ଦଳବଦ୍ଧ ରାଜନୀତି :ମଳ ସଫା ହେବା ଦରକାର
ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର…
ଦେଶର ରାଜନୀତି ସ୍ୱାଧୀନତା ପରେ ପାଲଟିଛି ଦଳର ରାଜନୀତି । ଦଳ – ଏଠି ଦଳ, ସେଠି ଦଳ, ସବୁଠି ଦଳ – କେତେ ଦଳ ! ଗୋଟିଏ ତ ଦେଶ, ଗୋଟିଏ ତ ଗଣତନ୍ତ୍ର - ଅଥଚ ଏତେ ଦଳ ! ତା’ହେଲେ ଏ ଦଳମାନଙ୍କର ଦେଶ କ’ଣ ଶହେ ଫୁଲ ଫୁଟୁଥିବା ଗୋଟିଏ ବଗିଚା…