Latest Odisha News

BREAKING NEWS

Browsing Tag

Matric Results

ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ରେଜଲ୍ଟ, ପାସ୍ ହାର ୯୦.୫୫%

କଟକ: କଟକ ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ ରେଜଲ୍ଟ । ଆନୁଷ୍ଠାନିକ ଭାବେ ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଚଳିତ ବର୍ଷ ୫ ଲକ୍ଷ ୨୬ ହଜାର ୮୧୮ ପିଲା ପରୀକ୍ଷା ଦେଇଥିବା ବେଳେ ପାସ୍ ହାର ୯୦.୫୫%…

ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ

ଭୁବନେଶ୍ୱର: ମାଟ୍ରିକ୍ ପରୀକ୍ଷା ଫଳ ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ । ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି । ମନ୍ତ୍ରୀ ଶ୍ରୀ ଦାଶଙ୍କ ଅନୁସାରେ, ଜୁଲାଇ ପ୍ରଥମ ସପ୍ତାହରେ ପକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା…

ମାଟ୍ରିକ ପରୀକ୍ଷାରେ କିସ ଛାତ୍ରଛାତ୍ରୀଙ୍କ ବାଜିମାତ: ପାସ ହାର ୯୮ ପ୍ରତିଶତ

ଭୁବନେଶ୍ୱର: ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେସ (କିସ)ର ଛାତ୍ରଛାତ୍ରୀ ପୁଣି ଥରେ ବାଜିମାତ କରିଥିବା ବେଳେ ୩୫୦ ଛାତ୍ରଛାତ୍ରୀ ୬୦%ରୁ ଅଧିକ ନମ୍ବର ରାଖୀ ଉତୀର୍ଣ୍ଣ ହୋଇଛନ୍ତି। କିସର ପାସ ହାର ୯୮ ପ୍ରତିଶତ ହୋଇଥିବା ବେଳେ ସମଗ୍ର ରାଜ୍ୟରେ ପାସ ହାର…

ଜୁଲାଇ ଶେଷ ସୁଦ୍ଧା ମାଟ୍ରିକ ରେଜଲ୍ଟ, ସେପଟେ ବିଳମ୍ବ ହୋଇପାରେ +୨ ରେଜଲ୍ଟ

ଭୁବନେଶ୍ୱର : ଚଳିତ ବର୍ଷ ମାଟ୍ରିକ ରେଜଲ୍ଟ ଆସନ୍ତା ଜୁଲାଇ ୩୧ ତାରିଖ ମଧ୍ୟରେ ପ୍ରକାଶ ପାଇବ । ଏ ନେଇ ଆଜି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ମନ୍ତ୍ରୀ କହିଛନ୍ତି, ‘ଖାତା ମୂଲ୍ୟାୟନ ଶେଷ ହୋଇଛି । ଟାବୁଲେସନ ଚାଲିଛି । ତେଣୁ ମାସ ଶେଷ ସୁଦ୍ଧା ପରୀକ୍ଷା ଫଳ…