Latest Odisha News
Browsing Tag

Medal

ରାଷ୍ଟ୍ରପତି ପୋଲିସ୍‌ ମେଡାଲ ପାଇବେ ୨ଜଣ ଓଡ଼ିଆ

ଭୁବନେଶ୍ୱର: ରାଷ୍ଟ୍ରପତି ପୋଲିସ୍‌ ମେଡାଲ ପାଇବେ ଓଡ଼ିଶାର ୨ ଜଣ ଆଇପିଏସ୍‌ । ଉଲ୍ଲେଖନୀୟ ସେବା ପାଇଁ ୯୩ ଜଣଙ୍କୁ ରାଷ୍ଟ୍ରପତି ପୋଲିସ୍ ପଦକ ପ୍ରଦାନ କରାଯିବ।IPS ଡି. ଏସ୍ କୁଟ୍ଟେ ଓ କନଷ୍ଟେବଲ ପ୍ରହଲ୍ଲାଦ ରାଉତଙ୍କୁ ରାଷ୍ଟ୍ରପତି ପୋଲିସ୍ ମେଡାଲ ପ୍ରଦାନ କରାଯିବ। ବିଶିଷ୍ଟ ସେବା ପାଇଁ…

ଗ୍ଲୋବାଲ ସ୍ପୋର୍ଟ୍ସ ଡାଟା କମ୍ପାନୀ ଗ୍ରେସନୋଟର ଭବିଷ୍ୟବାଣୀ, ଅଧିକ ପଦକ ସହ ଶ୍ରେଷ୍ଠ ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ: ଟୋକିଓ ଅଲିମ୍ପିକ୍ସରେ ଭାରତ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିବା ସହ ଅଧିକ ପଦକ ଜିତିବ ବୋଲି ଗ୍ଲୋବାଲ ସ୍ପୋର୍ଟ୍ସସ ଡାଟା କମ୍ପାନୀ ଗ୍ରେସନୋଟ ଭବିଷ୍ୟବାଣୀ କରିଛି । ୨୦୧୨ ଲଣ୍ଡନ ଅଲିମ୍ପିକ୍ସରେ ଭାରତ ସର୍ବାଧିକ ୬ ପଦକ ଜିତିଥିଲା । ଏଥର ୧୭ ପଦକ ଭାରତ ଜିତିବ ବୋଲି ଭବିଷ୍ୟବାଣୀ…

ଟୋକିଓ ଅଲିମ୍ପିକ୍ସରେ ଏଥର ବିଜେତା ନିଜକୁ ନିଜେ ପଦକ ଦେବ

ଟୋକିଓ: କରୋନା ମହାମାରୀକୁ ଆଖି ଆଗରେ ରଖି ଟୋକିଓ ଅଲିମ୍ପିକ୍ସରେ ଆବଶ୍ୟକୀୟ ସତର୍କତା ଗ୍ରହଣ କରାଯାଇଛି । ନୂତନ ନିୟମ ଅନୁସାରେ ଏଥର ବିଜୟୀ ଆଥଲେଟଙ୍କୁ କେହି ପଦକ ପିନ୍ଧାଇବେ ନାହିଁ । ପ୍ରତିଯୋଗୀ ନିଜ ବେକରେ ନିଜେ ପଦକ ଝୁଲାଇବ । ଏହା ବ୍ୟତୀତ କାହା ସହିତ ହାତ ମିଳାଇ ପାରିବେ ନାହିଁ ଓ…