Latest Odisha News

BREAKING NEWS

Browsing Tag

Matric Board Exam

ଏକାଦଶ ଶ୍ରେଣୀରେ ନାମଲେଖା ପାଇଁ ଆବେଦନ ଅବଧି ୨୬ ତାରିଖ ଯାଏ ବୃଦ୍ଧି

ଭୁବନେଶ୍ୱର: ଏକାଦଶ ଶ୍ରେଣୀ ପାଇଁ ସାମ୍ସ (SAMS) ପୋର୍ଟାଲ ଜରିଆରେ ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି । ଜୁନ୍ ୨୦ ତାରିଖ ପରିବର୍ତ୍ତେ ଜୁନ୍ ୨୬ ତାରିଖ ପର୍ଯ୍ୟନ୍ତ ଅନଲାଇନ୍ ଆବେଦନ ଅବଧି ବୃଦ୍ଧି କରାଯାଇଥିବା ସୂଚନା ଦେଇଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ପ୍ରଥମ ମେଧା ତାଲିକା…

ବିରୋଧୀଙ୍କ ମାଟ୍ରିକ ପ୍ରଶ୍ନପତ୍ର ଲିକ୍ ଅଭିଯୋଗକୁ ସମୀରଙ୍କ ଖଣ୍ଡନ, ବ୍ୟସ୍ତ ନହେବାକୁ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କୁ…

ଭୁବନେଶ୍ୱର : ମାଟ୍ରିକ ପ୍ରଶ୍ନପତ୍ର ଲିକ୍ ନେଇ ବିରୋଧୀଙ୍କ ଆକ୍ରମଣ ପରେ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଏଥିରେ କିଛି ସତ୍ୟତା ନଥିବା ଓ ପ୍ରଶ୍ନପତ୍ର ଲିକ୍ ହୋଇନି ବୋଲି ସ୍ପଷ୍ଟ କରିଛନ୍ତି ସମୀର । ଏ ନେଇ ସେ ବୋର୍ଡ ସଭାପତି,…

ସଂକ୍ରମଣ ଭିତରେ ମାଟ୍ରିକ, ଯୁକ୍ତ ଦୁଇ ପରୀକ୍ଷା କେମିତି ହେବ ? ସୂଚନା ଦେଲେ ଶିକ୍ଷାମନ୍ତ୍ରୀ

ଭୁବନେଶ୍ଠର: ଭୟାବହ ହେଉଛି କୋଭିଡ ସଂକ୍ରମଣ । ଯଦିଓ ରାଜ୍ୟରେ ବିଏଫ.୭ ଭାରିଏଣ୍ଟକୁ ନେଇ ଭୟ କରିବାର କିଛି ନାହିଁ ବୋଲି ସ୍ୱାସ୍ଥ୍ୟ ବିଶେଷଜ୍ଞ କହୁଛନ୍ତି ତଥାପି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି । ଏସବୁ ଭିତରେ ଆଗକୁ ରହିଛି ମାଟ୍ରିକ ପରୀକ୍ଷା  । ସଂକ୍ରମଣ ଭିତରେ ମାଟ୍ରିକ ପରୀକ୍ଷା…

ଏଥର ମାଟ୍ରିକରେ ପ୍ରତି ବିଷୟରେ ୮୦ ମାର୍କ ପରୀକ୍ଷା, ୧୦୦ ମାର୍କ ପାଇଁ ହେବ ମୂଲ୍ୟାୟନ

ଭୁବନେଶ୍ୱର: କରୋନା ଯୋଗୁ ଏବର୍ଷ ରାଜ୍ୟରେ ବିଳମ୍ବ ହୋଇଛି ପରୀକ୍ଷା । ବହୁ କଳ୍ପନାଜଳ୍ପନା ଭିତରେ ମେ ୩ରୁ ମାଟ୍ରିକ ପରୀକ୍ଷା ପାଇଁ ତାରିଖ ଘୋଷଣା କରିଛନ୍ତି ସରକାର । ଏବର୍ଷ ପ୍ରତି ବିଷୟରେ ୮୦ ମାର୍କର ହେବ । ଛାତ୍ରଛାତ୍ରୀ ୫୦ ମାର୍କର ଙଗଜ ଅବଜେକ୍ଟିଭ୍ ଓ ୩୦ ମାର୍କର ସବଜେକ୍ଟିଭ ପ୍ରଶ୍ନର…