Latest Odisha News
Browsing Tag

Mayadhar Nayak

ଦଳବଦ୍ଧ ରାଜନୀତି :ମଳ ସଫା ହେବା ଦରକାର

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଦେଶର ରାଜନୀତି ସ୍ୱାଧୀନତା ପରେ ପାଲଟିଛି ଦଳର ରାଜନୀତି । ଦଳ – ଏଠି ଦଳ, ସେଠି ଦଳ, ସବୁଠି ଦଳ – କେତେ ଦଳ ! ଗୋଟିଏ ତ ଦେଶ, ଗୋଟିଏ ତ ଗଣତନ୍ତ୍ର - ଅଥଚ ଏତେ ଦଳ ! ତା’ହେଲେ ଏ ଦଳମାନଙ୍କର ଦେଶ କ’ଣ ଶହେ ଫୁଲ ଫୁଟୁଥିବା ଗୋଟିଏ ବଗିଚା…

ଆମ ସମାଜ-ବିକାଶରେ ଆଦିବାସୀ-ଅବଦାନ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଭାରତରେ ଓଡ଼ିଶା ହେଉଛି ସର୍ବାଧିକ ଆଦିବାସୀ-ଅଧ୍ୟୁଷିତ ପ୍ରଦେଶ । ୬୨ ସଂଖ୍ୟକ ଆଦିବାସୀ ବା ଆଦିମ ଜନଜାତି ଓଡ଼ିଶାରେ ବସବାସ କରୁଛନ୍ତି - ରାଜ୍ୟର ସମୁଦାୟ ଜନସଂଖ୍ୟାର ପ୍ରାୟ ୨୪ ଶତାଂଶ ହେବେ ଏମାନେ । ଦକ୍ଷିଣ-ପଶ୍ଚିମ ଓଡ଼ିଶା ବିଶେଷ କରି…

ରାଜନୀତି ନୁହେଁ ଖେଳଘର

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ନିର୍ବାଚନ ପରେ ନିର୍ବାଚନ । ରାଜୀନତିର ମଇଦାନ ଯେପରି ପାଲଟିଯାଇଛି ରଣାଙ୍ଗନ । ଏ ଭୂମି ଭୋଗିଛି କେତେକେତେ କର୍ମର କଷଣ, ଧର୍ମର ଧର୍ଷଣ, ମର୍ମବିଦାରକ ଆତ୍ମବିଭାଜନ - ଶୁଣିଛି ଭାଗ୍ୟ ବଦଳାଇଦେବାର ଭୂରିଭୂରି ଭାଙ୍ଗଖିଆ ଭାଷ୍ୟ ଓ ଭାଷଣ –…

ପଥରର ପରିଶେଷ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ପଥରର ଏ ମୂକ ଆତ୍ମାକୁ ଅନୁଭବ କରିଛ କେବେ ? ବିଶାଳ ନଦୀବନ୍ୟାରୁ ତୁମ ସମାଜକୁ ଆଉ ଭାବୀବଂଶଧରବର୍ଗକୁ ରକ୍ଷା କରିବାକୁ ଯାଇ କେଉଁ ଦୂରପର୍ବତର ପଥର ଆମେ ଆସି ପାଲଟିଛୁ ତୁମ ବିରାଟବଂଧର ବିପୁଳାୟତନ । ଆମକୁ ନେଇ ନିର୍ମିତ ନାନାଦି ନଦୀବନ୍ଧତୁମ…

ପଥରର ପ୍ରାଣବାଣୀ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ହେ ଆତ୍ମକୈନ୍ଦ୍ରିକ ବସ୍ତୁଲୋଭୀ ମଣିଷ, ନିଜ ସଭ୍ୟତାର ଇତିହାସକୁ ଅନା । ଯେତେବେଳେ ସଭ୍ୟତାର ସମୟ ଆସି ନ ଥିଲା, ସେତେବେଳେ ତମେସବୁ ରହୁଥିଲ ଘନ ଅନ୍ଧକାର ଯୁଗରେ - ସେ ଯୁଗ ଥିଲା ପ୍ରାଗୈତିହାସିକ ଯୁଗ । ଜଙ୍ଗଲରେ ଫଳମୂଳ ଖାଇ ବଂଚୁଥିଲ ।…

ଭାଗ-୩ :ପଥରର ପ୍ରେମକଥା

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଆଉ କିଛି କଥା ରହିଗଲା । ରହିଯାଉ । ମୁଁ ତ ଆଉ ଆତ୍ମଜୀବନୀ ଲେଖିବସୁନି ଯେ କଥା ଅଧା ରହିଗଲେ ଅବଶୋଷ ରହିଯିବ । ନା, ଆତ୍ମକାହାଣୀ ଅଧା ରହିଯାଉ ପଛେ ମୋ’ ପ୍ରେମକାହାଣୀଟି କିନ୍ତୁ ଏଇଠି ଚୁମ୍ବକରେ ସୂଚାଇ ନ ଦେଲେ ସୁଖ ଲାଗିବନି । ଦୁଃଖ ତ…

ଭାଗ-୨: ପଥରର ପରଜନ୍ମ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଏ ପୃଥିବୀରେ କିସମ କିସମର ପ୍ରଜାତି ଆମର । ନାନା ଜାତିର ପଥରକୁ ନେଇ କାହିଁ କେଉଁ କାଳୁ ଗଢ଼ିଉଠିଛି ଗୋଟାଏ ବିରାଟ ଶିଳାସମାଜ । କିଏ କହେ ଆମର ପ୍ରାଣ ନାହିଁ - ଆମେ ହେଉଛୁ ନିଷ୍ପ୍ରାଣ ପାଷାଣ ? ଯିଏ କହେ, ସିଏ ମହାମୂର୍ଖ । ଏକବାରେ ଅଜ୍ଞ ।…

ପଥରର ପୂର୍ବଜନ୍ମ

ପଥର ବି କଥା କହେ - ଅନେକ ଯୁଗର କଥା । ସେ କଥାରେ କାଳାନ୍ତରର କ୍ଳେଶ...ମନ୍ୱନ୍ତରରମନାସ... ପୁରାଣର ପ୍ରାସ...କିମ୍ବଦନ୍ତୀର ଖଣ୍ଡିତକ୍ଷୟକାଶ...ଇତିହାସର ଆଭାସ !ପଥର ଆଖିରେ ପ୍ରାଗୈତିହାସିକ ପର୍ଯାୟର ପରଳ... ପଥର ପତାରେଜମାଟବାଂଧେ ଅଜସ୍ର ଅବ୍ଦର ଅଶ୍ରୁଜଳ । ତା’ଛାତିରକ୍ଷତଚିହ୍ନ -…

ମୁକୁଟଠୁ ମୁଣ୍ଡ ମୂଲ୍ୟବାନ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଏହି ଭାରତର ସନ୍ଥସଂସ୍କୃତି ମଧ୍ୟ ଏକ ସମୁନ୍ନତ ନିର୍ଭୀକ ମାନବସମାଜର ନବଜାଗରଣ ପାଇଁ ମନ୍ତ୍ରପାଠ କରିଆସିଛି କାଳେକାଳେ । ଗୁରୁ ଗୋବିନ୍ଦ ସିଂ ଆହ୍ୱାନ ଦେଇଥିଲେ - ‘ଯୁବକମାନେ ଦେଶ ପାଇଁ, ଜାତି ପାଇଁ ମରିବାକୁ ପ୍ରସ୍ତୁତ ହୁଅ ।’ ଏହି…

ଶ୍ରମିକ ଶ୍ରେଣୀର ସନ୍ଧିକ୍ଷଣ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଏକ ପରିବର୍ତିତ ପରିସ୍ଥିତିରେ ଆଜି ବଦଳିଯାଇଛି ସଂଗ୍ରାମର ସଂସ୍କୃତି, ଚଲାପଥର ଚିତ୍ରପଟ । ଆଜି ଆମ ସାମ୍ନାରେ ହସ ହସ ମୁହଁରେ ଛଦ୍ମବେଶୀ ଶତ୍ରୁ... ବନ୍ଧୁତ୍ୱର ବେଶଭୂଷାରେ ବିପଜ୍ଜନକ ବୈରୀ । ଅତୀତର ଯେଉଁ ପୁଞ୍ଜିବାଦକୁ ଆମେ ଭେଟୁଥିଲୁ…