Latest Odisha News

BREAKING NEWS

Browsing Tag

maoist killed

ଛତିଶଗଡରେ ୪ ମାଓବାଦୀ ନିପାତ, ୩ ରାଇଫଲ୍ ଜବତ

ରାୟପୁର: ଛତିଶଗଡରେ ୪ ମାଓବାଦୀ ନିପାତ । ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଟଳିଲେ ୪ ମାଓବାଦୀ । ଏହାସହିତ ସେମାନଙ୍କ ଠାରୁ ୩ଟି ରାଇଫଲ୍ ଜବତ ହୋଇଛି । ନିହତ ୪ ମାଓବାଦୀ ମଧ୍ୟରୁ ୨ଜଣ ମହିଳା । ବିଜେପୁର ପୋମରା ଗାଁରେ ସକାଳ ସାଢେ ସାତଟାରେ ଏନକାଉଣ୍ଟର ହୋଇଛି । ସୁରକ୍ଷାକର୍ମୀ ଓ ମାଓବାଦୀ…

ପୋଲିସ ଇନଫର୍ମର ସନ୍ଦେହରେ ଜଣେ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି: ପୁଣି ମାତିଲେ ମାଓବାଦୀ । ନୂଆବର୍ଷ ଆରମ୍ଭରୁ ପୋଲିସ ଇନଫର୍ମର ସନ୍ଦେହରେ ମୁଣ୍ଡ ନେଲା ଲାଲବାହିନୀ । ପୋଲିସ ଇନଫର୍ମର ସନ୍ଦେହରେ ଜଣେ ଗ୍ରାମବାସୀଙ୍କୁ ଗଳା କାଟି ହତ୍ୟା କଲେ ମାଓବାଦୀ । ମାଲକାନଗିରି ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାରେ ଏହି ହିଂସା କାଣ୍ଡ ଘଟିଛି ।…

ପୁଲିସ-ମାଓ ମୁହାଁମୁହିଁ, ଜଣେ ମାଓବାଦୀ ମୃତ

ମାଲକାନଗିରି : ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରେ ପୋଲିସ ମାଓ ଗୁଳିବିନିମୟ । ଏଥିରେ ଜଣେ ଯବାନ ଆହତ ହୋଇଥିବା ବେଳେ ଆଉ ଜଣେ ମାଓବାଦୀର ମୃତ୍ୟୁ ହୋଇଥିବା ଜଣାପଡିଛି । ତେବେ ଆଉ କିଛି ମାଓବାଦୀ ଆହତ ହୋଇଥିବା ଅନୁମାନ କରାଯାଉଛି । ବିଜାପୁର ଜିଲ୍ଲା ଉସୁର ଥାନା ଅନ୍ତର୍ଗତ…