Latest Odisha News

BREAKING NEWS

Browsing Tag

Maoist

ନୂଆପଡ଼ାରେ ଲାଲ୍ ତାଣ୍ଡବ, ପୋଲିସ ଇନଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା କଲେ ମାଓବାଦୀ

ନୂଆପଡ଼ା: ପୁଣି ମାତିଲେ ମାଓବାଦୀ । ସୁନାବେଡ଼ା ଅଭୟାରଣ୍ୟ ଅଞ୍ଚଳରେ ମାଓବାଦୀ ଗୁରୁବାର ବିଳମ୍ବିତ ରାତିରେ ଜଣଙ୍କୁ ହତ୍ୟା କରିଛନ୍ତି । ପୋଲିସ ଇନଫର୍ମର ସନ୍ଦେହରେ ମାଓବାଦୀ ଢେକୁନପାଣି ଗାଁ ମୁଣ୍ଡରେ ୪୦ ବର୍ଷୀୟ ଅନନ୍ତରାମ ରାଉତଙ୍କୁ ହତ୍ୟା କରିବା ପରେ ଫିଙ୍ଗି ଦେଇଛନ୍ତି । ଛତିଶଗଡ଼…

ମାଓବାଦୀଙ୍କ ସହିଦ ସପ୍ତାହ ଚାଲିଥିବା ବେଳେ ଏସଓପି ଭୁଲି ବାଇକରେ ମାଓ ଅଞ୍ଚଳ ଗସ୍ତ କଲେ ଜିଲ୍ଲାପାଳ

ରାୟଗଡ଼ା: ମାଓବାଦୀଙ୍କ ସହିଦ ସପ୍ତାହ ଚାଲିଥିବା ବେଳେ ନକ୍ସଲ ପ୍ରବଣ ଅଞ୍ଚଳରେ ରାୟଗଡ଼ା ଜିଲାପାଳ ସ୍ୱଧା ଦେବ ସିଂ ଓ ଆରକ୍ଷୀ ଅଧିକ୍ଷକ ବିବେକାନନ୍ଦ ଶର୍ମାଙ୍କ ଗସ୍ତକୁ ନେଇ ଚର୍ଚ୍ଚା ଜୋର ଧରିଛି । ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ୍ ନିୟମଗିରି ପାହାଡ଼ ପାରସାଲୀ ପଞ୍ଚାୟତ ଲାଖପଦର…

ବ୍ରହ୍ମପୁର ଏମକେସିଜି ମେଡ଼ିକାଲରେ ମାଓ ନେତା ସବ୍ୟସାଚୀ

ବ୍ରହ୍ମପୁର: କାନର ଅସ୍ତ୍ରୋପଚାର ପାଇଁ ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟରେ ଭର୍ତି ହୋଇଛନ୍ତି ମାଓନେତା ସବ୍ୟସାଚୀ ପଣ୍ଡା। ତାଙ୍କୁ ବ୍ରହ୍ମପୁର ମଣ୍ଡଳ କାରାଗାରରୁ ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସେ ବର୍ତ୍ତମାନ ଇଏନଟି…

କମ୍ବିଂ ଅପରେସନ୍ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ଫୁଲବାଣୀ: କନ୍ଧମାଳ ପୋଲିସକୁ ସଫଳତା । କମ୍ବିଂ ଅପରେସନ୍ ବେଳେ ଜବତ ହେଲା ବିପୁଳ ମାଓ ସାମଗ୍ରୀ । ଗୋଛlପଡ଼l ଥାନା ଅନ୍ତର୍ଗତ କୋଏର ମାଣ୍ଡୁ ପଞ୍ଚାୟତ ଶସିକେତତା ଗାଁ ନିକଟ ଜଙ୍ଗଲରେ ମାଓବାଦୀ ସାମଗ୍ରୀ ଲୁଚାଇ ରଖିଥିବା ବିଶ୍ୱସ୍ତ ସୂତ୍ରରୁ ଖବର ପାଇଥିଲା ପୋଲିସ । ୮ ତାରିଖରେ ଏସ୍ଓଜି ଓ…

ଲାଲବାହିନୀର ଲଙ୍କାକାଣ୍ଡ: ଜାଳି ଦେଲେ ଠିକା କମ୍ପାନୀର ଗାଡ଼ି

ରାୟଗଡ଼ା: ଲାଲବାହିନୀର ଲଙ୍କାକାଣ୍ଡ । ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡ଼ା ଗ୍ରାମରେ ହିଂସାକାଣ୍ଡ କରିଛନ୍ତି ମାଓବାଦୀ । ବୁଡାଗୁଡା ଗ୍ରାମରେ ଥିବା ଝଠଝଗଉ ନାମକ ଏକ ଠିକା କମ୍ପାନୀ କ୍ୟାମ୍ପରେ ବ୍ୟାପକ ପୋଡ଼ାଜଳା କରିଛନ୍ତି । ରାସ୍ତା ନିର୍ମାଣ ପାଇଁ ଥିବା ଗୋଟିଏ ଟ୍ରଲି ଓ…

ଛତିଶଗଡ଼ର କାଁକେର ଜିଲ୍ଲାରେ ଯବାନ ଓ ମାଓବାଦୀ ମୁହାଁମୁହିଁ

ମାଲକାନଗିରି: ବର୍ବରତାର ସମସ୍ତ ସୀମା ଲଂଘିଲେ ଲାଲ ବାହିନୀ । ପୁଣିଥରେ ଗୁଳି ବିନିମୟରେ ଜଣେ ଯବାନ ଗୁରୁତର । ମାଲକାନଗିରି ସୀମାନ୍ତ ଛତିଶଗଡ଼ କାଁକେର ଜିଲ୍ଲାରେ ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବା ସୂଚନା ରହିଛି । ଏପରିକି ଜିଲ୍ଲାର ତୋଡ଼କି ଥାନା ଅନ୍ତର୍ଗତ କୋଷରଣ୍ଡା…

ସ୍ୱାଭିମାନ ଅଞ୍ଚଳରେ ମାଓବାଦୀଙ୍କ ଉଦ୍ଦେଶ୍ୟରେ ଗୁଇନ୍ଦା ବିଭାଗର ପୋଷ୍ଟର

ମାଲକାନଗିରି: ଲାଲଗଡ଼ରେ ରାଜ୍ୟ ଗୁଇନ୍ଦା ବିଭାଗର ପୋଷ୍ଟର । ମାଓବାଦୀଙ୍କ ଉଦ୍ଦେଶ୍ୟରେ ପୋଷ୍ଟର ଲଗାଯାଇଛି । ହିଂସା ଛାଡ଼ି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ଆହ୍ୱାନ ଦିଆଯାଇଛି । ପୋଷ୍ଟର ଲଗାଇ ଜାରି କରାଯାଇଛି ଫୋନ୍ ନମ୍ବର । ପୂର୍ବରୁ ମାଲକାନଗିରି ଜିଲ୍ଲାର ସ୍ୱାଭିମାନ ଅଞ୍ଚଳରେ…

ଛତିଶଗଡରେ ଲାଲ୍ ସେନା ଆତଙ୍କ, ଜାଳିଦେଲେ ୧୧ଗାଡି

ମାଲକାନଗିରି: ଛତିଶଗଡରେ ଜାରି ରହିଛି ମାଓବାଦୀଙ୍କ ଔଦ୍ଧତ୍ୟ । ବିକାଶକୁ ଲଗାତାର ବିରୋଧ କରୁଛି ଲାଲ୍ ସେନା । ଆତ୍ମଗର୍ବରେ ବଶୀଭୂତ ହୋଇ ଜାଳିଦେଲେ ୧୧ଟି ଗାଡି । ମାଓବାଦୀଙ୍କ ଲଙ୍କାକାଣ୍ଡରେ ଟ୍ରାକ୍ଟର, ରୋଡ୍ ରୋଲର୍ ଓ ଟ୍ରକ୍ ଜଳିପୋଡି ଧ୍ୱଂସ ହୋଇଥିବା ସୂଚନା ମିଳିଛି । ସଦ୍ୟ ରିପୋର୍ଟ…

କନ୍ଧମାଳ ଜିଲ୍ଲାରେ ୨ ଜଣଙ୍କୁ ହତ୍ୟା କଲେ ମାଓବାଦୀ, ପୋଲିସ ଇନଫର୍ମର ସନ୍ଦେହ

ଫୁଲବାଣୀ: ଲାଲବାହିନୀର ବର୍ବରତା । ଘରୁ ଡାକି ଆଣି ଦୁଇ ଜଣଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ବ୍ଲକ ଭଣ୍ଡରଙ୍ଗି ପଞ୍ଚାୟତରେ ଗତକାଲି ବିଳମ୍ବିତ ରାତିରେ ଏହି କାଣ୍ଡ ଘଟାଇଛନ୍ତି ମାଓବାଦୀ । ଘଟଣାସ୍ଥଳରେ ମାଓବାଦୀ ପୋଷ୍ଟର ଛାଡ଼ି ଯାଇଛନ୍ତି । ମୃତକଙ୍କ…

ସୁରକ୍ଷାବାହିନୀ-ମାଓବାଦୀ ଗୁଳିବିନିମୟ, ଖସିଗଲେ ମାଓ ନେତା

ମାଲକାନଗିରି: ମାଲକାନଗିରିର ସ୍ୱାଭିମାନ ଅଂଚଳରେ ଓଡିଶା-ଆନ୍ଧ୍ର ପୁଲିସର ମିଳିତ ଅପରେସନରେ ପୁଲିସକୁ ମିଳିଛି ବଡ ସଫଳତା । ଗତକାଲି ପାପେରମେଟଲା ଗ୍ରାମପଂଚାୟତ ଅନ୍ତର୍ଗତ ଗୁନାମାମୁଡି ଅଂଚଳରେ ପୁଲିସ-ମାଓବାଦୀ ଗୁଳିବିନିମୟ ଘଟିଥିଲା । ସର୍ଚ ଅପରେସନ ପରେ ଘଟଣାସ୍ଥଳରୁ ବିପୁଳ ପରିମାଣରେ…