ଭୁଲ ରିପୋର୍ଟ ପାଇଁ ଅଙ୍ଗ ହରାଇଲେ ରୋଗୀ । କ୍ୟାନ୍ସର ନଥାଇ ଅଙ୍ଗ କାଟିଦେଲେ
ଢେଙ୍କାନାଳ : ଭୁଲ୍ ରିପୋର୍ଟ ପାଇଁ ଅଙ୍ଗ ହରାଇଲେ ରୋଗୀ । ଯେଉଁ ହସ୍ପିଟାଲକୁ ରାଜ୍ୟ ସରକାର ଏମ୍ସ ପ୍ଲସ ଭାବେ ଗଢି ତୋଳିବାକୁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ସେହି ଏସସିବି ହସ୍ପିଟାଲରେ ଏପରି ଏକ ଘଟଣା ଘଟିଛି ।
ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରର ଅନନ୍ତପୁରର ପ୍ରଦୀପ୍ତା…