Latest Odisha News

BREAKING NEWS

Browsing Tag

mask

ଆଉ ଏକ ଅନ୍ତର୍ଜାତୀୟ ପୁରସ୍କାର ଲାଭ କରିଛି ଓଡିଆ କ୍ଷୁଦ୍ର ଚଳଚ୍ଚିତ୍ର ‘ମାସ୍କ’

ବ୍ରହ୍ମପୁର: ଓଡିଶା ପ୍ରଶାସନିକ ସେବା (ଓଏଏସ୍) ର ଜଣେ ବରିଷ୍ଠ ଅଧିକାରୀ ଡ. ଶ୍ୱେତା କୁମାର ଦାଶଙ୍କ ନିର୍ଦ୍ଦେଶିତ ଓଡିଆ କ୍ଷୁଦ୍ର ଚଳଚ୍ଚିତ୍ର ‘ମାସ୍କ’ ଅନ୍ୟ ଏକ ଆନ୍ତର୍ଜାତୀୟ ପୁରସ୍କାର ଲାଭ କରିଛି। ନିକଟରେ ସାନ ଫ୍ରାନ୍ସିସ୍କୋରେ ଆୟୋଜିତ ସାମାଜିକ ଏବଂ ଅର୍ଥନୈତିକ ଜଷ୍ଟିସ୍ ଫିଲ୍ମ…

ମାସ୍କ ପାଇଁ ଜେଲ ଗଲେ, ଅଟକିଲା ବିବାହ

ମୁମ୍ବାଇ: ମାସ୍କ ନପିନ୍ଧିବା ଜଣେ ଯୁବକଙ୍କୁ ମାତ୍ରାଧିକ ମହଙ୍ଗା ପଡିଛି । ଏପରିକି ଜେଲ ଯିବା ସହ ତାଙ୍କ ବିବାହ ବି ଅଟକିଥିଲା । ଏଭଳି ଏକ ଘଟଣାକୁ ନେଇ ଚର୍ଚ୍ଚାକୁ ଆସିଛି ମୁମ୍ବାଇ ସହର । ତେବେ ଘଟଣାଟା ପଢିବାକୁ ଯେତିକି ସାଧାରଣ ଲାଗୁଛି, ଏହା ପଛର କାରଣ ବି ସେତିକି ଚକିତକର ।…

ଏବେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ; ସରକାର ଆଣୁଛନ୍ତି ନୂଆ ନିୟମ

ଜୟପୁର: ରାଜ୍ୟରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିବା ନେଇ ରାଜସ୍ଥାନ ସରକାର ବିଚାର ବିମର୍ଶ କରୁଛନ୍ତି । ବିଧାନସଭାର ଆଗାମୀ ଅଧିବେଶନରେ ସରକାର ଏସମ୍ବନ୍ଧୀୟ ବିଧେୟକ ଆଣିପାରନ୍ତି ବୋଲି ସୂଚନା ମିଳିଛି । ଏନେଇ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ ସୋମବାର ଦିନ ସୂଚନା ପ୍ରଦାନ କରିଛନ୍ତି ।…

ଏହି ମନ୍ଦିରରେ ପ୍ରସାଦ ଭାବେ ଠାକୁରଙ୍କୁ ଅର୍ପଣ ହେଉଛି ମାସ୍କ !

ବାରାଣସୀ: ଦେଶରେ ଭୟଙ୍କର ରୂପ ନେବାରେ ଲାଗିଛି ମହାମାରୀ କରୋନା । ପ୍ରତିଦିନ ପାଖାପାଖି ୫୦ ହଜାର ନୂଆ ଆକ୍ରାନ୍ତ ଦେଶରେ ଚିହ୍ନଟ ହେଉଛନ୍ତି। କରୋନା ଯୋଗୁଁ ଅନେକ ସ୍ଥାନରେ ଲାଗିଛି ଅନେକ ପ୍ରକାରର କଟକଣା । ଏହି ସଙ୍କଟ ସମୟରେ ସବୁ ଧାର୍ମିକ ସ୍ଥାନରେ ମଧ୍ୟ ରୀତିନୀତି ସବୁକୁ ବନ୍ଦ…

ପାଠକଙ୍କୁ ଖବରକାଗଜ ସହ ମାସ୍କ ଫ୍ରି

ଶ୍ରୀନଗର: କରୋନାଠାରୁ ରକ୍ଷା ପାଇବାର ଏକମାତ୍ର ଉପାୟ ହେଉଛି ସଚେତନତା । ଏଥିସହ ସାମାଜିକ ଦୂରତା ଓ ମାସ୍କ । ଏହି ଭାଇରସରୁ ବଂଚିବା ପାଇଁ ଏହା ନିହାତି ଜରୁରୀ । ତେବେ ଏହି ମହାମାରୀରୁ ଲୋକଙ୍କୁ ସଚେତନ କରିବା ଲାଗି ନିଜ ପାଠକଙ୍କୁ ତାଜା ଖବର ସହ ମାସ୍କ ଦେବାକୁ ଅଭିଯାନ ଆରମ୍ଭ କରିଛି ଏକ…

ମାସ୍କ, ପିପିଇ କିଟ୍ ଭଳି ମୋବାଇଲ କିଣାରେ ଦୁର୍ନୀତି ହୋଇଛି : ରାଜ୍ୟ କଂଗ୍ରେସ

ଭୁବନେଶ୍ୱର: କୋଭିଡ ସାମଗ୍ରୀ କିଣାରେ ଦୁର୍ନୀତି ନେଇ ବାରମ୍ବାର ଅଭିଯୋଗ ଆଣିବା ପରେ ଆଜି ମୋବାଇଲ କିଣାରେ ବି ଦୁର୍ନୀତି ହୋଇଥିବା ଅଭିଯୋଗ ଆଣିଛି ରାଜ୍ୟ କଂଗ୍ରେସ । କେନ୍ଦ୍ର ସରକାର ପ୍ରଦାନ କରିଥିବା ସ୍ପେଶିଫିକେସନ୍‌କୁ ବଦଳାଇ ରାଜ୍ୟ ସରକାର ମୋବାଇଲ କିଣିଛନ୍ତି ବୋଲି ସାମ୍ବାଦିକ…

ମାସ୍କ କିଣାକୁ ନେଇ ରାଜନୀତି ସରଗରମ

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସାମଗ୍ରୀ କିଣାକୁ ନେଇ ରାଜନୀତି ଦିନକୁ ଦିନ ତେଜିବାରେ ଲାଗିଛି । ବିରୋଧୀ ବିଜେପି ଓ କଂଗ୍ରେସର ତୁହାକୁ ତୁହା ଅଭିଯୋଗ ପରେ ଆଜି ସ୍ପଷ୍ଟୀକରଣ ରଖିଛି ବିଜେଡି । ସାମ୍ବାଦିକ ସମ୍ମିଳନୀ କରି ସାଂସଦ ସସ୍ମିତ ପାତ୍ର କହିଛନ୍ତି, କେନ୍ଦ୍ର ସରକାର ଯେଉଁ ଦର…

ମାସ୍କ କିଣା ଦୁର୍ନୀତିକୁ ନେଇ ଆଇଏଏସ ହେମନ୍ତ ଶର୍ମାଙ୍କ ନାଁରେ ଏତଲା

ଭୁବନେଶ୍ୱର: ମାସ୍କ କିଣାରେ ଦୁର୍ନୀତି ନେଇ ଆଇଏଏସ ହେମନ୍ତ ଶର୍ମାଙ୍କ ନାଁରେ ଥାନାରେ ଏତଲା ହୋଇଛି । କ୍ୟାପିଟାଲ ଥାନାରେ ଏତଲା ଦେଇଛି ଓଡିଶା ସୂଚନା ଅଧିକାରୀ ଅଭିଯାନ । ମାସ୍କ, ସାନିଟାଇଜରରେ ଦୁର୍ନୀତି ହୋଇ୍‌ଥିବା ଅଭିଯୋଗ ହୋଇଛି । ହେମନ୍ତ ଶର୍ମା, ଓ ତୃତୀୟ ମହଲାର ସମସ୍ତେ ଏଥିରେ…

ମାସ୍କ ବ୍ୟବହାର ନେଇ WHOର ନୂଆ ଗାଇଡଲାଇନ୍ ଜାରି

ନୂଆଦିଲ୍ଲୀ: ମାସ୍କର ବ୍ୟବହାର ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ନୂଆ ଗାଇଡଲାଇନ ଜାରି କରିଛି । ଗାଇଡାଲାଇନ୍‌ରେ କୁହାଯାଇଛି ଯେ, ସଂକ୍ରମିତ ସ୍ଥାନରେ ରୋଗୀଙ୍କ ସହ ମେଡିକାଲର ସମସ୍ତ କର୍ମଚାରୀ ମେଡିକାଲ ମାସ୍କ ପିନ୍ଧିବା ଜରୁରୀ । ଏମିତିକି କୋଭିଡ-୧୯ ସଂକ୍ରମଣ ନଥିବା ୱାର୍ଡରେ ମଧ୍ୟ ଡାକ୍ତର,…

ମାସ୍କ ନପିନ୍ଧିଲେ, ବାହାରେ ଛେପ ପକାଇଲେ ୫୦୦ଟଙ୍କା ଫାଇନ୍‌

ଭୁବନେଶ୍ୱର: ଜୁନ ମାସ ସବୁଠୁ ଗୁରୁତ୍ୱପୂର୍ଣ୍ଣ ବୋଲି ଆଜି କହିଛନ୍ତି ରାଜ୍ୟ ସରକାର । ଜୁନ୍ ମାସରେ ହିଁ କରୋନା ଅଧିକ କାୟା ମେଲାଇବା ସମ୍ଭାବନା ରହିଛି । ତେଣୁ ଏହି ମାସରେ ଅଧିକ ସତର୍କ ରହିବାକୁ ପଡିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି । ନୂଆ ଗାଇଡଲାଇନ୍ ଅନୁସାରେ ଏଣିକି ମାସ୍କ…