Latest Odisha News

BREAKING NEWS

Browsing Tag

Matric Exam

୧୦୬ଟି ଅପଗ୍ରେଡେଡ୍ ଉଚ୍ଚ ମାଧ୍ୟମିକ ସ୍କୁଲରେ ବଢ଼ିବ ୧୩ ହଜାର ଯୁକ୍ତ ୨ ସିଟ୍

ଭୁବନେଶ୍ୱର: ବଢ଼ିବ ଯୁକ୍ତ ୨ ସିଟ୍ । ଚଳିତବର୍ଷ ମାଟ୍ରିକ୍ ମାଟ୍ରିକ୍ ପରୀକ୍ଷାରେ ସଫଳତା ହାର ଅଧିକ ଥିବାରୁ ଯୁକ୍ତ ୨ ସିଟ୍ ବଢ଼ାଇବାକୁ ନିଷ୍ପତ୍ତି ନିଆଯାଇଛି । ୧୦୬ଟି ନୂତନ ଉଚ୍ଚ ମାଧ୍ୟମିକ ସ୍କୁଲ୍ ଖୋଲାଯିବ ।  ୧୦୬ଟି ଅପଗ୍ରେଡେଡ୍ ଉଚ୍ଚ ମାଧ୍ୟମିକ ସ୍କୁଲରେ ୧୩ ହଜାର ସିଟ୍ ରହିବ ବୋଲି…

ବଦଳିଲା ମାଟ୍ରିକ୍ ବୋର୍ଡ ପରୀକ୍ଷା ଢାଞ୍ଚା, ବର୍ଷ ଶେଷରେ ହେବ ବାର୍ଷିକ ପରୀକ୍ଷା

କଟକ: ମାଟ୍ରିକ୍ ବୋର୍ଡ ପରୀକ୍ଷାକୁ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି । କୋଭିଡ୍ ପୂର୍ବଭଳି ଚଳିତବର୍ଷରୁ ବାର୍ଷିକ ପରୀକ୍ଷା ହେବ । ସମସ୍ତ ସରକାରୀ ହାଇସ୍କୁଲରେ ଦଶମ ପଢ଼ୁଥିବା ଛାତ୍ରଛାତ୍ରୀ ବାର୍ଷିକ ମାଟ୍ରିକ ବୋର୍ଡ ପରୀକ୍ଷା ଦେବେ । ମହାମାରୀ କୋଭିଡ୍ ପରେ ବୋର୍ଡ…

ମାଟ୍ରିକ୍ ପରୀକ୍ଷାରେ କିସର ଶତ ପ୍ରତିଶତ ସଫଳତା

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ଏଥିରେ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍‌ସେସ୍ (କିସ୍)କୁ ଶତ ପ୍ରତିଶତ ସଫଳତା ମିଳିଛି । କିସର ମୋଟ ୧୮୮୦ ଛାତ୍ରଛାତ୍ରୀ ଚଳିତବର୍ଷ ମାଟ୍ରିକ୍‍…

ଏପ୍ରିଲ ୩ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା ଖାତା ଦେଖା

ଭୁବନେଶ୍ୱର : ଏପ୍ରିଲ ୩ରୁ ଦଶମ ଶ୍ରେଣୀ ସମ୍ମେଟିଭ୍‌-୨ ଖାତା ଦେଖା ଆରମ୍ଭ ହେବ । ୫୫ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ହେବା ନେଇ ସୂଚନା ରହିଛି  । ପରୀକ୍ଷା କେନ୍ଦ୍ରରୁ ମୂଲ୍ୟାୟନ କେନ୍ଦ୍ରକୁ ଖାତାଗୁଡିକ କଡା ସୁରକ୍ଷାରେ ବ୍ୟବସ୍ଥା ମଧ୍ୟରେ ଯିବ ବୋଲି ଜଣାପଡ଼ିଛି । ମୂଲ୍ୟାୟ‌ନ…

[ଦେଖନ୍ତୁ ଭିଡିଓ] ଦୁଇ ବର୍ଷ ପରେ ଅଫଲାଇନରେ ମାଟ୍ରିକ ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ

ରାୟଗଡା : ଆଜିଠାରୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା । ସମ୍ମେଟିଭ-୨ ପରୀକ୍ଷା ଦେଉଛନ୍ତି ପ୍ରାୟ ୫ଲକ୍ଷ ୮୫ହଜାର ଛାତ୍ରଛାତ୍ରୀ । ସକାଳ ୮ଟାରୁ ପରୀକ୍ଷା ଆରମ୍ଭ ହୋଇ ଦିନ ୧୦ଟାରେ ଶେଷ ହୋଇଛି । ଏଥିପାଇଁ ପରୀକ୍ଷାର ଅଧଘଂଟା ପୂର୍ବରୁ ଛାତ୍ରଛାତ୍ରୀମାନେ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ…

ଆସନ୍ତା ସପ୍ତାହରେ ମେଟ୍ରିକ ଓ +୨ ପରୀକ୍ଷା, ମୁଖ୍ୟ ଶାସନ ସଚିବ କଲେ ସମୀକ୍ଷା

ଭୁବନେଶ୍ୱର: ଚଳିତ ମାସ ଶେଷକୁ ଆରମ୍ଭ ହେବାକୁ ଥିବା ମେଟ୍ରିକ ଏବଂ ଯୁକ୍ତ ଦୁଇ ପରୀକ୍ଷା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ବୈଠକରେ ପରୀକ୍ଷା ସୁପରିଚାଳନା, ପ୍ରଶ୍ନପତ୍ର ସୁରକ୍ଷା, ନୋଡାଲ ସେଣ୍ଟର ସୁରକ୍ଷା ଆଦି ଗୁରୁତ୍ୱପୂର୍ଣ୍ଣ ବିଷୟ ଆଲୋଚନା ହୋଇଛି…

ଆସନ୍ତାକାଲିଠୁ ଆରମ୍ଭ ମାଟ୍ରିକ୍ ଅଫଲାଇନ ପରୀକ୍ଷା

କଟକ : ଆସନ୍ତାକାଲିଠୁ ଆରମ୍ଭ ହେବ ମାଟ୍ରିକ ଅଫଲାଇନ ପରୀକ୍ଷା । କରୋନା କଟକଣାରେ ପରୀକ୍ଷା କରାଇବାକୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି । କ୍ଲାସରୁମ୍ ସାନିଟାଇଜ୍ ହେବା ସହ ଷ୍ଟ୍ରଙ୍ଗରୁମରେ ପ୍ରଶ୍ନପତ୍ର ପହଞ୍ଚିଛି । ପରୀକ୍ଷା ହଲ୍‌କୁ କରୋନା ନେଗେଟିଭ୍ ରିପୋର୍ଟ ନେଇ ଆସିବାକୁ…

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ସୂଚୀ

ଭୁବନେଶ୍ବର: ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ସୂଚୀ । ମେ ୩ରୁ ମେ ୧୫ ଯାଏଁ ଚାଲିବ ପରୀକ୍ଷା । ମେ’ ୩ ତରିଖରେ ମାତୃଭାଷା ଓଡିଆ, ୫ ରେ ଇଂରଜ, ୭ରେ ତୃତୀୟ ଭାଷା ହିନ୍ଦୀ ଏବଂ ୮ ରେ ସସ୍କୃତ ପରୀକ୍ଷା ହେବ । ମେ’ ୯ ତାରିଖରେ ଭର୍ଚୁଆଲ ଆକ୍ଟ ( ପ୍ରାକ୍ଟିକାଲ) ହେବ । ୧୦ରେ ଗଣିତ ପରୀକ୍ଷା,…

ମାଟ୍ରିକ ପରୀକ୍ଷା ଫିସ୍ ଛାଡ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ଦେବାକୁ ପଡିବନି ପରୀକ୍ଷା ଫିସ୍ । ଏହାକୁ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ…

ମାଟ୍ରିକ ପରୀକ୍ଷା ପାଇଁ ଆସନ୍ତା ୧୦ ତାରିଖରୁ ଫର୍ମ ପୂରଣ, କେବଳ ଅନଲାଇନ୍

କଟକ: ମାଟ୍ରିକ ପରୀକ୍ଷା ପାଇଁ ଆସନ୍ତା ୧୦ ତାରିଖରୁ ଆରମ୍ଭ ହେବ ଫର୍ମ ପୂରଣ । ଅନଲାଇନ ମାଧ୍ୟମରେ ହେବ ପୁରା ପ୍ରକ୍ରିୟା । ଏନେଇ ମାଧ୍ୟମିକ ଶିକ୍ଷା ପରିଶଦ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି । ବିନା ଜରିମାନା ସହ ଜାନୁଆରୀ ୨୮ ମଧ୍ୟରାତ୍ରି ସୁଦ୍ଧା ଫର୍ମ ପୂରଣ କରି ପାରିବେ…