ଜୁନ୍ ୧୫ ସୁଦ୍ଧା ଓଡିଶା ଛୁଇଁପାରେ ମୌସୁମୀ
ଭୁବନେଶ୍ୱର : ଜୁନ୍ ୧୫ ସୁଦ୍ଧା ମୌସୁମୀ ଓଡିଶା ଉପକୂଳ ଛୁଇଁବାର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶନିବାର ଦିନ କେରଳ ଉପକୂଳ ଛୁଇଁବା ପରେ ବିଭାଗ ପକ୍ଷରୁ ଏହି ପୂର୍ବାନୁମାନ…