Latest Odisha News

BREAKING NEWS

Browsing Tag

Mayurbhanja

ଆଜି ରାଷ୍ଟ୍ରପତି ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ

ମୟୂରଭଞ୍ଜ: ଆଜି ହେଉଛି ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଜିଲ୍ଲା ଗସ୍ତର ତୃତୀୟ ଦିନ ବା ଅନ୍ତିମ ଦିନ । ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଦ୍ୱାଦଶ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ । ସକାଳ ୯ଟା ୪୦ରେ ସର୍କିଟ ହାଉସରୁ ବାହାରି ବାରିପଦା ତକତପୁର ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର…

ମଦ୍ୟପ ସ୍ୱାମୀର ଉନ୍ମତ୍ତକାଣ୍ଡ, ସ୍ତ୍ରୀକୁ କାଠଫାଳିଆରେ ପିଟିପିଟି ହତ୍ୟା

ବାରିପଦା : ମୟୁରଭଞ୍ଜ ଜିଲ୍ଲା ମୋରଡ଼ା ଥାନା ଅନ୍ତର୍ଗତ ଗଡିଗାଁ ହାଣ୍ଡିଭଙ୍ଗା ଗାଁରେ ଅଭାବନୀୟ ଘଟଣା । ପାରିବାରିକ କଳହକୁ କେନ୍ଦ୍ର କରି କାଠଫାଳିଆ ପିଟିପିଟି ସ୍ତ୍ରୀକୁ ହତ୍ୟା କରିଛି ସ୍ୱାମୀ । ଏହା ପରେ ମୃତଦେହକୁ ଘର ପାଖରେ ପୋତିବାକୁ ଚେଷ୍ଟା କରୁଥିବା ବେଳେ ଗାଁ ଲୋକେ ହତ୍ୟାକାରୀ…

ବାରିପଦାରେ ଜାଲ୍ ନୋଟ୍ ରାକେଟ ଠାବ, ୨ ଗିରଫ

ବାରିପଦା: ଟାଉନ ପୋଲିସ ଏକ ଜାଲ୍ ନୋଟ୍ ରାକେଟର ପର୍ଦ୍ଦାଫାଶ କରିଛି । ସେମାନଙ୍କଠାରୁ ପ୍ରାୟ ୮୫ ହଜାର ଟଙ୍କାର ଜାଲ୍ ନୋଟ୍ ଜବତ ହୋଇଛି। ଏଥିରେ ୧୧୦ଟି ୫ ଶହ ଟଙ୍କିଆ, ୩୦୦ଟି ଶହେ ଟଙ୍କିଆ ଜାଲ୍ ନୋଟ୍ ରହିଛି । ଏହି ଘଟଣାରେ ପୋଲିସ ୨ ଜଣଙ୍କୁ ଗିରଫ କରି ପଚରାଉଚରା କରୁଛି ।  ସେମାନଙ୍କଠାରୁ…

ମୟୂରଭଞ୍ଜରେ ହାତୀ ଉପଦ୍ରବ, ବ୍ୟାପକ ଫସଲ ନଷ୍ଟ

ମୟୂରଭଞ୍ଜ: ରାଜ୍ୟରେ ହାତୀଙ୍କ ଉପଦ୍ରବ ଦିନକୁ ଦିନ ବଢୁଥିବା ବେଳେ ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆ ଫରେଷ୍ଟ ରେଞ୍ଜର କୁଜିଆମ ସଂରକ୍ଷିତ ଜଙ୍ଗଲରେ କିଛି ହାତୀପଲ ପଶି ସ୍ଥାନୀୟ ଅଞ୍ଚଳରେ ଉପଦ୍ରବ ଚଳାଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ସ୍ଥାନୀୟ ଗ୍ରାମଗୁଡିକରେ ପାଖାପାଖି ୧୮ଟି ହାତୀ…