Latest Odisha News

BREAKING NEWS

Browsing Tag

Maoist Attack

ମାଓବାଦୀଙ୍କ ଆକ୍ରମଣରେ ୩ ଜଣ CRPF ଯବାନ ସହିଦ

ନୂଆପଡ଼ା: ସୀମାନ୍ତରେ ନକ୍ସଲଙ୍କ ବଡ଼ ଆକ୍ରମଣ । ଗୋଟିଏ କ୍ୟାମ୍ପରୁ ଅନ୍ୟ କ୍ୟାମ୍ପକୁ ଯିବାବେଳେ ସିଆରପିଏଫ୍ ଯବାନଙ୍କ ଉପରେ ଆକ୍ରମଣ କରିଛନ୍ତି ମାଓବାଦୀ । ମାଓବାଦୀଙ୍କ ଆକ୍ରମଣରେ ୩ ଯବାନ ସହିଦ ହୋଇଥିବା ବେଳେ ୭ ଜଣ ଯବାନ ଗୁରୁତର ହୋଇଥିବା ସୂଚନା ମିଳିଛି । ଏବେବି ଉକ୍ତ ସ୍ଥାନରେ…

ଲାଲବାହିନୀର ଲଙ୍କାକାଣ୍ଡ: ଜାଳିଦେଲେ ୫ଟି ଗାଡ଼ି, ଜଣଙ୍କୁ ଅପହରଣ

ମାଲକାନଗିରି: ପୁଣି ମାତିଲେ ମାଓବାଦୀ । ମାଲକାନଗିରି ସୀମାନ୍ତ ଛତିଶଗଡ଼ର ଗରିଆବନ୍ଧ ଜିଲ୍ଲାରେ ଲଙ୍କାକାଣ୍ଡ ଘଟାଇଛନ୍ତି । ପିପଲଖୁଟା ଗାଁ ନିକଟରେ ୫ରୁ ଅଧିକ ଗାଡ଼ିରେ ନିଆଁ ଲଗାଇ ଦେଇଛନ୍ତି ମାଓବାଦୀ । ଏହାପରେ ଠିକାକାମରେ ନିୟୋଜିତ ଜଣେ ସୁପରଭାଇଜରଙ୍କୁ ଅପହରଣ କରି ନେଇଥିବା ସୂଚନା…

ମାଓବାଦୀଙ୍କ ବିସ୍ଫୋରଣରେ ଥରିଲା ନାରାୟଣପୁର

ମାଲକାନଗିରି: ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ । ଛତିଶଗଡ ନାରାୟଣପର ଜିଲ୍ଲାରେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ । ଶକ୍ତିଶାଳୀ ବିସ୍ଫୋରଣରେ ଉଡିଲା ଡିଆରଜି ଯବାନଙ୍କ ବସ୍ । ଗୁରୁତରଙ୍କ ସଂଖ୍ୟା ୧୦ ଟପିଥିଲାବେଳେ ସହିଦ ହୋଇଛନ୍ତି ୫ ଯବାନ ।

ପୋଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି : ମାଲକାନଗିରି ଆନ୍ଧ୍ର ସୀମାନ୍ତ ବିଶାଖାପାଟଣା ଜିଲ୍ଲାରେ ମାଓ ହିଂସା । ପୋଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ଗୁଳି କରି ହତ୍ୟା କରିଛନ୍ତି ଲାଲ୍ ବାହିନୀ । ଗୁଡେମ ଥାନା ଅନ୍ତର୍ଗତ କୋଟାପାଲମ୍ ଗ୍ରାମର କୋରା ପିଲ୍କୁ ପୂର୍ବରୁ ନକ୍ସଲ ସଂଗଠନରେ ଯୋଗ ଦେଇଥିଲେ । କିନ୍ତୁ ପରେ…