Latest Odisha News

BREAKING NEWS

Browsing Tag

Mayurbhanj

ଶିମିଳିପାଳ ଜଙ୍ଗଲରେ ନିଆଁ, ଦୁଇ ଦିନ ହେଲା ଜଳୁଛି

ବାରିପଦା: ଜଳୁଛି ଶିମିଳିପାଳ । ମୟୂରଭଞ୍ଜ ଜିଲ୍ଲା ପୋଡ଼ାଡିହା ରେଞ୍ଜରେ ଶିମିଳିପାଳ ଜଙ୍ଗଲରେ ନିଆଁ ଲାଗିଛି । ଗତ ଦୁଇ ଦିନ ହେଲା ଜଙ୍ଗଲ ଜଳୁଛି । ଆନନ୍ଦପୁର, ଖଣ୍ଡାଚିରା, ବାଲିନାଲ ପାହାଡ଼ରେ ଲାଗିଛି ନିଆଁ ଫଳରେ ପୋଡ଼ି ନଷ୍ଟ ହେଉଛି ବହୁ ଔଷଧୀୟ ଗଛ। ବହୁ ପଶୁପକ୍ଷୀ ବି ନିଆଁରେ ପୋଡ଼ି…

ବାଇକକୁ ଧକ୍କା ଦେଲା ଦ୍ରୁତଗାମୀ କାର, ୨ ମୃତ

ବାରିପଦା: ମୟୂରଭଞ୍ଜ ଜିଲ୍ଲାର ମୋରଡା ଥାନା ଝିଙ୍କିରିଆ ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଯାହା ଫଳରେ ୨ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ମାନେ ବେତନଟୀ ଥାନା ଅନ୍ତର୍ଗତ ଭାଲୁକଚୁଆ ଦୁର୍ଗାପୁର ଅଞ୍ଚଳର ବୋଲି ଜଣାପଡିଛି। ଏଯାବତ୍ ସେମାନଙ୍କର ପରିଚୟ ଜଣା ପଡ଼ିନାହିଁ। ସୂଚନା…

ମୟୂରଭଂଜରେ ଓଲଟିଲା ଟ୍ରାକ୍ଟର, ୪ ମୃତ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆ ଥାନା ମୁରୁଣିଆରେ ମର୍ମନ୍ତୁଦ ଦୁର୍ଘଟଣା । ଏକ ଟ୍ରାକ୍ଟର ଭାରସାମ୍ୟ ହରାଇ ୧୦ ଫୁଟ୍ ତଳକୁ ଖସି ପଡ଼ିବାରୁ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏଥି ସହ ୩୦ରୁ ଅଧିକ ଗୁରୁତର ହୋଇଛନ୍ତି । ସ୍ଥାନୀୟ ଲୋକେ, ପୋଲିସ, ଅଗ୍ନିଶମ ବାହିନୀ କର୍ମଚାରୀ ଆହତମାନଙ୍କୁ…

ଛଉନୃତ୍ୟ ପ୍ରେମରେ କଲମ୍ବିଆର ନୃତ୍ୟଶିଳ୍ପୀ କେରୋଲିନା

ବାରିପଦା : ମୟୂରଭଞ୍ଜର ଐତିହ୍ୟସମ୍ପନ୍ନ ଛଉନୃତ୍ୟ ଦେଶ ବିଦେଶରେ ବେଶ୍ ଲୋକପ୍ରିୟ । ଅନେକ ବିଦେଶୀ ବି ଏହାର ପ୍ରେମରେ ପଡିଯାନ୍ତି । ଏମିତି ଜଣେ ବିଦେଶୀନି ହେଉଛନ୍ତି କଲମ୍ବିଆର କେରୋଲିନା ପ୍ରାଦା । କରୋଲିନା ଜଣେ ଛଉନୃତ୍ୟ ଶିଳ୍ପୀ ଭାବେ ବେଶ୍ ନାଁ କରିଛନ୍ତି । କରୋନା ଯୋଗୁଁ ସରକାର…

ସ୍ୱାମୀ ନା ସଇତାନ !

ରାଇରଙ୍ଗପୁର: ପାରିବାରିକ କଳହକୁ କେନ୍ଦ୍ର କରି ହତ୍ୟାକାଣ୍ଡ । ସ୍ତ୍ରୀକୁ ପଥରରେ ଛେଚି ହତ୍ୟା କଲା ସ୍ୱାମୀ । ଏଭଳି ଘଟଣା ଘଟିଛି ମୟୂରଭଂଜ ଜିଲ୍ଲାର ଗୋରୁମହିଷାଣୀ ଥାନା ଅନ୍ତର୍ଗତ ଲକ୍ଷ୍ମଣଛତ୍ର ଗାଁରେ । ଏହି ଘଟଣାରେ ଅଭିୟୁକ୍ତ ସ୍ୱାମୀକୁ ଗିରଫ କରିଛି ପୋଲିସ । ସୂଚନା ଅନୁଯାୟୀ, ଗାଁର…

ମହୁମାଛି ଆକ୍ରମଣରେ ୪ ଜଣ ଗୁରୁତର

ବାଙ୍ଗିରିପୋଷି: ବିନ୍ଧିଦେଲେ ମହୁମାଛି । ଆକ୍ରମଣରେ ୪ଜଣ ଗୁରୁତର ହୋଇଛନ୍ତି । ଏହି ଘଟଣା ଘଟିଛି ମୟୂରବଞ୍ଜ ଜିଲ୍ଲା ଦୁଆରଶୁଣି ଘାଟିରେ । ଗୁମ୍ଫା ବୁଲିବାକୁ ଯାଇଥିବା ବେଳେ ମହୁମାଛି ଆକ୍ରମଣ ହୋଇଛି । ୩ ଜଣଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ଅନ୍ୟ ଜଣଙ୍କୁ ଉଦ୍ଧାର…

ହାତୀ ଆକ୍ରମଣରେ ଜଣେ ମୃତ, ୨ ଗୁରୁତର

ମୟୂରଭଂଜ: ଦଳିଦେଲା ଦନ୍ତା । ମୟୂରଭଂଜ ଜିଲ୍ଳା ମୋରଡା, ବେତନଟୀ, ରାସଗୋବିନ୍ଦପୁର ବ୍ଲକ ଅଂଚଳରେ ହାତୀ ତଣ୍ଡବ ରଚିଛନ୍ତି । ରସଗୋବିନ୍ଦପୁର ବ୍ଲକ ଅଂଚଳରେ ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ଜଣେ ମହିଳା ବୋଲି ଜଣାପଡିଛି । ଏଥିସହ ଦୁଇ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ…

[ଭାଇରାଲ୍ ଭିଡିଓ] ପୋଲିସକୁ ହାଣ୍ଡିଆ ବେପାରୀଙ୍କ ନିସ୍ତୁକ ମାଡ !

ମୟୁରଭଂଜ: ହାଣ୍ଡିଆ ବିକ୍ରୟ କରୁଥିବା ଜଣେ ଆଦିବାସୀ ମହିଳାଙ୍କ ଔଦ୍ଧତ୍ୟର ଉଦାହରଣ । ପୋଲିସ ଓ ଜନତା ମଧ୍ୟରେ ଖଣ୍ଡଯୁଦ୍ଧ । ମୟୁରଭଂଜ ଜିଲ୍ଲାରୁ ଆସିଛି ଏଭଳି ଅପ୍ରୀତିକର ଭିଡିଓ । ଯେଉଁଠି ଜଣେ କର୍ତ୍ତବ୍ୟରତ ମହିଳା କନେଷ୍ଟବଳଙ୍କୁ ଅନ୍ୟ ଜଣେ ମହିଳା ହାତ ଉଠାଇବାକୁ ପଛାଇନଥିଲେ । ସୋସିଆଲ…

ଦିବ୍ୟାନୀ ଓ ପ୍ରଭଂଜନ ପାଇବେ ଜାତୀୟ ସେବା ଯୋଜନା ସମ୍ମାନ

ବାରିପଦା: ଚଳିତବର୍ଷ ଜାତୀୟ ସେବା ଯୋଜନା(ଏନଏସ୍‌ଏସ୍‌)ରେ ସମ୍ମାନିତ ହେବେ ବାରିପଦାର ଜଣେ ଛାତ୍ର ଓ ଜଣେ ଛାତ୍ରୀ । ସେମାନେ ହେଲେ ଏମପିସି ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ଦିବ୍ୟାନୀ ବେହେରା ଓ ସୀମାନ୍ତ ମହାବିଦ୍ୟାଳୟର ପ୍ରଭଂଜନ ମଣ୍ଡଳ । ଏହି ଦୁଇ ସ୍ୱେଚ୍ଛାସେବୀଙ୍କ ସମେତ ଦେଶର…

କଲରାପତରିଆ ବାଘ ଛାଲ ଜବତ, ଜଣେ ଗିରଫ

ବାରିପଦା :  ମୟୂରଭଞ୍ଜ ଜିଲ୍ଲାରେ ପୁଣି ଏକ ବାଘଛାଲ ଜବତ କଲା ବନବିଭାଗ। ରାଇରଙ୍ଗପୁର ବନଖଣ୍ଡ ଅନ୍ତର୍ଗତ ଖେଜୁରୀକଟା ଗ୍ରାମରୁ ଏକ କଲରାପତରିଆ ବାଘଛାଲ ରାଇରଙ୍ଗପୁର ବନବିଭାଗ ଜବତ କରିଛି । ଅନେକ ଦିନରୁ ଏ ଅଞ୍ଚଳରେ ବାଘ ଛାଲ କାରବାର ଚାଲିଥିବା ବେଳେ ବିଶେଷ ସୂତ୍ରରୁ ଖବର ପାଇ ବନ ବିଭାଗ…