Latest Odisha News

BREAKING NEWS

Browsing Tag

Microsoft

ମାଇକ୍ରୋସଫ୍ଟ ପରେ ଆମାଜନର ଛଟେଇ; ବିଦା ହେବେ ୧୮ ହଜାରରୁ ଅଧିକ କର୍ମଚାରୀ

ୱାଶିଂଟନ:ପ୍ରମୁୁଖ ସଫ୍ଟଓୟାର କମ୍ପାନୀ ମାଇକ୍ରୋସଫ୍ଟ ନିଜର ୧୦ ହଜାର କର୍ମଚାରୀଙ୍କୁ ଚାକିରୀରୁ ହଟାଇବା ପରେ ଏବେ ଆମାଜନ ତାର କର୍ମଚାରୀ ହଟାଇବା ଆରମ୍ଭ କରିଛି । ମାଇକ୍ରୋସଫ୍ଟ କମ୍ପାନୀ ଆର୍ଥିକ ସଙ୍କଟ ଦେଇ ଗତି କରୁଥିବାରୁ ଏପରି ପଦକ୍ଷେପ  ନେଇଥିବା କହୁଥିବାବେଳେ ଅମାଜନ ବି ସମାନ କଥା…

ସିଇଓରୁ ମାଇକ୍ରୋସଫ୍ଟର ନୂଆ ଅଧ୍ୟକ୍ଷ ବନିଲେ ସତ୍ୟ ନାଡେଲା

ନୂଆଦିଲ୍ଲୀ: ବିଶ୍ୱର ସର୍ବବୃହତ ସଫ୍ଟୱେୟାର୍ ନିର୍ମାତା କମ୍ପାନୀ ମାଇକ୍ରୋସଫ୍ଟ ପକ୍ଷରୁ ସତ୍ୟ ନାଡେଲାଙ୍କୁ ନୂଆ ଚେୟାରମ୍ୟାନ୍ ଭାବରେ ନିଯୁକ୍ତ କରାଯାଇଛି। ଭାରତୀୟ ବଂଶୋଦ୍ଭବ ନାଡେଲା ଗତ ୭ ବର୍ଷ ଧରି କମ୍ପାନୀର ସିଇଓ ପଦରେ ରହିଆସିଛନ୍ତି। ସେ ଏବେ ଜନ୍ ଥମସନଙ୍କ ସ୍ଥାନ ନେବାକୁ…

୨୭ ବର୍ଷ ପରେ ଅଲଗା ହେଲେ ବିଲ୍ ଗେଟ୍ସ ଓ ମେଲିଣ୍ଡା

ନୂଆଦିଲ୍ଲୀ: ମାଇକ୍ରୋସଫ୍ଟର ପ୍ରତିଷ୍ଠାତା ବିଲ୍ ଗେଟ୍ସ ଓ ତାଙ୍କ ପତ୍ନୀ ମେଲିଣ୍ଡା ବିବାହ ବିଚ୍ଛେଦ ପାଇଁ ନିଷ୍ପତ୍ତି ନେଇଛନ୍ତି । ବିବାହର ୨୭ ବର୍ଷ ପରେ ଛାଡ଼ପତ୍ର ଦେଇଛନ୍ତି ଉଭୟ । ଏନେଇ ବିଲ୍ ଗେଟ୍ସ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ବିଲ୍ ଗେଟ୍ସ ଲେଖିଛନ୍ତି, ଅନେକ ଆଲୋଚନା ଓ…

ବିଲ ଗେଟ୍ସ ନିର୍ଦ୍ଦେଶକ ବୋର୍ଡରୁ ଇସ୍ତଫା ଦେଇଛନ୍ତି, ବର୍ତ୍ତମାନ କଣ କରିବେ ଜାଣନ୍ତୁ

ନୂଆଦିଲ୍ଲୀ: ଦୁନିଆର ଅନ୍ୟତମ ଧନୀ ବ୍ୟକ୍ତିତ୍ୱ ତଥା ବୈଷୟିକ ବ୍ୟବସାୟର କିମ୍ବଦନ୍ତୀ ବିଲ୍ ଗେଟ୍ସ ଏକ ବଡ଼ ଘୋଷଣା କରିଛନ୍ତି। ଟେକ୍ କମ୍ପାନୀ ମାଇକ୍ରୋସଫ୍ଟ ଘୋଷଣା କରିଛି ଯେ ସହ-ପ୍ରତିଷ୍ଠାତା ବିଲ୍ ଗେଟ୍ସ କମ୍ପାନୀର ନିର୍ଦ୍ଦେଶକ ବୋର୍ଡରୁ ଇସ୍ତଫା ଦେଇଛନ୍ତି। କମ୍ପାନୀ କହିଛି ଯେ ବିଲ୍…