ବିଶ୍ୱ ଶୁଣିଲା ଓଡ଼ିଶା ମାଣ୍ଡିଆର ସଫଳ କାହାଣୀ
ଡ଼ି.ଶୁଭମଙ୍କର କୃଷି ଭିତ୍ତିକ ସ୍ତମ୍ଭ: ‘ଆମ ଚାଷୀ ଆମ ପରିଚୟ’
ଯେଉଁ ଫସଲ ଦିନେ ଗରିବଙ୍କ ଖାଦ୍ୟ ବୋଲି ଲୋକଙ୍କ ଠାରୁ ଅନାଦର ପାଉଥିଲା , ଆଜି ଆପଣ ନିଜେ ଦେଖୁଥିବେ ମାଣ୍ଡିଆ ପାଇଁ କିପରି ଆଦର ବଢ଼ିଛି । ଏକଥା କେବଳ ମୁଁ କହୁନି ବରଂ ସାରା ଓଡ଼ିଶା ରେ ଏବେ ମାଣ୍ଡିଆର ବାସ ଭରିଉଠିଛି ।…