Latest Odisha News

BREAKING NEWS

Browsing Tag

MDM

ମଧ୍ୟାହ୍ନ ଭୋଜନରେ ପୋକରା ଚାଉଳକୁ ନେଇ ଉତ୍ତେଜନା

ନବରଙ୍ଗପୁର: ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀଙ୍କୁ ପୋକରା ଚାଉଳ ଦିଆଯାଉଛି । ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ମୁର୍ତ୍ତୃମା ନୋଡାଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ପିଲାଙ୍କୁ ପୋକରା ଚାଉଳକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି । ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ପୁଷ୍ଟିସାର ଖାଦ୍ୟ ଯୋଗାଇବା ପାଇଁ…

ଏପ୍ରିଲରୁ ସ୍କୁଲରେ ଦିଆଯିବ ମଧ୍ୟାହ୍ନ ଭୋଜନ

ଭୁବନେଶ୍ୱର: ଏପ୍ରିଲ ମାସରୁ ସ୍କଲରେ ମିଳିବ ମଧ୍ୟାହ୍ନ ଭୋଜନ । ସ୍କୁଲ ଓ ଗଣଶିକ୍ଷା ବିଭାଗର ନୋଡାଲ ଅଫିସର ସନତ କୁମାର ମହାନ୍ତି ଏହି ସୂଚନା ଦେଇଛନ୍ତି। ଏଥିସହ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ମଧ୍ୟାହ୍ନ ଭୋଜନ ଏପ୍ରିଲରୁ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମଧ୍ୟାହ୍ନ…

ସ୍କୁଲ ପିଲାଙ୍କୁ ଦିଆଯିବ ଆଇରନ୍ ଟାବଲେଟ୍

ଭୁବନେଶ୍ୱର: ମଧ୍ୟାହ୍ନ ଭୋଜନ ସହ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆଇରନ୍ ଟାବଲେଟ୍ । ମିଡ୍ ଡେ ମିଲ୍ ବା ଏମଡିଏମ୍ ରାସନ ସହ ପିଲାମାନଙ୍କୁ ଆଇରନ୍ ଫୋଲିକ୍ ଟାବଲେଟ୍ ଦିଆଯିବ । ଏନେଇ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଏଥିପାଇଁ ସବୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି ଏମଡିଏମର ରାଜ୍ୟ…

ଅଗଷ୍ଟ ୩୧ ପର୍ଯ୍ୟନ୍ତ ଦିଆଯିବ ଦ୍ୱିତୀୟ ପର୍ଯ୍ୟାୟ ମଧ୍ୟାନ୍ନ ଭୋଜନ

ଭୁବନେଶ୍ୱର: ସରକାରୀ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ଅଗଷ୍ଟ ୩୧ ପର୍ଯ୍ୟନ୍ତ ମଧ୍ୟାହ୍ନଭୋଜନ ବଣ୍ଟନ କରାଯିବ । ଏନେଇ ନିଷ୍ପତ୍ତି ନେଇଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ଦ୍ୱିତୀୟ ପର୍ଯ୍ୟାୟରେ ଜୁନ୍ ୧୪ ତାରିଖରୁ ପିଛିଲା ଭାବେ ମଧ୍ୟାହ୍ନଭୋଜନ ଚାଉଳ ଓ ରୋଷେଇ ସାମଗ୍ରୀ ଅର୍ଥ ବଣ୍ଟନ କରାଯିବ…