Latest Odisha News

BREAKING NEWS

Browsing Tag

minister arun sahoo

ବିଧାନସଭାରେ ପରୀ ହତ୍ୟାକାଣ୍ଡ ଝଡ଼, କୃଷି ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଗୃହ ହୁଲୁସ୍ତୁଲ

ଭୁବନେଶ୍ୱର: ବିଧାନସଭାରେ ପୁଣି ଉଠିଲା ନୟାଗଡ଼ ପରୀ ହତ୍ୟାକାଣ୍ଡ ମାମଲା । ଗୃହ ଆଜି ହୁଲୁସ୍ତୁଲ ହୋଇଛି । ବିରୋଧୀ ବିଜେପି ଓ କଂଗ୍ରେସ ଏହି ପ୍ରସଙ୍ଗ ଉଠାଇ ହଟ୍ଟଗୋଳ କରିଛନ୍ତି । ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବିରେ ନାରାବାଜି କରିଛନ୍ତି । ପୋଡିୟମ ନିକଟରେ ବ୍ୟାନର ଦେଖାଇ ବିରୋଧୀ…

ରମାଦେବୀ ବିଶ୍ୱବିଦ୍ୟାଳୟ ପରିସରରେ ପ୍ରତିଷ୍ଠା ହେଲା ଦକ୍ଷତା ବିକାଶ ପ୍ରଶିକ୍ଷଣ କେନ୍ଦ୍ର

ଭୁବନେଶ୍ୱର: ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ଦିନ ପ୍ରତିଷ୍ଠା କରାଯାଇଛି ଦକ୍ଷତା ବିକାଶ ପ୍ରଶିକ୍ଷଣ କେନ୍ଦ୍ର । ରାଜ୍ୟ ସରକାରଙ୍କ ୯୦ ଲକ୍ଷ ଟଙ୍କା ଅନୁଦାନରେ ପ୍ରତିଷ୍ଠା କରାଯାଇଥିବା ଏହି ପ୍ରଶିକ୍ଷଣ କେନ୍ଦ୍ରରେ ୨୦୧୯-୨୦ ଶିକ୍ଷା ବର୍ଷରେ ୪୨୦ ଜଣ ଛାତ୍ରୀଙ୍କୁ ୭ଟି…