Latest Odisha News
Browsing Tag

Matric Result

ଆଜି ପ୍ରକାଶ ପାଇବ ଦଶମ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ  

ଭୁବନେଶ୍ୱର : ଆଜି ଦଶମ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ । ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷାଫଳ ପ୍ରକାଶ ପାଇବ । ସକାଳ ୧୦ଟାରେ କଟକ ବୋର୍ଡ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ଫଳାଫଳ ଘୋଷଣା କରାଯିବ ।…

ସରିଛି ମାଟ୍ରିକ ମୂଲ୍ୟାୟନ, କେବେ ପ୍ରକାଶ ପାଇବ ଫଳ ?

କଟକ: ମାଟ୍ରିକ ଖାତା ଦେଖା ସରିଥିବା ବେଳେ ତ୍ରୁଟିଶୂନ୍ୟ ରେଜଲ୍ଟ ପ୍ରକାଶନ ନେଇ ପ୍ରକ୍ରିୟା ଜାରି ରହିଛି । ଖୁବଶୀଘ୍ର ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶନ ପାଇଁ ପ୍ରୟାସ କରାଯାଉଥିବା କହିଛନ୍ତି ବୋର୍ଡ ଉପସଭାପତି ନିହାର ରଂଜନ ମହାନ୍ତି । ପ୍ରେମସିଟରେ ବୋର୍ଡ ଉପସଭାପତି କହିଛନ୍ତି, ୪୫ ଦିନ…

ମାଟ୍ରିକ୍‍ ପରୀକ୍ଷା ଫଳ: ଜ୍ୟୋସ୍ନା କିଷାନ କିସ୍‍ ଟପ୍ପର

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଥିବା ବେଳେ ଏଥିରେ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍‌ସେସ୍ (କିସ୍‌)ର ଫଳାଫଳ ୯୯.୬୩ ପ୍ରତିଶତ ହୋଇଛି । ସ୍କୁଲ୍‍ର ୧୦୨୫ ଛାତ୍ରଛାତ୍ରୀ ୬୦ ପ୍ରତିଶତରୁ…

ପରୀକ୍ଷା ଫଳ ଦେଖିବା ପୂର୍ବରୁ ନିଆଁରେ ପୋଡ଼ିଗଲେ ଦଶମ ଶ୍ରେଣୀ ଛାତ୍ରୀ

ବ୍ରହ୍ମପୁର: ଦିଗପହଣ୍ଡି ସହରରେ ଜଣେ ଦଶମ ଶ୍ରେଣୀ ଛାତ୍ର ନିଆଁରେ ପୋଡ଼ିଯାଇ ମୃତ୍ୟୁବରଣ କରିଛନ୍ତି । ବୁଧବାର ଦଶମ ଶ୍ରେଣୀ ପରୀକ୍ଷା ଫଳ ବାହାରିଥିବା ବେଳେ ସେ ନିଜ ମାର୍କ ଦେଖିବା ପୂର୍ବରୁ ଆଖି ବୁଜିଦେଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଦିଗପହଣ୍ଡି ରାଣୀ ସାହିର କାଳିଆ ଜେନାଙ୍କ ଝିଅ…

ଆଜି ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲ୍ଟ

ଭୁବନେଶ୍ବର: ଆଜି ପ୍ରକାଶ ପାଇବ ମାଟିକ୍‌ ପରୀକ୍ଷା ଫଳ । ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) କାର୍ଯ୍ୟାଳୟରେ ଅପରାହ୍ନ ୧ଟାରେ ମାଟ୍ରିକ୍‌ ପରୀକ୍ଷା ଫଳ ପୁସ୍ତିକାକୁ ଉନ୍ମୋଚନ କରିବେ । ବୋର୍ଡ ୱେବସାଇଟ୍‌ରୁ ପରୀକ୍ଷାର୍ଥୀ ସେମାନଙ୍କ ରୋଲ୍‌ ନମ୍ବର ଆଧାରରେ…

ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ସୂଚନା, ଜାଣନ୍ତୁ କେବେ ପ୍ରକାଶ ପାଇବ ରେଜଲ୍ଟ…

ଭୁବନେଶ୍ୱର: ଆସନ୍ତା ୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ଏନେଇ ଆଜି ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ୬ ତାରିଖ ଦିନ ଗୋଟାଏ ବେଳେ ଦଶମ ଶ୍ରେଣୀ ରେଜଲ୍ଟ ପ୍ରକାଶ ପାଇବ । ଚଳିତବର୍ଷ ଏପ୍ରିଲ୍ ୨୯ରୁ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହୋଇ…

ଛାତ୍ରଛାତ୍ରୀଙ୍କ ପାଇଁ ବଡ ଖବର : ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ

ଭୁବନେଶ୍ୱର :   ଛାତ୍ରଛାତ୍ରୀଙ୍କ ପାଇଁ ବଡ ଖବର । ଜୁଲାଇ ପ୍ରଥମ ସପ୍ତାହ ସୁଦ୍ଧା ବାହାରିବ ମାଟ୍ରିକ୍ ପରୀକ୍ଷା ଫଳ । ସେଥିପାଇଁ ଯାହା ପ୍ରକ୍ରିୟ ରହିଛି ସେସବୁ ଶିଘ୍ର ସାରିବାକୁ ଚେଷ୍ଟା କରାଯାଉଛି ବୋଲି କହିଛନ୍ତି ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାସ । ବୋର୍ଡ ପକ୍ଷରୁ ମାଟ୍ରିକ୍,…

ରାୟଗଡାରେ ମାଟ୍ରିକ ପାସହାର ୯୮.୬ ପ୍ରତିଶତ

ରାୟଗଡା : ରାୟଗଡା ଜିଲ୍ଲାରେ ମାଟ୍ରିକ ପାସହାର ୯୮.୬ ପ୍ରତିଶତ । ରାୟଗଡା ସରସ୍ପତୀ ଶିଶୁ ବିଦ୍ୟା ମନ୍ଦିରର ଶାଶ୍ଵତି ରଥ ହେଲେ ଜିଲ୍ଲାରେ ଟପ୍ପର । ମାଧ୍ୟମିକ ଶିକ୍ଷା ପରିଷଦ  ଦ୍ଵାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇଛି । ରାଜ୍ୟରେ ୯୭.୮୮ପ୍ରତିଶତ ଛାତ୍ରଛାତ୍ରୀ…

ଆସନ୍ତାକାଲି ମାଟ୍ରିକ ରେଜଲ୍ଟ

କଟକ: ଆସନ୍ତାକାଲି ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ। ଏହାସହିତ ରାଜ୍ୟ ମୁକ୍ତ ବିଦ୍ୟାଳୟ ଓ ମଧ୍ୟମା ସ୍କୁଲଗୁଡ଼ିକର ଦଶମ ଶ୍ରେଣୀ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ଘୋଷଣା କରିଛି। ଆସନ୍ତାକାଲି ଅପରାହ୍ନ ୧ଟାରେ ରେଜଲ୍ଟ ଏକଜାମିନେସନ କମିଟିକୁ ପ୍ରଦାନ କରାଯିବ।…

ସତ ହେଲା ଶିଶୁ ଶ୍ରମିକଙ୍କ ସ୍ୱପ୍ନ

ବାରିପଦା: ଦିନେ ସେମାନେ ଥିଲେ ଶିଶୁ ଶ୍ରମିକ ଥିଲେ। ହେଲେ ବୁଧବାର ଦିନ ପ୍ରକାଶିତ ମାଟ୍ରିକ୍‌ ରେଜଲ୍ଟ ତାଙ୍କ ମନରେ ଜନ୍ମ ଦେଇଛି ଅନେକ ସ୍ବପ୍ନ । କିଏ ପାଠ ପଢ଼ି ଚାକିରି କରିବ ତ ଆଉ କିଏ ନିଜକୁ ବିଭିିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ କରାଇ ପାରିବା ଭଳି ଲକ୍ଷ୍ୟ ରଖି ନିଜକୁ ପ୍ରସ୍ତୁତ କରିବା…