Latest Odisha News

BREAKING NEWS

Browsing Tag

Mayurbhanj Bandh

ତେଜିଲା ପୁନଃ ଆଦିବାସୀ ବର୍ଗରେ ସାମିଲ କରିବା ଦାବି, କୁଡୁମୀ ସେନା ପକ୍ଷରୁ ୬ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା

ମୟୁରଭଞ୍ଜ : ପୁଣି ତେଜିଛି କୁଡୁମୀ ଜାତିକୁ ଆଦିବାସୀ ବର୍ଗରେ ସାମିଲ କରିବା ପାଇଁ ଦାବି । ଏହି ପରିପ୍ରେକ୍ଷୀରେ ଆଜି(ମଙ୍ଗଳବାର) ୬ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା ଦେଇଛି କୁଡୁମୀ ସେନା । ଦୀର୍ଘ ଦିନରୁ କୁଡୁମୀ ଜାତିକୁ ଆଦିବାସୀ ବର୍ଗରେ ପୁନଃ ସାମିଲ କରିବାପାଇଁ ଦାବି କରିଆସୁଥିଲେ ମଧ୍ୟ…

ଭଞ୍ଜସେନା ପକ୍ଷରୁ ୯ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ପାଳନ

ମୟୂରଭଂଜ: ଶିମିଳିପାଳ ଜାତୀୟ ଉଦ୍ୟାନରେ ନିଆଁ ଲିଭାଇବାରେ ବିଫଳତାକୁ ନେଇ ଆଜି ଭଂଜସେନା ପକ୍ଷରୁ ମୟୂରଭଂଜ ପାଳନ କରାଯାଉଛି । ସକାଳ ୬ଟାରୁ ବିଭିନ୍ନ ସ୍ଥାନରେ ରାସ୍ତାରୋକ ସହ ଦୋକାନ ବଜାର ବନ୍ଦ ରହିଛି । ଜରୁରୀ ସେବାକୁ ବାଦ ଦିଆଯାଇଛି । ଅପରାହ୍ନ ୩ଟା ଯାଏଁ ଏହି ବନ୍ଦ ପାଳନ କରାଯିବ ।…