ମାଟ୍ରିକ ସାର୍ଟିଫିକେଟ୍ ତ୍ରୁଟି ସଂଶୋଧନ ଲାଗି ସୁଯୋଗ, ଆଜିଠାରୁ ୧୪ ମଧ୍ୟରେ ହେବ ତ୍ରୁଟି ସଂଶୋଧନ
କଟକ: ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ପାସ କରିଥିବା ସ୍କୁଲର କିଛି ଛାତ୍ରଛାତ୍ରୀଙ୍କ ସାର୍ଟିଫିକେଟରେ ତ୍ରୁଟି ଥିବା ଅଭିଯୋଗ ହୋଇଛି। ଏହାକୁ ନଜରରେ ରଖି ବୋର୍ଡ ପକ୍ଷରୁ ମାଟ୍ରିକ ସାର୍ଟିଫିକେଟ୍ ତ୍ରୁଟି ସଂଶୋଧନ ଲାଗି ସୁଯୋଗ ଦିଆଯାଇଛି। ଜୁଲାଇ ୫ ତାରିଖରୁ ୧୪ ତାରିଖ ମଧ୍ୟରେ ବୋର୍ଡ ଦ୍ୱାରା…