Latest Odisha News

BREAKING NEWS

Browsing Tag

Mass Education Minister

ବିରୋଧୀଙ୍କ ମାଟ୍ରିକ ପ୍ରଶ୍ନପତ୍ର ଲିକ୍ ଅଭିଯୋଗକୁ ସମୀରଙ୍କ ଖଣ୍ଡନ, ବ୍ୟସ୍ତ ନହେବାକୁ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କୁ…

ଭୁବନେଶ୍ୱର : ମାଟ୍ରିକ ପ୍ରଶ୍ନପତ୍ର ଲିକ୍ ନେଇ ବିରୋଧୀଙ୍କ ଆକ୍ରମଣ ପରେ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଏଥିରେ କିଛି ସତ୍ୟତା ନଥିବା ଓ ପ୍ରଶ୍ନପତ୍ର ଲିକ୍ ହୋଇନି ବୋଲି ସ୍ପଷ୍ଟ କରିଛନ୍ତି ସମୀର । ଏ ନେଇ ସେ ବୋର୍ଡ ସଭାପତି,…

‘ବିଇଓଙ୍କ ଚିଠି, ବିଭାଗୀୟ ନିର୍ଦ୍ଦେଶ ନୁହେଁ’, ସ୍କୁଲ୍ ପରିସରକୁ ଗଣମାଧ୍ୟମ ପ୍ରତିନିଧିଙ୍କୁ ମନା ନେଇ ନିର୍ଦ୍ଦେଶ…

ଭୁବନେଶ୍ୱର: ପ୍ରତିବାଦ, ସମାଲୋଚନା ପରେ ବଦଳିଲା ମନ୍ତ୍ରୀଙ୍କ ବୟାନ । ଢେଙ୍କାନାଳ କଙ୍କଡ଼ାହାଡ଼ ବିଇଓଙ୍କ ଚିଠି ପରେ ମନ୍ତ୍ରୀ ବିବୃତି ରଖିଥିଲେ । କହିଥିଲେ କିଛି ଅଣସ୍ୱୀକୃତି ପ୍ରାପ୍ତ ୱେବ ସାମ୍ବାଦିକ ବିଦ୍ୟାଳୟରେ ପଶି ଶିକ୍ଷାଦାନରେ ବାଧା ସୃଷ୍ଟି କରୁଛନ୍ତି । ତେଣୁ ବିଇଓମାନେ…

ଏପ୍ରିଲରୁ ରବିବାର ସ୍କୁଲ ବନ୍ଦ, ମାର୍ଚ୍ଚ ସୁଦ୍ଧା ସରିଯିବ କୋର୍ସ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: କୋଭିଡ୍ ଯୋଗୁ ଏବର୍ଷ ବିଳମ୍ବରେ ଆରମ୍ଭ ହୋଇଛି ଶିକ୍ଷାବର୍ଷ । କୋର୍ସ ସାରିବା ପାଇଁ ସପ୍ତାହରେ ସାତ ଦିନ କ୍ଲାସ କରାଯାଉଛି । ପାଖାପାଖି କୋର୍ସ ଶେଷ ହୋଇ ଆସିଲାଣି । ଏପ୍ରିଲରୁ ହେବ ରିଭିଜନ୍ କ୍ଲାସ । ରେଗୁଲାର କ୍ଲାସ ଆବଶ୍ୟକତା ନାହିଁ । ଏହି ସୂଚନା ଦେଇଛନ୍ତି ଗଣଶିକ୍ଷା…

ଜାନୁଆରୀରେ ଖୋଲିପାରେ ସ୍କୁଲ, ଛୁଟି ଦିନରେ ବି କ୍ଲାସ୍

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ମାସରେ ରାଜ୍ୟରେ ଖୋଲିପାରେ ସ୍କୁଲ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ସେ କହିଛନ୍ତି, ବର୍ତ୍ତମାନ ପରିସ୍ଥିତି ଯାହା ଡିସେମ୍ବରରେ ସ୍କୁଲ ଖୋଲିବା ସମ୍ଭବ ନୁହେଁ । ପ୍ରଥମେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିବାକୁ ପ୍ରାଥମିକତା ଦିଆଯିବ ।…