ଚକ୍ରବ୍ୟୂହର ଚରିତ୍ରଲିପି
ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର…
ମହାଭାରତର ଚକ୍ରବ୍ୟୂହକୁ ବର୍ଣ୍ଣନା କରାଯାଇପାରେ, ମାତ୍ର ଆମ ସମୟର ଚକ୍ରବ୍ୟୂହ ଅବର୍ଣ୍ଣନୀୟ । କେବଳ ଅବର୍ଣ୍ଣନୀୟ ନୁହେଁ - ଅଦୃଶ୍ୟମାନ । ଏହି ଅଦୃଶ୍ୟମାନ ଚକ୍ରବ୍ୟୂହରେ ପ୍ରତିନିୟତ ଅଗଣିତ ଅଭିମନ୍ୟୁଙ୍କୁ ନିଧନ କରାଯାଉଛି । ସାରା…