Latest Odisha News

BREAKING NEWS

Browsing Tag

Mehul Choksi

୫୦ ଡିଫଲ୍ଟରଙ୍କ ଏନପିଏ ୯୨,୫୭୦ କୋଟି ଟଙ୍କା, ତାଲିକାର ଶୀର୍ଷରେ ମେହୁଲ ଚୋକ୍ସିଙ୍କ ନାଁ

ନୂଆଦିଲ୍ଲୀ: ଦେଶରେ ବିଭିନ୍ନ ବ୍ୟାଙ୍କରୁ ଋଣ ନେଇ ପରିଶୋଧ କରିନାହାଁନ୍ତି ୫୦ ଜଣ ଓ୍ୱିଲଫୁଲ୍ ଡିଫଲ୍ଟର । ସେମାନଙ୍କ ମୋଟ ୯୨ହଜାର ୫୭୦ କୋଟି ଟଙ୍କା ବକେୟା ରହିଛି । ଗତ ମାର୍ଚ୍ଚ ଶେଷ ସୁଦ୍ଧା ଏତେ ପରିମାଣରେ ଅର୍ଥ ଏନପିଏ ହୋଇଥିବା କହିଛନ୍ତି କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀ ଭଗଓ୍ୱତ କରାଡ…

ଚୋକସି, ମାଲ୍ୟା ଓ ମୋଦୀ ଠକେଇ ମାମଲା: ବ୍ୟାଙ୍କ ଫେରସ୍ତ ପାଇଛନ୍ତି ୯ ହଜାର କୋଟି

-ମୋଟ୍ ୧୮ହଜାର କୋଟିର ସମ୍ପତ୍ତି ଜବତ କରିଛି ଇଡି ନୂଆଦିଲ୍ଲୀ: ନିରବ ମୋଦୀ, ବିଜୟ ମାଲ୍ୟା ଓ ମେହୁଲ ଚୋକସିଙ୍କ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମୋଟ ୧୮,୧୭୦ କୋଟି ଟଙ୍କାର ସମ୍ପତ୍ତି ଜବତ କରିଛି। ଠକେଇର ଶିକାର ହୋଇଥିବା ରାଷ୍ଟ୍ରାୟତ ବ୍ୟାଙ୍କ ଓ କେନ୍ଦ୍ର ସରକାରଙ୍କୁ ୯୩୭୧.୧୭…

ଭାରତ ଆସିଲେ ମେହୁଲ ଚୋକସିଙ୍କ ଜୀବନ ପ୍ରତି ବିପଦ ରହିଛି; ପତ୍ନୀ ପ୍ରୀତି ଚୋକସି

ନୂଆଦିଲ୍ଲୀ: ହୀରା ବ୍ୟବସାୟୀ ପଳାତକ ମେହୁଲ ଚୋକସିଙ୍କ ପତ୍ନୀ ପ୍ରୀତି ଚୋକସି କହିଛନ୍ତି ଯେ ତାଙ୍କ ସ୍ୱାମୀଙ୍କୁ ଆଣ୍ଟିଗୁଆରେ ଅପରାଧୀ ଭଳି ବ୍ୟବହାର କରାଯାଉଛି ଏବଂ ଯଦି ତାଙ୍କୁ ଭାରତ ପଠାଯାଏ ତେବେ ତାଙ୍କ ଜୀବନ ପାଇଁ ବିପଦ ରହିଛି ବୋଲି କହିଛନ୍ତି ପତ୍ନୀ। ପ୍ରୀତି ତାଙ୍କ ସ୍ୱାମୀଙ୍କ…

ପଳାତକ ମେହୁଲ ଚୋକସୀକୁ ଡୋମିନିକାର ମାଜିଷ୍ଟ୍ରେଟ୍ କୋର୍ଟରୁ ମିଳିଲାନି ବେଲ୍

ନୂଆଦିଲ୍ଲୀ: ପଞ୍ଜାବ ନ୍ୟାସନାଲ୍ ବ୍ୟାଙ୍କ ଠକେଇ ମାମଲାରେ ପଳାତକ ମେହୁଲ ଚୋକସୀକୁ ଝଟକା ଲାଗିଛି । ଡୋମିନିକା ମାଜିଷ୍ଟ୍ରେଟ୍ କୋର୍ଟ ତାକୁ ବେଲ୍ ଦେବାକୁ ମନା କରି ଦେଇଛନ୍ତି । ନିକଟରେ ଆଣ୍ଟିଗୁଆରୁ ନିଖୋଜ ହୋଇଥିବା ଚୋକସୀ ଡୋମିନିକାରୁ ଧରାପଡ଼ିଥିଲା । ବେଆଇନ୍ ଭାବରେ ପ୍ରବେଶ ଅଭିଯୋଗରେ…

ଡୋମିନିକା ଜେଲ୍‌ରୁ ସାମ୍ନାକୁ ଆସିଲା ପଳାତକ ବ୍ୟବସାୟୀ ମେହୁଲ ଚୋକ୍‌ସିଙ୍କ ପ୍ରଥମ ଫଟୋ

ନୂଆଦିଲ୍ଲୀ: ଗିରଫ ହେବା ପରେ ପଳାତକ ବ୍ୟବସାୟୀ ମେହୁଲ ଚୋକସିଙ୍କ ପ୍ରଥମ ଫଟୋ ସାମ୍‌ନାକୁ ଆସିଛି। ସେ ପିଏନ୍‌ବି ସ୍କାମ୍‌ର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ମଧ୍ୟ ଥିଲେ। ଡୋମିନିକାରେ ପଳାତକ ବ୍ୟବସାୟୀ ମେହୁଲ ଚୋକସିଙ୍କୁ “ବେଆଇନ ଭାବେ” ଦ୍ୱୀପପୁଞ୍ଜରେ ପ୍ରବେଶ କରିଥିବା ଅଭିଯୋଗରେ ଗିରଫ…

ଧରାପଡ଼ିଲା ମେହୁଲ ଚୋକସୀ: ଆଣ୍ଟିଗୁଆକୁ ଚମ୍ପଟ ମାରିଥିଲା, ଡୋମିନିକାରୁ ଗିରଫ

ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ପଞ୍ଜାବ ନ୍ୟାସନାଲ୍ ବ୍ୟାଙ୍କ ଦୁର୍ନୀତି ଓ ଠକେଇ ମାମଲାରେ ଚମ୍ପଟ ମାରିଥିବା ଅଭିଯୁକ୍ତ ମେହୁଲ ଚୋକସୀ ଧରା ପଡିଛି । ତାକୁ ଡୋମିନିକାରୁ ଗିରଫ କରାଯାଇଛି । ସେଠାକାର କ୍ରାଇମ୍ ଇନଭେଷ୍ଟିଗେସନ୍ ଡିପାର୍ଟମେଣ୍ଟ (CID) କଷ୍ଟୋଡିରେ ଅଛି ମେହୁଲ ଚୋକସୀ । କିଛି ଦିନ…