Latest Odisha News

BREAKING NEWS

Browsing Tag

Metrological Centre Bhubaneswar

ସକ୍ରିୟ ରହିଛି ଲଘୁଚାପ: ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: ବଙ୍ଗୋପସାଗରରେ ସକ୍ରିୟ ଅଛି ସୁଦୃଶ୍ୟ ଲଘୁଚାପ । ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୭ଟି ଜିଲ୍ଲାକୁ ୟେଲୋ…

ରାଜ୍ୟରେ ଆଜିଠୁ ବଢିବ ବର୍ଷା; ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ  । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାରି ପ୍ରଭାବରେ ରାଜ୍ୟରେ ଆଜିଠାରୁ ବର୍ଷା ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଅତି ପ୍ରବଳ ବର୍ଷା ପାଇଁ ୧୭ ଜିଲ୍ଲାକୁ…

ରାଜ୍ୟରେ ଆଜିଠୁ ବଢ଼ିବ ବର୍ଷା, ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଆଜିଠୁ ବଢ଼ିବ ବର୍ଷା ପରିମାଣ । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର କେନ୍ଦ୍ର ଭାଗ ଉପରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ପାଇଁ ଆଜି ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି…

୩ ଦିନ ଭିଜିବ ଓଡ଼ିଶା ! ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ

ଖୁବ ଶୀଘ୍ର ଗରମ ଓ ଗୁଳୁଗୁଳିରୁ ଆଶ୍ୱସ୍ତି ପାଇବେ ରାଜ୍ୟବାସୀ । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତାକାଲିଠାରୁ ତିନି ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ପଶ୍ଚିମା ଝଡ଼ ସହ ଜଡ଼ିତ ବାୟୁମଣ୍ଡଳ…

କଟକ-ଭୁବନେଶ୍ୱରରେ ଘଣ୍ଟାଏ କାଳବୈଶାଖୀ ବର୍ଷା, ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସକ୍ରିୟ ରହିଛି । ଆଗାମୀ ଘଣ୍ଟାଏ ଯାଏ କଟକ ଓ ଭୁବନେଶ୍ୱରରେ ଜାରି ରହିବ କାଳବୈଶାଖୀ ଜନିତ ବର୍ଷା ପବନ । ଘଡ଼ଘଡ଼ି ବି ମାରିବ । ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଭୁବନେଶ୍ୱର ଓ କଟକ ପାଇଁ…