ବିବାହର ୮ ବର୍ଷ ପରେ ସ୍ବାମୀଙ୍କଠୁ ଅଲଗା ହେବେ ଉର୍ମିଲା
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଉର୍ମିଲା ମାତୋଣ୍ଡକର ଅନେକସମୟ ଧରି ବଡ ପରଦାରୁ ଦୂରେଇ ରହିଛନ୍ତି। ତଥାପି ସେ ସୋସିଆଲ ମିଡିଆରେ ନିଜ ପ୍ରଶଂସକଙ୍କ ସହ ଯୋଡି ହୋଇ ରହିଥାନ୍ତି।
ହେଲେ ଏବେ ଜଣାପଡିଛି ଯେ ସେ ତାଙ୍କ ସ୍ୱାମୀଙ୍କଠାରୁ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ଉର୍ମିଲା ତାଙ୍କ…