Latest Odisha News

BREAKING NEWS

Browsing Tag

memories with shreejagannath

 ଅନୁଭୂତିରେ ଶ୍ରୀଜଗନ୍ନାଥ : ବିଷ୍ଣୁପ୍ରିୟା ହୋତା

କୃପାବାରିଧି ଜୀବନରେ ଏମିତି ବି କିଛି ଅନୁଭୂତି ଅଛି ଯାହା ଅକଳ୍ପନୀୟ, ଅବର୍ଣ୍ଣନୀୟ ଶବ୍ଦାତୀତ କେବଳ ଅନୁଭୂତିର କଥା। ଏ ଅନୁଭୂତି କୃପାପାରାବାର , କରୁଣା ସାଗର, ଜଗତର ନାଥ ,ପତିତପାବନ ଜଗନ୍ନାଥଙ୍କୁ ନେଇ। ୧୯୯୨ ମସିହାର କଥା, ଆମେ ସେତେବେଳେ କେନ୍ଦୁଝରରେ ଥାଉ। ପୁରୋହିତ ବାବୁଙ୍କର…

ଅନୁଭୂତିରେ ଶ୍ରୀଜଗନ୍ନାଥ : ନିବେଦିତା ନନ୍ଦ

ଦର୍ଶନାନୁଭୂତି  ସେ ଅନାଥର ନାଥ, ସେ ଅଗତିର ଗତି।ତାଙ୍କ ଇଚ୍ଛା ବିନା ପତ୍ର ଟିଏ ହଲେନି ଏ ସଂସାରରେ। ମୁଁ ବା କି ଛାର ମଣିଷ ଲେଖିବି ତାଙ୍କ ଦର୍ଶନାନୁଭୂତି ! ସେ ନିଜେ ହିଁ ଚଳେଇନେବେ ମୋ କଲମ ବର୍ଣ୍ଣି ହେଇଯିବ ତାଙ୍କ ମହିମା। ଦୁଇ ହଜାର ସତର ମସିହା କଥା। ପୁଅ ବ୍ରତଘର ପଡିଲା ଅଣସର…

ଅନୁଭୂତିରେ ଶ୍ରୀଜଗନ୍ନାଥ : ମୌସୁମୀ ଦାସ୍

ଅନନ୍ୟ ଅନୁଭୂତିରେ ଆହେ ଶ୍ରୀଜଗନ୍ନାଥ ଜଗନ୍ନାଥ!! ତାଙ୍କୁ କିଏ କେତେ ଭାବରେ ଡାକେ । କିଏ କେତେ ପ୍ରକାରେ ସମ୍ବୋଧନ କରେ । ‘ପ୍ରଭୁ ଜଗନ୍ନାଥ’... ମୋର କିନ୍ତୁ ଏଇ ନାମରେ ସମସ୍ତ ଆସ୍ଥା, ସମସ୍ତ ବିଶ୍ୱାସ । ସେଇ ବିଶ୍ୱାସର ଡୋରିରେ ମନ ବଳାଏ, କେବେ ସତରେ ମହାପ୍ରଭୁଙ୍କୁ ଏଇ ଚର୍ମନୟନରେ…