Latest Odisha News

BREAKING NEWS

Browsing Tag

Migrant Labourer

ଦାଦନ ଶ୍ରମିକଙ୍କ ଲାଗି ଖୁବଶୀଘ୍ର ହେବ ଆକ୍ସନ ପ୍ଲାନ

ଭୁବନେଶ୍ୱର: ଦାଦନ ଶ୍ରମିକଙ୍କ ଦୁଃଖ ଦୁର୍ଦ୍ଦଶା ଦୂର କରିବା ଲାଗି ଓଡିଶା ସରକାର ଖୁବଶୀଘ୍ର ଏକ ଆକ୍ସନ ପ୍ଲାନ ଆଣିବାକୁ ଯାଉଛନ୍ତି । ଜିଲ୍ଲା ଶ୍ରମ କଲ୍ୟାଣ ଅଧିକାରୀଙ୍କ ସହ ଏକ ବୈଠକରେ ଅଧ୍ୟକ୍ଷତା କରିବା ପରେ ସୋମବାର ଦିନ ଗଣମାଧ୍ୟମକୁ ସୂଚନା ଦେଇ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂହ…

ବଲାଙ୍ଗୀରରୁ ଉଦ୍ଧାର ହେଲେ ୩୨ ଦାଦନ ଶ୍ରମିକ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲାର ତୁରେକେଲା ରେଳଷ୍ଟେସନରୁ ସ୍ଥାନୀୟ ପୋଲିସ ପକ୍ଷରୁ ପ୍ରାୟ ୩୨ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ସମସ୍ତ ଶ୍ରମିକ ମାନଙ୍କ ଘର ସ୍ଥାନୀୟ ବେଳପଡା ବ୍ଲକ୍ ଅଞ୍ଚଳରେ ବୋଲି ଜଣାପଡ଼ିଛି । ଏଥିସହିତ ସେମାନଙ୍କ ମଧ୍ୟରେ ୧୪ ଜଣ ଛୋଟ ପିଲା ରହିଥିବା ନେଇ…

ରାୟଗଡା ରେଳ ଷ୍ଟେସନରୁ ଉଦ୍ଧାର ହେଲେ ୨୭ ଦାଦନ ଶ୍ରମିକ

ରାୟଗଡା: ରାୟଗଡା ପୋଲିସ ଓ ଜିଆରପି ମିଳିତ ଉଦ୍ୟମରେ ରେଳଷ୍ଟେସନରୁ ୨୭ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ସମସ୍ତ ଶ୍ରମିକ ମାନଙ୍କ ଘର ରାୟଗଡା ଜିଲ୍ଲାରେ ବୋଲି ଜଣାପଡ଼ିଛି । ଏଥିସହିତ ସେମାନଙ୍କ ମଧ୍ୟରେ ୧୮ ଜଣ ମହିଳା ରହିଥିବା ନେଇ ସୂଚନା ମିଳିଛି । ମିଳିଥିବା ସୂଚନାନୁଯାୟୀ…