ମହାରାଷ୍ଟ୍ରକୁ କରୋନା ଭୟ, ହୋଇପାରେ ୧୫ ଦିନିଆ ଲକଡାଉନ୍, ସନ୍ଧ୍ୟାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ…
ମୁମ୍ବାଇ: ମହାରାଷ୍ଟ୍ରରେ କରୋନା ପ୍ରକୋପ ଜାରି ରହିଛି । ସଂକ୍ରମଣ ଦ୍ରୁତ ଗତିରେ ବଢିଚାଲିଛି । କରୋନା ଦାଉରୁ ଲୋକଙ୍କୁ ରକ୍ଷା କରିବାକୁ ଆଜି ରାଜ୍ୟ ସରକାର ଏକ ବଡ ନିଷ୍ପତ୍ତି ନେଇପାରନ୍ତି ବୋଲି ଜଣାପଡିଛି । ରାଜ୍ୟରେ କଟକଣା ଲଗାଇବାକୁ ଏସ୍ଓପି ପ୍ରସ୍ତୁତ କରୁଛନ୍ତି ମହାରାଷ୍ଟ୍ର ସରକାର ।…