Latest Odisha News

BREAKING NEWS

Browsing Tag

Mercury drops below 15 deg Celcius

ଝାରସୁଗୁଡ଼ା ସବୁଠୁ ଥଣ୍ଡା ସହର, ୧୩ଡିଗ୍ରୀ ତଳେ ୧୦ଟି ସହରରେ ପାରଦ

ଭୁବନେଶ୍ୱର: ଖସିଲା ପାରଦ । ଜାଡ଼ରେ ଥରୁଛି ଓଡ଼ିଶା । କାଲିଠାରୁ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ଶୀତ ଲହରି । ବିଭିନ୍ନ ଜିଲ୍ଲାରେ ଅନୁଭୂତ ହୋଇଛି ହାଡ଼ଭଙ୍ଗା ଶୀତ । ଗତକାଲି ରାଜ୍ୟର ୧୦ଟି ସହରରେ ପାରଦ ୧୩ ଡିଗ୍ରୀ ସେଲସିୟସ୍ ତଳେ ରହିଛି । ସବୁଠୁ ଥଣ୍ଡା ସହର ପାଲଟିଠଛି ଝାରସୁଗୁଡ଼ା ।…

ଶୀତ ଲହରି: ରାଜ୍ୟରେ ୧୪ ଡିଗ୍ରୀ ତଳେ ୧୪ ସହରର ପାରଦ

ଭୁବନେଶ୍ୱର: ରାଜ୍ୟରେ ପାଗ ଶୁଖିଲା ରହିଛି । ଧୀରେ ଧୀରେ ବଢୁଛି ଶୀତ । ୧୪ଟି ସହରରେ ପାରଦ ୧୪ ଡିଗ୍ରୀ ସେଲସିୟସ୍ ତଳେ ରହିଛି । ସବୁଠୁ ଥଣ୍ଡା ସହର ପାଲଟିଛି ସୋନପୁର । ସେଠାରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ସେହିପରି ୧୦ ଡିଗ୍ରୀ ସେଲସିୟସ ତଳେ ଦୁଇଟି…

ପଶ୍ଚିମ ଓଡ଼ିଶାରେ ଶୀତ ଲହରି: ୧୬ ସହରରେ ୧୫ ଡିଗ୍ରୀ ସେଲସିୟସ ତଳେ ପାରଦ

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାରେ ଶୀତ ଲହରି । ଥରାଉଛି ଜାଡ଼ । ବିଭିନ୍ନ ଜିଲ୍ଲାରେ ରାତିର ସର୍ବନିମ୍ନ ତାପମାତ୍ରା ଖସିବାରେ ଲାଗିଛି । ଶୀତରେ ଥରୁଛି ଅଧା ଓଡ଼ିଶା । ୧୬ଟି ସହରରେ ପାରଦ ୧୫ ଡିଗ୍ରୀ ସେଲସିୟସ ତଳେ ରହିଛି । ସବୁଠୁ ଥଣ୍ଡା ସହର ପାଲଟିଛି ସୋନପୁର । ସେଠାରେ ୮.୪ ଡିଗ୍ରୀ…

ଅଧା ଓଡ଼ିଶାରେ ଶୀତ ଲହରି: ସୋନପୁରରେ ୯ ଡିଗ୍ରୀ ତଳକୁ ଖସିଲା ପାରଦ, ଆହରୁ ୪-୫ଦିନ ଶୀତ

ଭୁବନେଶ୍ୱର: ଓଡ଼ିଶାର ଥରାଇଲାଣି ଜାଡ଼ । ଅଧା ଓଡ଼ିଶାରେ ଶୀତ ଲହରି ଅନୁଭୂତ ହେଲାଣି । ଆଜି ରାଜ୍ୟର ୧୫ଟି ସହରରେ ପାରଦ ୧୫ ଡିଗ୍ରୀ ତଳକୁ ଖସିଛି । ସବୁଠୁ ଥଣ୍ଡା ସହର ପାଲଟିଛି ସୋନପୁର । ସେଠାରେ ସର୍ବନିମ୍ନ ତାପମାତ୍ରା ୮.୮ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି । ଓଡ଼ିଶାର କାଶ୍ମୀର…

ଶୀତରେ ଥରୁଛି ସୋନପୁର, ଏସବୁ ଜିଲ୍ଲାରେ ଖସୁଛି ପାରଦ

ଭୁବନେଶ୍ୱର: ରାତିରେ ଖସୁଛି ପାରଦ । ବଢୁଛି ଥଣ୍ଡା । ରାଜ୍ୟରେ ଧୀରେ ଧୀରେ ଶୀତ ବଢୁଛି । ୧୫ଡିଗ୍ରୀ ତଳେ ରହିଛି ଓଡ଼ିଶାରେ ୧୧ଟି ସହରର ତାପମାତ୍ରା । ୯ ଡିଗ୍ରୀ ସହ ସୋନପୁର ସବୁଠୁ ଥଣ୍ଡା ସହର ହୋଇଛି । ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ୯.୫ ଡିଗ୍ରୀ ସେଲସିୟସ ତାପମାତ୍ରା…

ଶୀତ ଲହରି: ୧୫ ଡିଗ୍ରୀ ତଳେ ରାଜ୍ୟର ୮ଟି ସହର ତାପମାତ୍ରା

ଭୁବନେଶ୍ୱର: ଖସୁଛି ପାରଦ । ବଢୁଛି ଥଣ୍ଡା । ଜାଡ଼ରେ ଥରିଲାଣି ଓଡ଼ିଶା । ଦକ୍ଷିଣରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଅନୁଭୂତ ହେଲାଣି । ୮ଟି ସହରରେ ପାରଦ ୧୫ ଡିଗ୍ରୀ ତଳକୁ ଖସିଛି । ୧୧.୨° ସେଲସିୟସ ତାପମାତ୍ରା ସହ ରାଜ୍ୟରେ ସବୁଠୁ ଥଣ୍ଡା ସହର ପାଲଟିଛି ସୋନପୁର । ସେହିପରି କନ୍ଧମାଳ…