Latest Odisha News

BREAKING NEWS

Browsing Tag

Maoists

ନବରଙ୍ଗପୁର ଏସପିଙ୍କ ବଡ଼ ବୟାନ, ‘ଝିଅ ଓ ମହିଳାଙ୍କୁ ଯୌନ ନିର୍ଯାତନା ଦେଉଛନ୍ତି ନକ୍ସଲ’

ନବରଙ୍ଗପୁର: ଦାନ୍ତେୱାଡ଼ା ବିସ୍ଫୋରଣ ପରେ ଓଡ଼ିଶାର ୩ ଜିଲ୍ଲାରେ ହାଇ ଆଲର୍ଟ ଜାରି ହୋଇଛି । ହାଇ ଆଲର୍ଟ ଭିତରେ ନବରଙ୍ଗପୁରରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ନବରଙ୍ଗପୁର ସୀମାନ୍ତ ଛତିଶଗଡ଼ ସୀମାରେ ଏସଓଜିର ୨ଟି ଟିମ୍ ମାଓ ବିରୋଧୀ ଅପରେସନ୍ ବେଳେ ଗୁଳି…

ଗନ୍ଧମାର୍ଦ୍ଦନରେ ଏସଓଜି-ମାଓବାଦୀ ଗୁଳି ବିନିମୟ, ୨ ମାଓବାଦୀ ନିହତ

ବଲାଙ୍ଗିର: ଏନକାଉଣ୍ଟରରେ ଟଳିଲେ ୨ ମାଓବାଦୀ । ଗୁରୁବାର ବଲାଙ୍ଗିରର ଗନ୍ଧମାର୍ଦ୍ଦନ ପାହାଡ଼ରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଏଥିରେ ୨ ଜଣ ମହିଳା ମାଓବାଦୀ ନିହତ ହୋଇଛନ୍ତି । ଏନେଇ ପ୍ରେସମିଟରେ ବିସ୍ତୃତ ସୂଚନା ଦେଇଛନ୍ତି ପୋଲିସ ଡିଜି ସୁନୀଲ ବଂଶଲ । ଗୁଇନ୍ଦା…

କନ୍ଧମାଳରେ ଲାଲ୍ ହିଂସା; ପୋଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ହତ୍ୟା, ଜାଳିଦେଲେ ୫ଟି ଗାଡ଼ି

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲାରେ ମାଓବାଦୀ ପୁଣି ଥରେ ପୋଲିସକୁ ଚ୍ୟାଲେଞ୍ଜ କରିଛନ୍ତି । ୨୪ ଘଣ୍ଟା ମଧ୍ୟରେ ମାଓବାଦୀ ଦୁଇ ଦୁଇଟି ହିଂସା ଘଟାଇଛନ୍ତି । ଗତକାଲି ବାଲିଗୁଡ଼ା ଥାନା ସୁଡ୍ରା ପଞ୍ଚାୟତ ଆମ୍ବାବାଡ଼ି ଗାଁରେ ଲାଲବାହିନୀ ଜଣେ ଯୁବକଙ୍କୁ ପୋଲିସ ଇନଫର୍ମର ସନ୍ଦେହର ବିଭତ୍ସ ଭାବେ…

ଖପ୍ରାଖୋଲ ବ୍ଲକରେ ପୁଣି ଲାଗିଲା ମାଓ ପୋଷ୍ଟର

ପାଟଣାଗଡ଼: ପୁଣି ଲାଗିଲା ମାଓ ପୋଷ୍ଟର । ଦୀର୍ଘ ଦିନ ପରେ ବଲାଙ୍ଗିର ଜିଲ୍ଲା ମାଓ ଅଧ୍ୟୁଷିତ ଖପ୍ରାଖୋଲ ବ୍ଳକରେ ଲାଲବାହିନୀ ପୁଣି ଉପସ୍ଥିତି ଜାହିର୍ କରିଛନ୍ତି । ଖପ୍ରାଖୋଲ ଥାନା ଠାରୁ ୬ କିଲୋମିଟର ଦୂର ଘୁନସର ବଜାରରେ ମାଓବାଦୀ ବଡ଼ ବଡ଼ ବ୍ଯାନର ଲଗାଇ ଥିବା ଦେଖିବାକୁ ମିଳିଛି ।…

ଛତିଶଗଡରେ ସଶସ୍ତ୍ର ମାଓବାଦୀଙ୍କ ଲଙ୍କାକାଣ୍ଡ

ମାଲକାନଗିରି: ମୋତେ ଯେତେ ମାଠିବୁ ମାଠ, ମୁଁ ସେଇ ଦରପୋଡା କାଠ୍ । ବାରମ୍ବାର କୁମ୍ବିଂ ଅପରେସନ୍ ଓ ଏନକାଉଣ୍ଟର୍ ପରେ ବି ସାବାଡ୍ ହେଉନାହାଁନ୍ତି ମାଓବାଦୀ । ଆଜି ଛତିଶଗଡ ବିଜାପୁର ଜିଲ୍ଲାରେ ଅଗ୍ନିକାଣ୍ଡ ଘଟାଇ ତାଣ୍ଡବ ରଚିଛନ୍ତି ସଶସ୍ତ୍ର ମାଓବାଦୀ । ଆଜି ବିଜାପୁର ଜିଲ୍ଲା…

ମାଓବାଦୀ ପ୍ରଜାକୋର୍ଟରେ ତିନିଜଣଙ୍କୁ ମୃତ୍ୟୁଦଣ୍ଡ

ମାଲକାନଗିରି: ପ୍ରତିଦିନ ସାମ୍ନାକୁ ଆସୁଛି ମାଓ ଶିବିର ଠାବ ଖବର ସାଙ୍ଗକୁ ଏନ୍‌କାଉଣ୍ଟର୍ ଘଟଣା । ତଥାପି ଚୁପ୍ ବସିନାହାଁନ୍ତି ମାଓ ସଙ୍ଗଠନ । ଖାସ କରି ଓଡିଶାର ମାଲକାନଗିରି ଓ ଛତିଶଗଡ ରାଜ୍ୟରେ ସକ୍ରିୟ ରହିଛନ୍ତି ଲାଲ ବାହିନୀ । ଆଜି ପ୍ରଜାକୋର୍ଟରେ ତିନିଜଣଙ୍କୁ ଇନ୍‌ଫର୍ମର୍ ସନ୍ଦେହରେ…

ମମିତା ମେହେର ହତ୍ୟା ମାମଲାରେ ନ୍ୟାୟ ମାଗିଲେ ମାଓବାଦୀ

ରାୟଗଡା: ମମିତା ମେହେର ହତ୍ୟା ମାମଲାକୁ ନେଇ ସରଗରମ ରହିଛି ଓଡିଶାର ରାଜନୈତିକ ମହଲ । ବିରୋଧ ଓ ପ୍ରତି-ବିରୋଧକୁ ନେଇ ମୁହାଁମୁହିଁ ହୋଇଛନ୍ତି ଶାସକ ଓ ବିରୋଧୀ ଦଳ । ତେବେ ଏହି ମାମଲାରେ ଏବେ ମାଓବାଦୀ ସଙ୍ଗଠନ ବି ସାମିଲ ହୋଇଛନ୍ତି । ପୋଷ୍ଟର ମାରିବା ସହ ମମିତାଙ୍କୁ ନ୍ୟାୟ ଦେବା ଲାଗି ଦାବି…

ସହିଦ ସପ୍ତାହ, ପୋଷ୍ଟର ଲଗାଇବାରେ ମାତିଛନ୍ତି ମାଓବାଦୀ

ନବରଙ୍ଗପୁର: ସୁଯୋଗ ମିଳିବା ମାତ୍ରେ ନିଜ ଉପସ୍ଥିତି ଜାହିର କରିବାକୁ ଚେଷ୍ଟା କରୁଛି ଲାଲ ବାହିନୀ । ଜୁଲାଇ ୨୮’ ତାରିଖଠୁ ଅଗଷ୍ଟ ୩’ ଯାଏଁ ସହିଦ ସପ୍ତାହ ପାଳନ କରିବାକୁ ଆହ୍ୱାନ ଦେଇଛନ୍ତି ମାଓବାଦୀ । ଏହି ଅଣସ୍ୱୀକୃତୀପ୍ରାପ୍ତ ଦିବସ ପାଳନ କରିବାକୁ ମାଓ ପ୍ରବଣ ଇଲାକରେ ଲୁଚିଛପି ଲୋକଙ୍କୁ…

ଝୁଲିଲା ବ୍ୟାନର୍‌, ଲାଲ ବାହିନୀ ଟାର୍ଗେଟ୍‌ରେ କେନ୍ଦୁପତ୍ର ବ୍ୟବସାୟୀ !

ମାଲକାନଗିରି: ସାବଧାନ କେନ୍ଦୁପତ୍ର ବ୍ୟବସାୟୀ ! ଏବେ ତୁମ ପାଳି । ମାଓବାଦୀଙ୍କ ତରଫରୁ କେନ୍ଦୁପତ୍ର ବ୍ୟବସାୟୀଙ୍କୁ କିଛି ଏପରି ଧମକ ମିଳିଛି । ମାଲକାନଗିରି କୋରୁକଣ୍ଡା ବ୍ଲକ ଅନ୍ତର୍ଗତ ନାକାମାମୁଡି ପଂଚାୟର ମୁଖ୍ୟ ରାସ୍ତାରେ ଧମକପୂର୍ନ ଲାଲରଙ୍ଗର ବ୍ୟାନର ଲଗାଇଛି ମାଓ ସଙ୍ଗଠନ ।…

ପୁଣି ମାତିଲେ ମାଓବାଦୀ, ଅଳ୍ପକେ ବର୍ତ୍ତିଲେ ଆଇଟିବିପି ଯବାନ !

ମାଲକାନଗିରି: ଛତିଶଗଡ ବିଜାପୁରରେ ସହିଦଙ୍କ ଜୁଇର ନିଆଁ ନଲିଭୁଣୁ, ପୁଣିଥରେ ସକ୍ରିୟ ହୋଇଛନ୍ତି ମାଓବାଦୀ । ଏକ ବଡ ଟାର୍ଗେଟରୁ ଅଳ୍ପକେ ବର୍ତ୍ତିଲେ ଯବାନ । ଛତିଶଗଡ କୁଶନାଡ କ୍ୟାମ୍ପର ୫୩ ବାଟାଲିୟନର ଆଇଟିବିପି ଯବାନମାନେ କୁମ୍ବିଂ ଅପରେସନରେ ଥିଲେ । ସେହି ସମୟରେ ମାଓବାଦୀମାନେ ସେମାନଙ୍କୁ…