ଯକ୍ଷ୍ମା ନିୟନ୍ତ୍ରଣ କାର୍ଯ୍ୟକ୍ରମରୁ ବାଦ ନପଡ଼ନ୍ତୁ ରାସ୍ତାରେ ବୁଲୁଥିବା ମାନସିକ ବିକାରଗ୍ରସ୍ତରୋଗୀ
(ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଅବସରରେ)
ଭାରତର ସମ୍ବିଧାନରେ ‘ଜୀବନ ବଞ୍ଚିବାର ଅଧିକାର’ କୁ ପ୍ରତ୍ୟେକ ନାଗରିକଙ୍କ ମୌଳିକ ଅଧିକାର ରୂପେ ବର୍ଣ୍ଣନା କରାଯାଇଛି । ତେଣୁ ସରକାର ସମସ୍ତ ନାଗରିକଙ୍କୁ ସେମାନଙ୍କ ସ୍ୱାସ୍ଥ୍ୟର ଅଧିକାର ସୁନିଶ୍ଚିତ କରନ୍ତି । ଏଥିପାଇଁ ସଂକ୍ରମିତ ଓ…