Latest Odisha News

BREAKING NEWS

Browsing Tag

Marriage

ସୁପ୍ରିମକୋର୍ଟରେ ସମଲିଙ୍ଗୀ ବିବାହକୁ କେନ୍ଦ୍ରର ବିରୋଧ

ନୂଆଦିଲ୍ଲୀ: ଝିଅ-ଝିଅ ଓ ପୁଅ-ପୁଅ ମଧ୍ୟରେ ସମଲିଙ୍ଗୀ ବିବାହକୁ କେନ୍ଦ୍ର ସରକାରଙ୍କ ବିରୋଧ । ସମଲିଙ୍ଗୀ ବିବାହକୁ ମାନ୍ୟତା ଦେବା ନେଇ ସୁପ୍ରିମକୋର୍ଟରେ ହୋଇଥିବା ଆବେଦନକୁ ବିରୋଧ କରିଛନ୍ତି କେନ୍ଦ୍ର ସରକାର । ସୁପ୍ରିମକୋର୍ଟରେ କେନ୍ଦ୍ର ସରକାର ସତ୍ୟପାଠ ଦାଖଲ କରି ସମଲିଙ୍ଗୀ ବିବାହ ନେଇ…

ବିବାହ ପରେ ମହିଳା ମାନେ କାହିଁକି ଚିଡ଼ିଚିଡ଼ା ସ୍ୱଭାବର ହୋଇଯାଆନ୍ତି ?

ଦୁନିଆର ସବୁଠୁ ସମ୍ବେଦନଶୀଳ ସମ୍ପର୍କ ହେଉଛି ସ୍ବାମୀ ସ୍ତ୍ରୀଙ୍କ ସମ୍ପର୍କ । କଥା କଥାରେ ଲୋକେ କୁହନ୍ତି ସବୁଠୁ ଜଟିଳ ସମ୍ପର୍କ ହେଉଛି ସ୍ୱାମୀ ସ୍ତ୍ରୀ ସମ୍ପର୍କ । ସ୍ବାମୀ ସ୍ତ୍ରୀଙ୍କ ସମ୍ପର୍କ ଏପରି ସମ୍ପର୍କ ଯେଉଁଠି ସେମାନେ ଗୋଟିଏ ଛାତ ତଳେ ଏକାଠି ରହି , ଅନେକ ଗୁଡ଼ିଏ ଭଲ ଓ ଖରାପ…

ଏଠି ଯୌତୁକ ଦିଆଯାଏ ଲକ୍ଷ ଲକ୍ଷ ଟଙ୍କା; ହେଲେ ପୁଅ ଘର ଦିଅନ୍ତି ଝିଅ ଘରକୁ

ବେଜିଂ: ଝିଅଟିଏ ହେଲେ ପରିବାରରେ ଚିନ୍ତା ପଡିଯାଏ । ବାହାଘର ପାଇଁ କେତେ ଯୌତୁକ ରଖିବେ ଏବଂ କେମିତି ରଖିବେ ସେ ଚିନ୍ତା ଝିଅଟିର ଜନ୍ମ ବେଳରୁ ହିଁ ବାପା-ମା’ କରିଥାନ୍ତି ।  କାରଣ ଯୌତୁକ ଆମ ସମାଜର ଏକ ପ୍ରଥା ଯାହା ସମୟକ୍ରମେ କଳଙ୍କରେ ପରିଣତ ହୋଇଯାଇଛି । ଖାଲି  ଭାରତରେ ନୁହେଁ, ଅନେକ…

ଦ୍ୱିତୀୟ ଥର ପାଇଁ ବିବାହ ବନ୍ଧନରେ ଆବଦ୍ଧ ହେଲେ କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ର

ପିପିଲି : ବାହା ହେଲେ ଜୁନାଗଡ ବିଧାୟକ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର । ଦିବ୍ୟଶଙ୍କର ତାଙ୍କ ଜୁନାଗଡ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୋଲାମୁଣ୍ଡା ବ୍ଲକ ଦେକୋଟ ଗାଁର ପ୍ରିୟଙ୍କା ଅଗସ୍ତିଙ୍କୁ ବିବାହ କରିଛନ୍ତି । କ୍ୟାପଟେନ ଦିବ୍ୟଶଙ୍କରଙ୍କର ଏହା ଦ୍ୱିତୀୟ ବିବାହ । ପୁରୀ ପିପିଲିର ଏକ…

ଜଣେ ରାଜକୁମାରୀଙ୍କ ବାହାଘର; ବାପ ଦେଲେ ୩ କିଲୋ ସୁନା ସହ ରୂପାର ଖଟ ଓ ସୋଫା

ଜୟପୁର(ରାଜସ୍ଥାନ): ରାଜକୁମାରୀଙ୍କ ଭୋଗ ବିଳାସ, ଐଶ୍ୱର୍ଯ୍ୟପୂର୍ଣ୍ଣ ଜୀବନକାହାଣୀ ସମସ୍ତେ ଜାଣିଥିବେ । ରୂପା ପଲଙ୍କ..ସୁନା ଥାଳିଆା.. କଥା ଶୁଣିଲେ ହିଁ ମନେ ପଡିଯାଏ କାହାଣୀର ସେଇ ରାଜକୁମାରୀଙ୍କ କଥା । ହେଲେ ଆମେ ଏଠି ଯାହା କଥା କହିବାକୁ ଯାଉଛୁ ସେ କୌଣସି ରାଜଙ୍କ କୁମାରୀ ନୁହଁନ୍ତି…

ବେଦୀକୁ ଯିବା ପୂର୍ବରୁ ଟଳିପଡ଼ିଲା କନ୍ୟା, ସେହି ବେଦୀରେ ବାହାହେଲା କନ୍ୟାର ସାନ ଭଉଣୀ

ଗୁଜୁରାଟ : ବାଜୁଥିଲା ଶାହାନାଇ । ଚାଲିଥିଲା ବାହାଘର । ହେଲେ ହୋମ ନିଆଁ ଜଳିବା ପୂର୍ବରୁ ଜଳିଲା ଜୂଇ । ବାହା ବେଦୀକୁ ଯିବାପୂର୍ବରୁ ଟଳି ପଡ଼ିଥିଲେ କନ୍ୟା । ହଠାତ୍ ବିବାହ ଗୀତ ବାଜୁଥିବା ଘରେ ଶୋକର ଛାୟା ଖେଳିଯାଇଥିଲା। ଏଭଳି ହୃଦୟ ବିଦାରକ ଘଟଣା ଗୁଜୁରାଟର ଭାବନଗର ଅଞ୍ଚଳରେ ଦେଖିବାକୁ…

ବାହାଘର ପୂର୍ବରୁ ବିମାନବନ୍ଦରରୁ ବର ନିଖୋଜ

ଜୟପୁର: ବାହାଘର ପୂର୍ବରୁ ବର ନିଖୋଜ । ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏମିତି ଅଭିଯୋଗ ଆସିଛି ରାଜସ୍ଥାନରୁ । ସୂଚନା ଅନୁସାରେ, ଦକ୍ଷିଣ ଆଫ୍ରିକାରେ କାମ କରୁଥିବା ଯୁବକ ଜଣଙ୍କ ବାହାଘର ପାଇଁ ଫେରୁଥିଲେ । ଫେବ୍ରୁଆରୀ ୧୬ ତାରିଖରେ ମୁମ୍ବାଇ ବିମାନବନ୍ଦରରେ ବି ପହଞ୍ଚିଲେ । ହେଲେ ସେବେଠୁ ତାଙ୍କର…

ବେଦୀକୁ ଯିବା ପୂର୍ବରୁ ପ୍ରେମିକା ସାଥିରେ ଛୁ ମାରିଲା ବର, କନ୍ୟାକୁ ବାହା ହେଲା ସାନ ଭାଇ

ପିଲିଭିତ : ବାଜୁଥିଲା ବାଜା ଚାଲିଥିଲା ବିବାହ ପ୍ରସ୍ତୁତି  । ହଠାତ୍‌ ପଡ଼ିଥିଲା ଚହଳ । କାରଣ ବିବାହ କରିବାକୁ ଘରେ ନଥିଲେ ବର । ଫେସିଆଲ ବାହାନା ଦେଇ ଯାଇଥିଲେ କିନ୍ତୁ ଆଉ ଘରକୁ ଆସିନଥିଲେ  । ବିବାହର କିଛି ସମୟ ପୂର୍ବରୁ ବର ନିଖୋଜ ରହିବା ଘଟଣା ପରିବାରଲୋକଙ୍କୁ ବ୍ୟସ୍ତ ବିବ୍ରତ…

ପ୍ରେମ ପାଇଁ ସ୍ବିଡେନରୁ ଭାରତ ଆସିଲେ ପ୍ରେମିକା

ନୂଆଦିଲ୍ଲୀ : ପ୍ରେମ , ଅଢେଇ ଅକ୍ଷରର ଏହି ଶବ୍ଦରେ ଭରି ରହିଛି ଅନେକ ଗୁଡ଼ିଏ ମହତ୍ତ୍ବ । ପ୍ରେମ କେତେବେଳେ ଆଉ କାହା ସାଥିରେ ହୋଇଥାଏ ଜାଣା ପଡିନଥାଏ  । ସେଥିପାଇଁ ତ ପ୍ରେମକୁ ଅନ୍ଧବୋଲି କୁହାଯାଏ । ପ୍ରେମ ଦେଖେ ନାହିଁ ଜାତି କି ନୀତି  । ଆଉ ପ୍ରେମ ମାନେ ନାହିଁ ବୟସର ତାରତମ୍ୟ ।…

କେ.ଏଲ ରାହୁଲ ଓ ଆଥିଆ ଶେଟ୍ଟିଙ୍କ ବିବାହରେ ମୋବାଇଲ ବାରଣ

ନୂଆଦିଲ୍ଲୀ : ଜାନୁଆରୀ ୨୩ରେ ବିବାହ ବନ୍ଧନରେ ଆବଦ୍ଧ ହେବେ ଷ୍ଟାର ଇଣ୍ଡିଆନ କ୍ରିକେଟର କେ.ଏଲ ରାହୁଲ ଏବଂ ବଲିଉଡର ଅଭିନେତ୍ରୀ ଆଥିଆ ଶେଟ୍ଟି । ସାତ ଘେରା ବୁଲି ସାରା ଜୀବନ ପାଇଁ ସାଥି ହୋଇ ରହିବେ କେ.ଏଲ ରାହୁଲ  ଓ ଆଥିଆ  । ଖଣ୍ଡାଲା ସ୍ଥିତ ସୁନୀଲ ଶେଟ୍ଟୀଙ୍କ ବଙ୍ଗଳା ଠାରେ ବିବାହ…