Latest Odisha News

BREAKING NEWS

Browsing Tag

matric

ଜୁଲାଇ ୩ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

କଟକ: ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ପୁଣି ସୁଯୋଗ । ଅଧାରୁ ପାଠ ଛାଡ଼ିଥିବା ଦଶମ ଶିକ୍ଷାର୍ଥୀ ଓ ଏକ୍ସ ରେଗୁଲାର ଛାତ୍ରଛାତ୍ରୀ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇ ପାରିବେ । ଏନେଇ ବୁଧବାର ମାଧ୍ୟମିକ ଶିକ୍ଷା ପରିଷଦ ସୂଚନା ଦେଇଛି । ଜୁଲାଇ ୩ରୁ ୮ ଯାଏ ମାଟ୍ରିକ୍ ସପ୍ଲିମେଣ୍ଟାରୀ…

ମାଟ୍ରିକ୍ ପରୀକ୍ଷା ଉତ୍ତରଖାତା ନେଇ ଘରକୁ ପଳାଇଲେ ଛାତ୍ରୀ, ତା’ପରେ…

ବାଲେଶ୍ୱର: ମାଟ୍ରିକ୍ ପରୀକ୍ଷା ଶେଷ ପରେ ଖାତା ଦେଖା ବି ସରିଛି । ଖାତା ଦେଖା ସରିବା ପରେ ବାଲେଶ୍ୱରରୁ ସାମ୍ନାକୁ ଆସିଛି ସମସ୍ତଙ୍କୁ ତାଜୁବ୍ କଲା ଭଳି ତଥ୍ୟ । ମାଟ୍ରିକ୍ ପରୀକ୍ଷାର୍ଥୀ ଦେଇଥିବା ଜଣେ ଛାତ୍ରୀଙ୍କ ଘରୁ ମିଳିଛି ଉତ୍ତରଖାତା । ସୂଚନା ଅନୁସାରେ, ମାର୍ଚ୍ଚ ୨୦ ତାରିଖରେ…

ଏପ୍ରିଲ ୩ରୁ ଆରମ୍ଭ ହେବ ମାଟ୍ରିକ ଖାତା ମୂଲ୍ୟାୟନ, ନିୟୋଜିତ ହେବେ ପ୍ରାୟ ୧୩ ହଜାର ଶିକ୍ଷକ

କଟକ : ଆସନ୍ତା ଏପ୍ରିଲ ୩(ସୋମବାର)ରୁ ଆରମ୍ଭ ହେବ ମାଟ୍ରିକ ଖାତା ମୂଲ୍ୟାୟନ। ଏଥିପାଇଁ ୫୬ ଟି କେନ୍ଦ୍ରରେ ଖାତା ଦେଖାର ବ୍ୟବସ୍ଥା କରାଯାଇଥିବାବେଳେ ଏହି ମୂଲ୍ୟାୟନ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ ଆଶ୍ଵସ୍ତି ଏସ୍ ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ…

ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ସୂଚନା, ଜାଣନ୍ତୁ କେବେ ପ୍ରକାଶ ପାଇବ ରେଜଲ୍ଟ…

ଭୁବନେଶ୍ୱର: ଆସନ୍ତା ୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ଏନେଇ ଆଜି ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ୬ ତାରିଖ ଦିନ ଗୋଟାଏ ବେଳେ ଦଶମ ଶ୍ରେଣୀ ରେଜଲ୍ଟ ପ୍ରକାଶ ପାଇବ । ଚଳିତବର୍ଷ ଏପ୍ରିଲ୍ ୨୯ରୁ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହୋଇ…

ମାଟ୍ରିକ ସମେଟିଭ୍-୧ ପରୀକ୍ଷା, ଆଜିଠୁ ପରୀକ୍ଷାର୍ଥୀଙ୍କୁ ମିଳିବ ଆଡ଼ମିଟ୍ କାର୍ଡ଼

କଟକ: ଆସନ୍ତା ୫ତାରିଖରୁ ଆରମ୍ଭ ହେବ ମାଟ୍ରିକ ସମେଟିଭ ଆସେସମେଣ୍ଟ-୧ ପରୀକ୍ଷା । ପରୀକ୍ଷା ପାଇଁ ଆଜିଠୁ ପରୀକ୍ଷାର୍ଥୀ ଆଡ଼ମିଟ୍ କାର୍ଡ଼ ପାଇପାରିବେ । ବୋର୍ଡ଼ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ବିଭିନ୍ନ ପରୀକ୍ଷା ସେଣ୍ଟରଗୁଡ଼ିକୁ ଆଡ଼ମିଟ୍ କାର୍ଡ଼ ପଠାଇ ଦିଆଯାଇଛି । ଏହାସହ ପରୀକ୍ଷାର୍ଥୀ ଚାହିଁଲେ…

ଚଳିତ ବର୍ଷ ଅଫ୍‌ଲାଇନ୍‌ରେ ହେବ ମାଟ୍ରିକ୍ ଓ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର: ଅଫ୍‌ଲାଇନ୍‌ରେ ହେବ ମାଟ୍ରିକ୍ ଓ ଯୁକ୍ତ ଦୁଇ ପରୀକ୍ଷା । ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ମନ୍ତ୍ରୀ କହିଛନ୍ତି, ''ଅଫ୍‌ଲାଇନ୍‌ରେ ପରୀକ୍ଷା ପାଇଁ ସିବିଏସ୍ଇ ନିଷ୍ପତ୍ତି ନେଇଛି । ତେଣୁ ସେହି ଆଧାରରେ ରାଜ୍ୟରେ ବି…

ଖୁବଶୀଘ୍ର ପ୍ରକାଶ ପାଇବ +୨ ନାମଲେଖା ବିଜ୍ଞପ୍ତି ପ୍ରକ୍ରିୟା

ଭୁବନେଶ୍ୱର : ଓଡିଶାରେ ଯୁକ୍ତ ୨ କଲେଜ ଗୁଡିକରେ ନାମଲେଖା ପାଇଁ ଖୁବଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି। ଚଳିତ ବର୍ଷ ବାର୍ଷିକ ମ୍ୟାଟ୍ରିକ୍, ସିବିଏସଇ ଓ ଆଇସିଏସଇ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା ଫଳ ଶୀଘ୍ର ପ୍ରକାଶିତ…

ମ୍ୟାଟ୍ରିକ୍ ପରୀକ୍ଷା ଫଳ: ବାଜି ମାରିନେଲେ ଝିଅ

କଟକ : ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ୨୦୧୯ ବର୍ଷର ବାର୍ଷିକ ମ୍ୟାଟ୍ରିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ଏଥର ମୋଟ୍ ପାସ୍ ହାର ୭୦.୭୮ ପ୍ରତିଶତ ରହିଥିବାନେଇ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ପ୍ରଦୀପ୍ତ ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇ…

କୋରାପୁଟ: ମ୍ୟାଟ୍ରିକ୍ ପ୍ରଶ୍ନପତ୍ର ଲିକ୍ ଘଟଣାରେ ୪ ଗିରଫ

କୋରାପୁଟ : ଫେବୃଆରି ୨୨ ତାରିଖରେ ଅନୁଷ୍ଠିତ ହୋଇଥିବା ମ୍ୟାଟ୍ରିକ୍ ପରୀକ୍ଷାର ପ୍ରଥମ ଦିନରେ ସାହିତ୍ୟ ପ୍ରଶ୍ନପତ୍ର ଭାଇରାଲ ହେବା ଘଟଣାରେ ଶୁକ୍ରବାର ଦିନ ପୋଲିସ କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକର ୪ ଜଣଙ୍କୁ ଗିରଫ କରିଛି । ମିଳିଥିବା ସୂଚନାନୁଯାୟୀ ପୋଲିସ ଉକ୍ତ ଅଞ୍ଚଳର ଏକ ଜେରକ୍ସ…