Latest Odisha News

BREAKING NEWS

Browsing Tag

Mihir das

ବାପାଙ୍କ ମୃତ୍ୟୁର ବର୍ଷକ ପରେ ଚାଲିଗଲେ ପୁଅ

କଟକ: କଥାରେ ଅଛି ମୃତ୍ୟୁ କେତେବେଳେ କଉଠି ବି ଆସେ କାହାକୁ ଜଣା ନଥାଏ । କିଏ ଜାଣିଥିଲା ଏତେ କମ୍ ବୟସରେ ସେ ଦୁନିଆ ଛାଡ଼ି ଚାଲି ଯିବେ । ଯେଉଁ ବୟସରେ ଭବିଷ୍ୟତ ଗଢିବାକୁ ସ୍ବପଦେଖିବା କଥା ସେ ଆଜି ଅଫେରା ରାଇଜରେ । ଆାମେ କହୁଛୁ ଓଡ଼ିଆ ଟେଲି ଜଗତର ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ସାନ…

ପଞ୍ଚଭୂତରେ ଲୀନ ହେଲେ ମିହିର ଦାସ, ମୁଖାଗ୍ନି ଦେଲେ ପୁଅ ଅମ୍ଳାନ

କଟକ: ଅଫେରା ରାଇଜରେ ମିହିର ଦାସ । ଜୀବନ ରଙ୍ଗମଞ୍ଚରେ ଅଭିନୟ ସାରି ସେ ବାହୁଡ଼ି ଯାଇଛନ୍ତି । ଆଜି ପଞ୍ଚଭୂତରେ ଲୀନ ହୋଇଛନ୍ତି ଓଡ଼ିଉଡର ଲୋକପ୍ରିୟ ତଥା ବରିଷ୍ଠ ଅଭିନେତା ମିହିର ଦାସ । କଟକ ସତୀଚଉରା ସ୍ଥିତ ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଅନ୍ତିମ ସଂସ୍କାର ହୋଇଛି । ପୁଅ…

ଆଜି ପଞ୍ଚଭୂତରେ ବିଲୀନ ହେବେ ମିହିର ଦାସ

କଟକ: ଆଜି ପଞ୍ଚଭୂତରେ ବିଲିନ ହେବେ ମିହିର ଦାସ । ସଂସାର ରଙ୍ଗମଞ୍ଚରୁ ଚିର ବିଦାୟ ନେଇଯାଇଛନ୍ତି ମିହିର ଦାସ । କଟକସ୍ଥିତ ସତୀଚଉରା ଶ୍ମଶାନରେ ହେବ ଶେଷକୃତ୍ୟ । ସକାଳ ସାଢ଼େ ୮ଟାରେ ବାସଭବନରୁ ମିହିରଙ୍କ ମରଶରୀରକୁ ଶ୍ମଶାନ ଅଭିମୁଖେ ନିଆଯାଉଛି । ସେଠାରେ ମିହିର ଦାସଙ୍କୁ ଗାର୍ଡ଼ ଅଫ ଅନର…

ମିହିର ଦାସଙ୍କୁ ଦିଆଯିବ ‘ଗାର୍ଡ ଅଫ୍‌ ଅନର୍‌’

ଭୁବନେଶ୍ବର : ଆଉ ନାହାନ୍ତି ବରିଷ୍ଠ ସିନେ ଅଭିନେତା ମିହିର ଦାସ । ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣାଶୁଣା ଅଭିନେତା ମିହିର ଦାସଙ୍କ ପରଲୋକ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା । ତାଙ୍କ ଅକାଳ…