Latest Odisha News

BREAKING NEWS

Browsing Tag

Meta

୧୦ ହଜାର କର୍ମଚାରୀଙ୍କୁ ଛଟେଇ କରିବ ଆମାଜନ

ନୂଆଦିଲ୍ଲୀ : ଆମାଜନ ନେଇଛି ବଡ଼ ନିଷ୍ପତ୍ତି । ଟ୍ୱିଟର ଓ ମେଟା ପରେ ଏବେ କର୍ମଚାରୀଙ୍କୁ ‘ଆମାଜନ’ ଦେଲା ବଡ଼ ଝଟକା । କର୍ମଚାରୀଙ୍କୁ ଚାକିରୀରୁ ଛଟେଇ କରିବା ପାଇଁ ଯୋଜନା କରିଛି ଇ-କମର୍ସ କମ୍ପାନୀ ।୧୦ ହଜାର କର୍ମଚାରୀଙ୍କୁ ଛଟେଇ କରିବା ପାଇଁ ନିଆଯାଇଛି ନିଷ୍ପତି । ବ୍ୟବସାୟରେ…

୧୧ହଜାର କର୍ମଚାରୀଙ୍କୁ ଛଟେଇ କରିବ ‘ମେଟା’

ନୂଆଦିଲ୍ଲୀ : ଫେସବୁକର ପେରେଣ୍ଚ କମ୍ପାନୀ ମେଟା ୧୧ହଜାରରୁ ଅଧିକ କର୍ମଚାରୀଙ୍କୁ ଛଟେଇ କରିବ । କ୍ଷତିରେ ଚାଲୁଛି ସୋସିଆଲ ମିଡିଆ କମ୍ପାନୀ ମେଟା । ମେଟା ସିଇଓ ମାର୍କ ଜୁକରବର୍ଗ ଆଜି ଏନେଇ ଏକ ବ୍ଲଗ ପୋଷ୍ଟ କରିଛନ୍ତି । ମେଟା ଟିମରୁ ବଡ଼ ପଦବୀରେ ଥିବା ପ୍ରାୟ ୧୩ ପ୍ରତିଶତ କର୍ମଚାରୀଙ୍କୁ…

୨ ଘଣ୍ଟା ପରେ ହ୍ୱାଟ୍ସଆପ୍ ଉପରୁ ହଟିଲା ‘ପରାଗ’ ପ୍ରଭାବ !

ନୂଆଦିଲ୍ଲୀ: ସଚଳ ହେଲା ଅଚଳ ହ୍ୱାଟ୍ସଆପ୍ । ଦୀର୍ଘ ୨ ଘଣ୍ଟା ପରେ ହ୍ୱାଟ୍ସ,ଆପ୍ ଉପରୁ ପରାଗ ପ୍ରଭାବ ହଟିଛି । ମଙ୍ଗଳବାରି ଦିନ ପ୍ରାୟ ୧୨ଟା ୩୦ । ହଠାତ୍ ହ୍ୱାଟ୍ସଆପ୍ ସର୍ଭର ଡାଉନ୍ ହୋଇ ଯାଇଥିଲା । ଆଜି ଆଂଶିକ ସୂର୍ଯ୍ୟୋପରାଗ ସଂଗଠିତ ହେଉଥିବା ବେଳେ ହ୍ୱାଟ୍ସଆପ୍ ଭାରତ ସହ ଅଧିକାଂଶ ଦେଶରେ…