ପୋଲିସ ଇନଫର୍ମର ସନ୍ଦେହରେ ଜଣେ…