Latest Odisha News

BREAKING NEWS

Browsing Tag

Metrological Department

ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା: ୬ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: ବଙ୍ଗୋପସାଗରରେ ସକ୍ରୀୟ ଲଘୁଚାପ କ୍ଷେତ୍ର । ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ଲଘୁଚାପ । ଗତ କାଲିର ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ପଶ୍ଚିମକେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡିଶା ଉପକୂଳ…

୨୫ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା: ଆଜି ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନେଇପାରେ ଅବପାତର ରୂପ । ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା…

ଆଗକୁ ଆସୁଛି ବଡ଼ ବର୍ଷା: ବଙ୍ଗୋପସାଗରରେ ଦାନା ବାନ୍ଧିବ ଲଘୁଚାପ, ପାଣିପାଗ ବିଭାଗ ପୂର୍ବାନୁମାନ…

ଭୁବନେଶ୍ୱର:  ଆଗକୁ ଆସୁଛି ବଡ଼ ବର୍ଷା । ବଙ୍ଗୋପସାଗରରେ ଦାନା ବାନ୍ଧିବ ଲଘୁଚାପ । ଆସନ୍ତା ୪ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ପାଣିପାଗ ବିଭାଗ ଏନେଇ ପୂର୍ବାନୁମାନ…

କଟକ ଖୋର୍ଦ୍ଧାରେ ପ୍ରବଳ ବର୍ଷିବ ବର୍ଷା

ଭୁବନେଶ୍ବର : ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତୁହାକୁ ତୁହା ବର୍ଷା ଜାରି ରହିଛି । ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି । ଆଗାମୀ ୩ ଘଣ୍ଟା ପାଇଁ ସତର୍କତା ଜାରି କଲା ଭୁବନେଶ୍ବର ଆଞ୍ଚଳିକ…

ଭୁୁବନେଶ୍ୱର ଓ କଟକରେ କାଲି ସକାଳ ଯାଏଁ ଛେଚିବ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷିବ । ଆଜି ଓ ଆସନ୍ତାକାଲି ଦୁଇ ଦିନ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ପୂର୍ବାନୁମାନ କରାଯାଇଛି । କଟକ ଓ ଭୁବନେଶ୍ୱର ପାଇଁ ୟେଲୋ ୱାର୍ଣ୍ଣିଂ…