Latest Odisha News

BREAKING NEWS

Browsing Tag

Matric Supplementary Exam

ଆଜିଠାରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

କଟକ: ଆଜିଠୁ ଆରମ୍ଭ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ପରୀକ୍ଷା ଆଜିଠାରୁ ଅର୍ଥାତ୍ ଜୁଲାଇ ୩ ରୁ ଆରମ୍ଭ ହୋଇ ୮ ଯାଏ ଚାଲିବ। ସେହିପରି ଷ୍ଟେଟ୍ ଓପନ ସ୍କୁଲ ସାର୍ଟିଫିକେଟ୍ (ଏସ୍‌ଓଏସ୍‌ସି) ପରୀକ୍ଷା ମଧ୍ୟ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି। ଦୁଇଟି ଯାକ ପରୀକ୍ଷାରେ ପ୍ରାୟ ୧୦ ହଜାର…

ଜୁଲାଇ ୩ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

କଟକ: ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ପୁଣି ସୁଯୋଗ । ଅଧାରୁ ପାଠ ଛାଡ଼ିଥିବା ଦଶମ ଶିକ୍ଷାର୍ଥୀ ଓ ଏକ୍ସ ରେଗୁଲାର ଛାତ୍ରଛାତ୍ରୀ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇ ପାରିବେ । ଏନେଇ ବୁଧବାର ମାଧ୍ୟମିକ ଶିକ୍ଷା ପରିଷଦ ସୂଚନା ଦେଇଛି । ଜୁଲାଇ ୩ରୁ ୮ ଯାଏ ମାଟ୍ରିକ୍ ସପ୍ଲିମେଣ୍ଟାରୀ…

ପ୍ରକାଶ ପାଇଲା ମ୍ୟାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ; ମୋଟ୍ ୭୦.୯୪% ପାସ୍

କଟକ : ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଚଳିତ ବର୍ଷର ବାର୍ଷିକ ମ୍ୟାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ଗୁରୁବାର ଦିନ ପ୍ରକାଶ ପାଇଛି । ଏଥର ମୋଟ୍ (୧୫,୨୪୪) ପାସ୍ ହାର ୭୦.୯୪ ପ୍ରତିଶତ ରହିଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ ଚଳିତ ଥର ଏ ଗ୍ରେଡ ରେ କେହି ପାସ୍…

ସେପ୍ଟେମ୍ବର ୧୪ରୁ ମାଟ୍ରିକ ସପ୍ଲିମେଂଟାରୀ ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୧୪ ତାରିଖରୁ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେବ । ସେପ୍ଟେମ୍ବର ୧୪ ତାରିଖରୁ ଆରମ୍ଭ ହୋଇ ୨୨ରେ ପରୀକ୍ଷା ସରିବ । ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସେହିପରି ସେପ୍ଟେମ୍ବର ୧୪ ତାରିଖରୁ ଆରମ୍ଭ ହେବ…

ପ୍ରକାଶ ପାଇଲା ମ୍ୟାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ

କଟକ : ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ୨୦୧୯ ବର୍ଷର ବାର୍ଷିକ ମ୍ୟାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ବୁଧବାର ଦିନ ପ୍ରକାଶ ପାଇଛି । ଏଥର ମୋଟ୍ ପାସ୍ ହାର ୪୩.୬୨ ପ୍ରତିଶତ ରହିଥିବାନେଇ ବୋର୍ଡ ଅଧ୍ୟକ୍ଷା ଜାହାନ ଆରା ବେଗମ୍ ସୂଚନା ଦେଇଛନ୍ତି । ସେହିପରି ଓଡିଶା…

ଆଜିଠୁଁ ଆରମ୍ଭ ହେଲା ମ୍ୟାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା

କଟକ : ରାଜ୍ୟରେ ମ୍ୟାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ସୋମବାର ଦିନ ଠାରୁ ସାରା ରାଜ୍ୟରେ ଆରମ୍ଭ ହୋଇଥିବା ନେଇ ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ) ପକ୍ଷରୁ ସୂଚନା ମିଳିଛି । ମିଳିଥିବା ସୂଚନାନୁଯାୟୀ ସାରା ରାଜ୍ୟରେ ପ୍ରାୟ ୧୨୨ଟି କେନ୍ଦ୍ରରେ ପାଖାପାଖି ୨୦ ହଜାର ଛାତ୍ରଛାତ୍ରୀ…

ଆସନ୍ତାକାଲିଠୁଁ ମ୍ୟାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ

କଟକ : ରାଜ୍ୟରେ ମ୍ୟାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଆସନ୍ତାକାଲି ଅର୍ଥାତ୍ ଜୁଲାଇ ୮ ତାରିଖରୁ ଆରମ୍ଭ ହେବା ନେଇ ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ) ପକ୍ଷରୁ ସୂଚନା ମିଳିଛି । ମିଳିଥିବା ସୂଚନାନୁଯାୟୀ ଏନେଇ ବୋର୍ଡ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

ଜୁଲାଇ ୮ରେ ମ୍ୟାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା

କଟକ : ଓଡିଶାରେ ମ୍ୟାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଜୁଲାଇ ୮ରୁ ୧୪ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ) ପକ୍ଷରୁ ଗୁରୁବାର ଦିନ ନିଷ୍ପତ୍ତି ହୋଇଛି । ଏସମ୍ପର୍କରେ ବୋର୍ଡ ସମ୍ପାଦକ ରାମାଶିଷ ହାଜରା ସୂଚନା ପ୍ରଦାନ କରିଛନ୍ତି । ଏହି ପରୀକ୍ଷା…