Latest Odisha News
Browsing Tag

Matric Exams

ମାଟ୍ରିକ ପରୀକ୍ଷାରେ କପି ରୋକିବାକୁ ସ୍ୱତନ୍ତ୍ର ସ୍କ୍ୱାଡ, କରିବେ ଅଚାନକ ପରିଦର୍ଶନ

ଭୁବନେଶ୍ୱର: ଆସନ୍ତା ୧୦ ତାରିଖରୁ ମାଟ୍ରିକ ବୋର୍ଡ ପରୀକ୍ଷା ଆରମ୍ଭ ହେବ । ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତି ସରିଛି । ହବରେ ପ୍ରଶ୍ନପତ୍ର କଡ଼ା  ସୁରକ୍ଷା ମଧ୍ୟରେ ରହିଛି । ତେବେ ପରୀକ୍ଷାରେ ସ୍ୱଚ୍ଛତା ଆଣିବା ଓ କପି ରୋକିବା ଲାଗି ପଦକ୍ଷେପ ନିଆଯାଇଛି ।…

ଏପ୍ରିଲ ୨୯ରୁ ରାଜ୍ୟରେ ମାଟ୍ରିକ ପରୀକ୍ଷା, ଅଫଲାଇନରେ ଏକଜାମ୍

ଭୁବନେଶ୍ୱର: ଚଳିତ ବର୍ଷ ଅଫଲାଇନରେ ହେବ ମାଟ୍ରିକ ପରୀକ୍ଷା । ବଡ଼ ଘୋଷଣା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ଏପ୍ରିଲ ୨୯ରୁ ପରୀକ୍ଷା ଆରମ୍ଭ ହୋଇ ମେ’ ୬ ପର୍ଯ୍ୟନ୍ତ ଚାଲିବ ମାଟ୍ରିକ ପରୀକ୍ଷା । ନିଜ ସ୍କୁଲରେ ପରୀକ୍ଷା ହୋଇ ନ ପାରିଲେ ନିକଟତମ ସ୍କୁଲରେ ହେବ ପରୀକ୍ଷା ।…

ମାଟ୍ରିକ ପରୀକ୍ଷା ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ମାଟ୍ରିକ ପରୀକ୍ଷା ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ସମେଟିଭ୍ ଆସେସମେଣ୍ଟ ପରୀକ୍ଷା-୨ କରାଯିବ । ସମେଟିଭ୍ ଆସେସମେଣ୍ଟ ପରୀକ୍ଷା-୨ ସବୁ ପିଲାଙ୍କ ପାଇଁ ବାଧ୍ୟତାମୂଳକ । ଯଥାସମ୍ଭବ ପରୀକ୍ଷାଗୁଡ଼ିକ ନିଜ ସ୍କୁଲରେ କରାଯିବ ।…

ଆଜିଠୁ ଅଫଲାଇନ୍ ମାଟ୍ରିକ ପରୀକ୍ଷା, ୧୫ହଜାରରୁ ଅଧିକ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ଆରମ୍ଭ ହେଉଛି ଅ୍ ଲାଇନ୍ ମାଟ୍ରିକ ପରୀକ୍ଷା । ୫୦୪ କେନ୍ଦ୍ରରେ ପରୀକ୍ଷା ଦେବେ ୧୫ ହଜାରରୁ ଅଧିକ ଛାତ୍ରଛାତ୍ରୀ । ଚଳିତବର୍ଷ କରୋନା ଯୋଗୁ ମାଟ୍ରିକ ପରୀକ୍ଷା ବାତିଲ ହୋଇଥିଲା । ବିକଳ୍ପ ମୂଲ୍ୟାୟନ ଆଧାରରେ ରେଜଲ୍ଟ ପ୍ରକାଶ ପାଇଥିଲା । ଫଳାଫଳକୁ ନେଇ…