ନଭେମ୍ବରରୁ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ଼
ଭୁବନେଶ୍ୱର: ଆସନ୍ତା ମାସରୁ ହିତାଧିକାରୀଙ୍କୁ ନୂତନ ରାସନ କାର୍ଡ ମିଳିବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ବୁଧବାର ଦିନ କହିଛନ୍ତି।
ଦଶ ଲକ୍ଷରୁ ଅଧିକ ଆବେଦନ ଉପରେ ଯାଞ୍ଚ ଶେଷ ହେବା ପରେ ସରକାର ନୂତନ ରାସନ କାର୍ଡ ପ୍ରଦାନ ଆରମ୍ଭ କରିବେ ବୋଲି…