୨୭ ବର୍ଷ ପରେ ଅଲଗା ହେଲେ ବିଲ୍ ଗେଟ୍ସ ଓ ମେଲିଣ୍ଡା
ନୂଆଦିଲ୍ଲୀ: ମାଇକ୍ରୋସଫ୍ଟର ପ୍ରତିଷ୍ଠାତା ବିଲ୍ ଗେଟ୍ସ ଓ ତାଙ୍କ ପତ୍ନୀ ମେଲିଣ୍ଡା ବିବାହ ବିଚ୍ଛେଦ ପାଇଁ ନିଷ୍ପତ୍ତି ନେଇଛନ୍ତି । ବିବାହର ୨୭ ବର୍ଷ ପରେ ଛାଡ଼ପତ୍ର ଦେଇଛନ୍ତି ଉଭୟ । ଏନେଇ ବିଲ୍ ଗେଟ୍ସ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ।
ବିଲ୍ ଗେଟ୍ସ ଲେଖିଛନ୍ତି, ଅନେକ ଆଲୋଚନା ଓ…