Latest Odisha News
Browsing Tag

matric result issue

ଭଦ୍ରକରେ ମାଟ୍ରିକ ଫଳାଫଳ ତାତି, ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଘେରିଲେ ଅଭିଭାବକ

ଭଦ୍ରକ : ପ୍ରକାଶ ପାଇ ସାରିଛି ଚଳିତ ବର୍ଷର ମାଟ୍ରିକ୍ ରେଜଲ୍ଟ । ହେଲେ ରେଜଲ୍ଟକୁ ନେଇ ବଢ଼ିବାରେ ଲାଗିଛି ଅସନ୍ତୋଷ । ଫଳାଫଳରେ ଅସନ୍ତୋଷ ପ୍ରକାଶ କରି ଭଦ୍ରକରେ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି ଅଭିଭାବକ । ସୂଚନା ଅନୁସାରେ, ଭଦ୍ରକ ଜିଲ୍ଲା ପୁରୁଣା ବଜାର…