Latest Odisha News

BREAKING NEWS

Browsing Tag

MHA

ଅକ୍ସଫାମ୍‌ ଇଣ୍ଡିଆର ବିଦେଶୀ ପାଣ୍ଠି ଆଇନ ଉଲ୍ଲଂଘନ ମାମଲା, ତଦନ୍ତ କରିବ ସିବିଆଇ !

ନୂଆଦିଲ୍ଲୀ : ବିଶ୍ୱସ୍ତରୀୟ ଅଣଲାଭକାରୀ ସଂସ୍ଥା (ଏନ୍‌ଜିଓ) ଅକ୍ସଫାମ୍‌ର ଭାରତୀୟ ଶାଖା ଉପରେ ବିଦେଶୀ ପାଣ୍ଠି ଆଇନର ଉଲ୍ଲଂଘନ ଅଭିଯୋଗ ଆସିବା ପରେ ଏହାର ତଦନ୍ତ କରିବ ସିବିଆଇ। ଏନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ସୁପାରିସ କରିଥିବା ଜଣାପଡ଼ିିଛି । ବୈଦେଶିକ ଅନୁଦାନ (ନିୟନ୍ତ୍ରଣ) ସଂଶୋଧନ ଆଇନ…

ରାଜୀବ ଗାନ୍ଧୀ ଫାଉଣ୍ଡେସନର ଲାଇସେନ୍ସ ବାତିଲ୍ କଲା ଗୃହ ମନ୍ତ୍ରଣାଳୟ

ନୂଆଦିଲ୍ଲୀ: ଗାନ୍ଧୀ ପରିବାର ସହ ଜଡ଼ିତ ଏକ ବେସରକାରୀ ସଂସ୍ଥା ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ । କେନ୍ଦ୍ର ଗୃହ ମନ୍ତ୍ରଣାଳୟ, ରାଜୀବ ଗାନ୍ଧୀ ଫାଉଣ୍ଡେସନର ଲାଇସେନ୍ସ ବାତିଲ୍ କରି ଦେଇଛନ୍ତି । ଫରେନ୍ କଣ୍ଟ୍ରିବ୍ୟୁସନ୍ ଆକ୍ଟ ଅନୁସାରେ ଗୃହ ମନ୍ତ୍ରଣାଳୟ କାର୍ଯ୍ୟାନୁଷ୍ଠାନ ନେଇଛି । ସଂଗଠନ…

ନୂପୁର ଶର୍ମା ବିବାଦ, ସତର୍କ ରହିବାକୁ ସମସ୍ତ ରାଜ୍ୟକୁ ନିର୍ଦ୍ଦେଶ ଦେଲା କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରାଳୟ

ନୂଆଦିଲ୍ଲୀ: ନୂପୁର ଶର୍ମା ପ୍ରଫେଟ ମହମ୍ମଦଙ୍କୁ ନେଇ ଦେଇଥିବା ବୟାନ ଉପରେ ବିଦେଶ ପରେ ଦେଶରେ ବଢୁଛି ବିବାଦ। ଏହାକୁ ନେଇ ପଶ୍ଚିମବଙ୍ଗ, ଉତ୍ତର ପ୍ରଦେଶ ସମତେ ବିଭିନ୍ନ ରାଜ୍ୟରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ମୁସଲିମ ବର୍ଗ। ଅନ୍ୟପଟେ ଆଲକାଏଦା ଦେଶର ଚାରି ରାଜ୍ୟରେ ଆତଙ୍କବାଦୀ ଆକ୍ରମଣ…

‘ଦେଶରେ ୫ଟି ରାଜ୍ୟରେ ୬୦% କରୋନା ମାମଲା, ୭୦% ମୃତ୍ୟୁ’

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କରାଳ ରୂପ ନେଉଛି ମହାମାରୀ କରୋନା । ପ୍ରତିଦିନ ୫୦ ରୁ ୬୦ ହଜାର ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଏସବୁ ସତ୍ତ୍ୱେ ଦେଶରେ ସକ୍ରିୟ ସଂକ୍ରମିତଙ୍କ ଠାରୁ ସୁସ୍ଥ ହାର ଢ଼େର ଅଧିକା ରହିଛି । ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଲୋକମାନଙ୍କ ସଂଖ୍ୟା ୨୯ ଲକ୍ଷ ୭୦…

୨୪ ଘଂଟାରେ ଦେଶରେ ୧୦୦୦ ଟପିଲା ମୃତ୍ୟୁ ସଂଖ୍ୟା, ୬୪ ହଜାରୁ ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଂଟାରେ ରେକର୍ଡ ସଂଖ୍ୟକ ୬୪,୫୫୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହ ମୃତ୍ୟୁ ସଂଖ୍ୟା ହଜାରେ ପାର୍ କରିଛି । ଦିନକରେ ଭାରତରେ ୧୦୦୭ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି । Spike…

ଆସିଲା ଅନ୍‌ଲକ୍‌-୩ର ଗାଇଡଲାଇନ୍‌, ଜାଣନ୍ତୁ କ’ଣ ରହିବ ଖୋଲା କ’ଣ ବନ୍ଦ

ନୂଆଦିଲ୍ଲୀ: ସାରା ଦେଶରେ କାୟା ମେଲାଇଛି କରୋନା । ପ୍ରତିଦିନ ନୂଆ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ସବୁ ପ୍ରୟାସ ପରେ ବି ଥମୁନି ସଂକ୍ରମଣ । ୪ଟି ପର୍ଯ୍ୟାୟରେ ଲକଡାଉନ୍ ସରିବା ପରେ ଦେଶରେ ଅନ୍‌ଲକ୍ ଲାଗୁ ହୋଇଛି । ଆସନ୍ତା ଜୁଲାଇ ୩୧ରୁ ଅନ୍‌ଲକ୍‌-୨ ସରୁଥିବା ବେଳେ ଅନ୍‌ଲକ-୩ ପାଇଁ…

ରେକର୍ଡ, ଦେଶରେ ଗୋଟିଏ ଦିନରେ ସୁସ୍ଥ ହେଲେ ୩୬ ହଜାରରୁ ଅଧିକ ଆକ୍ରାନ୍ତ

ନୂଆଦିଲ୍ଲୀ: ରେକର୍ଡ କଲା ଭାରତ । ଦେଶରେ ଗୋଟିଏ ଦିନରେ ସୁସ୍ଥ ହେଲେ ସର୍ବାଧିକ ଆକ୍ରାନ୍ତ । ଗତ ୨୪ ଘଂଟାରେ ୩୬ ହଜାର ୧୪୫ଜଣ କୋଭିଡ-୧୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଫଳରେ ଦେଶରେ ସୁସ୍ଥତା ହାର ୬୩.୯୨%କୁ ବୃଦ୍ଧି ପାଇଛି । ଏହାକୁ ମିଶାଇ ଦେଶରେ ମୋଟ ଆରୋଗ୍ୟ ସଂଖ୍ୟା ୮ଲକ୍ଷ…

ଅନ୍‌ଲକ୍‌-୨ରେ ଅଧିକ ସତର୍କତା ଜରୁରୀ: ମୋଦୀ

ନୂଆଦିଲ୍ଲୀ: କରୋନା କଳାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶବାସୀଙ୍କୁ ଷଷ୍ଠଥର ପାଇଁ ସମ୍ବୋଧିତ କରିଛନ୍ତି । ସେ କହିଛନ୍ତି, କରୋନା ବିଶ୍ଵ ମହାମାରୀ ସହ ଲଢି ଲଢି ଆମେ ଅନଲକ୍‌-୨ରେ ପ୍ରବେଶ କରିଛେ। ଅନଲକ୍‌-୧ ପରଠାରୁ ଆମ ଲୋକମାନେ ଅସତର୍କ ହେବା ଦେଖାଯାଇଛି। ଯେବେ ସତର୍କ ହେବା…

ଦିଲ୍ଲୀ ଓ ମହାରାଷ୍ଟ୍ରରେ ହୋଇନି ଗୋଷ୍ଠୀ ସଂକ୍ରମଣ!

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନକୁ ବୃଦ୍ଧି ପାଉଛି କରୋନା ସଂକ୍ରମିତ ସଂଖ୍ୟା । ବିଶେଷ କରି ଦୁଇ ପ୍ରମୁଖ ସହର ଦିଲ୍ଲୀ ଏବଂ ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ି ଚାଲିଛି । ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ହଜାର ପାଖାପଖି ହୋଇଥିବା ବେଳେ ଦିଲ୍ଲୀରେ ୩୫…

ଲକଡାଉନ୍‌ରେ ଅନ୍‌ଲକ୍‌-୧, ତିନିଟି ପର୍ଯ୍ୟାୟରେ ହଟିବ କଟକଣା

ନୂଆଦିଲ୍ଲୀ: ଦେଶରେ ଆସନ୍ତାକାଲି ଠାରୁ ଲାଗୁ ହେବ ପଂଚମ ପର୍ଯ୍ୟାୟ ଲକଡାଉନ୍ । ତେବେ ପଚଂମ ପର୍ଯ୍ୟାୟ ଲକଡାଉନ୍ ପାଇଁ କିଛି ନୂଆ ନିୟମ ତିଆରି କରିଛି କେନ୍ଦ୍ର ଗୃହ ମନ୍ତ୍ରାଳୟ । ଏହାକୁ ଅନ୍‌ଲକ୍‌-୧ ନାଁ ଦିଆଯାଇଛି । ଏହାକୁ ତିନି ଭାଗରେ ବିଭକ୍ତ କରାଯାଇଛି । ପ୍ରଥମ ପର୍ଯ୍ୟାୟ- ଜୁନ୍ ୮…