Latest Odisha News

BREAKING NEWS

Browsing Tag

Maoist

ମାଲକାନଗିରିରୁ ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି: ମାଲକାନଗିରିର ଚିତ୍ରକୋଣ୍ଡା ବ୍ଲକ୍ ଅନ୍ତର୍ଗତ ଜୋଡମ୍ବା ପଞ୍ଚାୟତ ନିକଟ ଏକ ଜଙ୍ଗଲରୁ ସୁରକ୍ଷାକର୍ମୀ ମାନେ ସୋମବାର ଦିନ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି । ମାଲକାନଗିରି ଏସଡିପିଓ ପ୍ରହଲାଦ୍ ମୀନାଙ୍କ ସୂଚନାନୁଯାୟୀ, କିଛି ମାଓବାଦୀ ନିକଟ ଜଙ୍ଗଲରେ…

ଲାଲବାହିନୀ ବର୍ବରତା: ପୋଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ଗଳାକାଟି ହତ୍ୟା

ମାଲକାନଗିରି: ସ୍ୱାଭିମାନ ଅଞ୍ଚଳରେ ଲାଲ୍‌ବାହିନୀର ବର୍ବରକାଣ୍ଡ । ଜଣଙ୍କୁ ଗଳାକାଟି ହତ୍ୟା କରିଛନ୍ତି ମାଓବାଦୀ । ଆଉ ଦୁଇ ଜଣଙ୍କୁ ନିର୍ଧୂମ ମାଡ଼ ମାରିଛନ୍ତି । ଗୁରୁତର ଅବସ୍ଥାରେ ସେମାନଙ୍କୁ ଛାଡ଼ି ଦେଇଛନ୍ତି । ଯୋଡ଼ାମ୍ବ ଥାନା ଖଜୁରୀଗୁଡ଼ାରେ ଜଣଙ୍କୁ ଗଳାକାଟି ହତ୍ୟା କରିଛି…

ମାଓବାଦୀଙ୍କ ବର୍ବର କାଣ୍ଡ, ପୋଲିସ ଇନଫର୍ମର ସନ୍ଦେହରେ ୨ଜଣଙ୍କୁ ହତ୍ୟା

ମାଲକାନଗିରି: ପୁଣି ମାତିଲେ ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡଢ ବିଜାପୁର ଜିଲ୍ଲାରେ ମାଓବାଦୀମାନେ ଘଟାଇଛନ୍ତି ବର୍ବରକାଣ୍ଡ । ପୋଲିସ ଇନଫର୍ମର ସନ୍ଦେହରେ ୨ଜଣ ଲୋକ ପ୍ରତିନିଧିଙ୍କୁ ପରିବାର ସମ୍ମୁଖରେ ଧାରୁଆ ଅସ୍ତ୍ରରେ ହତ୍ୟା କରିଛନ୍ତି । ମୃତକଦ୍ୱୟ ହେଲେ ଗଙ୍ଗଲା…

ଯବାନଙ୍କ ଉପରୁ ଟଳିଲା ବିପଦ, ଲ୍ୟାଣ୍ଡମାଇନ୍‌କୁ ନିଷ୍କ୍ରିୟ କଲେ ସୁରକ୍ଷାକର୍ମୀ

ମାଲକାନଗିରି: ଯବାନଙ୍କ ଉପରୁ ଟଳିଲା ବଡ ଧରଣର ବିପଦ । ପଣ୍ଡ ହେଲା ମାଓବାଦୀଙ୍କ ଚାଲ୍ । ଲ୍ୟାଣ୍ଡମାଇନ୍‌କୁ ନିଷ୍କ୍ରିୟ କଲେ ସୁରକ୍ଷାକର୍ମୀ। ମାଲକାନଗିରି ସୀମାକୁ ଲାଗି ରହିଥିବା ସୁକମା ଜିଲ୍ଲାରେ ଏକ ବଡ ଦୁର୍ଘଟଣାକୁ ଏଡାଇ ଦିଆଯାଇଛି । ସୁକମା ଜିଲ୍ଲା କୋଂଟା ଥାନା ମୁରଲିଗୁଡା ରାସ୍ତା…

ପୋଲିସ ଏସ୍‌ଆଇଙ୍କୁ ଅପହରଣ ପରେ ହତ୍ୟା କଲେ ନକ୍ସଲ

ମାଲକାନଗିରି: ପୁଣି ମାଲକାନଗିରି ଜିଲ୍ଳା ସୀମାନ୍ତ ଛତିଶଗଡ ବିଜାପୁର ଜିଲ୍ଲାରେ ମାଲିତଲେ ନକ୍ସଲ । ଜଣେ ପୋଲିସ ଏସ୍‌ଆଇଙ୍କୁ ଅପହରଣ କରି ତାଙ୍କୁ ହତ୍ୟା କରିଛନ୍ତି । ମୃତ ଏଏସ୍‌ଆଇଙ୍କ ନାମ ନଗେୟା କର୍ସା ବୋଲି ଜଣାପଡ଼ିଛି। ଗତକାଲି ବିଳମ୍ବିତ ରାତିରେ ନଗେୟା କର୍ସା ଡିୟୁଟିରୁ ଫେରୁଥିବା…

ଆଜିଠୁ ମାଓବାଦୀଙ୍କ ସହିଦ ସପ୍ତାହ ପାଳନ

ମାଲକାନଗିରି: ସହିଦ ସପ୍ତାହ ପାଳନ କରୁଛନ୍ତି ମାଓବାଦୀ। ଆଜିଠାରୁ ଅଗଷ୍ଟ  ୩ ତାରିଖ ପର୍ଯ୍ୟନ୍ତ ସହିଦ ସପ୍ତାହ ପାଳନ ପାଇଁ ଆହ୍ୱାନ ଦେଇଛି ଲାଲବାହିନୀ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ମାଓବାଦୀ ଅଧ୍ୟୁଷିତ ଜିଲ୍ଲାଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ମାଓବାଦୀ  ସଂଗଠନର…

ମାଓ ପ୍ରଭାବିତ ଏସଆରଇ ଜିଲ୍ଲା ତାଲିକାରୁ ରାଜ୍ୟର ୫ ଜିଲ୍ଲା ବାଦ

ଭୁବନେଶ୍ୱର: ରାଜ୍ୟରେ କମୁଛି ମାଓବାଦୀଙ୍କ ଗତିବିଧି । ଏହାକୁ ଦୃଷ୍ଟିରେ ରଖି ମାଓବାଦୀ ପ୍ରଭାବିତ ଏସଆରଇ ଜିଲ୍ଲା ତାଲିକାରୁ ପାଞ୍ଚଟି ଜିଲ୍ଲାକୁ ବାଦ ଦେଇଛନ୍ତି ରାଜ୍ୟ ସରକାର । ଏହି ଜିଲ୍ଲାଗୁଡ଼ିକ ହେଲା ଅନୁଗୁଳ, ବୌଦ୍ଧ, ସମ୍ୱଲପୁର, ଦେବଗଡ଼ ଓ ନୟାଗଡ଼ । ଟ୍ୱିଟ୍ କରି ଏହି ସୂଚନା…

ମାଓବାଦୀଙ୍କୁ ମୁଖ୍ୟସ୍ରୋତରେ ସାମିଲ ହେବାକୁ ଆହ୍ୱାନ: ଡିଜିପି

କନ୍ଧମାଳ: କନ୍ଧମାଳରେ ମାଓ ସ୍ଥିତି ସମୀକ୍ଷା କରିଛନ୍ତି ପୋଲିସ ମହାନିର୍ଦ୍ଦେଶକ ଅଭୟ । ଏନ୍‌କାଉଣ୍ଟର ପାଇଁ କନ୍ଧମାଳ ପୋଲିସକୁ ଧନ୍ୟବାଦ ଜଣାଇଛନ୍ତି ଡିଜିପି। ଏହା ସହ ମାଓବାଦୀଙ୍କୁ ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ସେ ଆହ୍ବାନ ଦେଇଛନ୍ତି। ଆଗାମୀ ଦିନରେ କମ୍ବିଂ ଅପରେସନ ଜୋରଦାର କରାଯିବ…

ଛତିଶଗଡରେ ଏନକାଉଣ୍ଟର; ଜଣେ ମାଓବାଦୀ ମୃତ, ୪ ଯବାନ ଆହତ

ବିଜାପୁର: ଛତିଶଗଡର ବିଜାପୁର ଜିଲ୍ଲାର ପାମେଡ ଥାନା ଅନ୍ତର୍ଗତ ଜଙ୍ଗଲରେ ସୋମବାର ଦିନ ସିଆରପିଏଫ୍ ଯବାନଙ୍କ ସହ ମାଓବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ନକ୍ସଲ ନିପାତ ହୋଇଛନ୍ତି । ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ କିଛି ମାଓବାଦୀ…

ଡରାଇବାକୁ ଆସିଥିଲେ; ପଥର ମାଡରେ ଚାଲିଗଲା ଜୀବନ

ମାଲକାନଗିରି: ମାଳକାନଗିରି ଜିଲ୍ଳା ପାପେରମେଟାଲ ଥାନା ଅନ୍ତର୍ଗତ ଜନ୍ତୁରାଇ ଗ୍ରାମରେ ମାଓବାଦୀ କ୍ୟାଡର ଉପରେ ସ୍ଥାନୀୟ ବାସିନ୍ଦା ପଥର ମାଡ କରିଥିବା ନେଇ ଅଭିଯୋଗ ହୋଇଛି। ପ୍ରାପ୍ତ ସୂଚନାନୁଯାୟୀ ଗତକାଲି କିଛି ମାଓବାଦୀ ଉକ୍ତ ଗ୍ରାମମଧ୍ୟକୁ ପ୍ରବେଶ କରି ସ୍ୱାଧୀନତା ଦିବସ ପାଳନ…