Latest Odisha News

BREAKING NEWS

Browsing Tag

Mass Education Department

ବଢ଼ିଲା ଖରା ଛୁଟି, ଜୁନ୍ ୨୧ରେ ଖୋଲିବ ସ୍କୁଲ୍

ଭୁବନେଶ୍ୱର: ଓଡ଼ିଶା ଜଳୁଥିବା ବେଳେ ବିଦ୍ୟାଳୟ ଗ୍ରୀଷ୍ମ ଅବକାଶକୁ ନେଇ ସରକାର ନେଇଛନ୍ତି ବଡ଼ ନିଷ୍ପତ୍ତି । ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଖରା ଛୁଟି ଅବଧିକୁ ବୃ୍ଦ୍ଧି କରିଛନ୍ତି । ଏନେଇ ବିଜ୍ଞପ୍ତି ପ୍ରକାଶ କରିଛି ବିଭାଗ । ଜୁନ୍ ୨୧ରେ ରାଜ୍ୟର ସମସ୍ତ ବିଦ୍ୟାଳୟ ଖୋଲିବ ବୋଲି କହିଛି…

ନିୟମିତ ହେବେ ଚୁକ୍ତିଭିତ୍ତିକ ଶିକ୍ଷକ, ବିଜ୍ଞପ୍ତି ପ୍ରକାଶ କଲା ଗଣଶିକ୍ଷା ବିଭାଗ

ଭୁବନେଶ୍ୱର: ରାଜ୍ୟରେ ଚୁକ୍ତିଭିତ୍ତିକ ଶିକ୍ଷକ ଭାବେ ନିଯୁକ୍ତ ପାଇଥିବା ଶିକ୍ଷକ ନିୟମିତ ହେବେ । ଏନେଇ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହାଦ୍ୱାରା ରାଜ୍ୟରେ ୧୮ ହଜାରରୁ ଅଧିକ ଶିକ୍ଷକ ଓ ଶିକ୍ଷୟିତ୍ରୀ ଉପକୃତ ହେବେ ।…

ରାଜ୍ୟରେ ୬୩ହଜାର ପ୍ରାଥମିକ ଶିକ୍ଷକଙ୍କୁ ପଦୋନ୍ନତି ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପାଇଁ ଖୁସି ଖବର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡକୁ କମ୍ କରାଯାଇଛି । ଏହାଦ୍ୱାରା ରାଜ୍ୟର ୬୩ହଜାର…

ଛାତ୍ରଛାତ୍ରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ଶିକ୍ଷାବର୍ଷ ଆରମ୍ଭରୁ ରିମେଡିଆଲ୍ କ୍ଲାସ୍

ଭୁବନେଶ୍ୱର: ଶିକ୍ଷାବର୍ଷ ଆରମ୍ଭରୁ ସ୍କୁଲ ଛାତ୍ରଛାତ୍ରୀଙ୍କ ରିମେଡିଆଲ କ୍ଲାସ କରାଯିବ । ପ୍ରଥମ ଦୁଇ ତିନି ମାସ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କର ରିମେଡିଆଲ କ୍ଲାସ ହେବ । ଛାତ୍ରଛାତ୍ରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ସ୍କୁଲ ଓ ଗଣଶିକ୍ଷା ବିଭାଗ ଏହି ନିଷ୍ପତ୍ତି ନେଇଛି । ଚଳିତବର୍ଷ…

ଏବେ ରାଜ୍ୟରେ ଖୋଲିବନି ପ୍ରଥମରୁ ଅଷ୍ଟମ ଶ୍ରେଣୀ ସ୍କୁଲ

ଭୁବନେଶ୍ୱର: ଏବେ ରାଜ୍ୟରେ ଖୋଲିବନି ପ୍ରଥମରୁ ଅଷ୍ଟର ଶ୍ରେଣୀ ଯାଏ ସ୍କୁଲ । ଏହି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ସେ କହିଛନ୍ତି, ସ୍କୁଲ ଖୋଲିବା ନେଇ କୌଣସି ନୀତିଗତ ନିଷ୍ପତ୍ତି ହୋଇନି । ବିଚାରବିମର୍ଶ ଚାଲିଛି । ମହାରାଷ୍ଟ୍ର ଓ ଗୁଜରାଟରେ ପୁଣି ଥରେ…

ଗୋଟିଏ ସେକ୍ସନରେ ପଢ଼ିବେ ୨୦-୨୫ ପିଲା, ଆଉ କମିବନି ସିଲାବସ୍

ଭୁବନେଶ୍ୱର: ଦୁଇ ଦିନ ପରେ ରାଜ୍ୟରେ ଖୋଲିବ ସ୍କୁଲ । ନଅ ମାସ ପରେ ଛାତ୍ରଛାତ୍ରୀ କ୍ଲାସରୁମରେ ପାଠ ପଢ଼ିବେ । କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀ ପଢ଼ିବାକୁ ଆସିବେ । ଗୋଟିଏ ସେକ୍ସନରେ ପଢ଼ିବେ ୨୦-୨୫ ଛାତ୍ରଛାତ୍ରୀ । ଅଧିକ ପିଲା ହେଲେ ଅଧିକ ସେକ୍ସନ କରାଯିବ । ଏନେଇ ସୂଚନା…

ଏଥର ମାଟ୍ରିକରେ ପ୍ରତି ବିଷୟରେ ୮୦ ମାର୍କ ପରୀକ୍ଷା, ୧୦୦ ମାର୍କ ପାଇଁ ହେବ ମୂଲ୍ୟାୟନ

ଭୁବନେଶ୍ୱର: କରୋନା ଯୋଗୁ ଏବର୍ଷ ରାଜ୍ୟରେ ବିଳମ୍ବ ହୋଇଛି ପରୀକ୍ଷା । ବହୁ କଳ୍ପନାଜଳ୍ପନା ଭିତରେ ମେ ୩ରୁ ମାଟ୍ରିକ ପରୀକ୍ଷା ପାଇଁ ତାରିଖ ଘୋଷଣା କରିଛନ୍ତି ସରକାର । ଏବର୍ଷ ପ୍ରତି ବିଷୟରେ ୮୦ ମାର୍କର ହେବ । ଛାତ୍ରଛାତ୍ରୀ ୫୦ ମାର୍କର ଙଗଜ ଅବଜେକ୍ଟିଭ୍ ଓ ୩୦ ମାର୍କର ସବଜେକ୍ଟିଭ ପ୍ରଶ୍ନର…

ଦୀପାବଳି ପରେ ରାଜ୍ୟରେ ଖୋଲିବ କି ସ୍କୁଲ !

ଭୁବନେଶ୍ୱର: ଦିପାବଳୀ ପରେ ରାଜ୍ୟରେ ସ୍କୁଲ ଖୋଲିବ କି ନାହିଁ, ତାକୁ ନେଇ ସସପେନ୍ସ ଲାଗି ରହିଛି । ଏନେଇ ସରକାର ବିଚାରବିମର୍ଶ ଚଳାଇଛନ୍ତି । କୌଣସି ନିଷ୍କର୍ଷ ହୋଇ ନାହିଁ । ପୂର୍ବରୁ ମୁଖ୍ୟମନ୍ତ୍ରୀ ପୂଜା ଛୁଟି ଯାଏ ସ୍କୁଲ ବନ୍ଦ ରହିବା ନେଇ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ । ତେବେ କେବେ…